ନାମାଙ୍କନପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ସୁରେଶ ଚୌଧୁରୀ

କର୍ଲାମୁଣ୍ଡା,୧୯ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମୋଟ୍‌ ୨ଟି ଜିଲା ପରିଷଦ ଆସନ ପାଇଁ ବର୍ତ୍ତମାନ ସୁଦ୍ଧା ବିଭିନ୍ନ ଦଳ ପକ୍ଷରୁ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇପାରି ନ ଥିଲେ ହେଁ ଏହି ବ୍ଲକର ‘ଖ’ ଜୋନ୍‌ ପାଇଁ କଂଗ୍ରେସ ପ୍ରାର୍ଥୀ ଭାବେ ରେଗଡ଼ା ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ସାମାଜିକ କର୍ମୀ ସୁରେଶ ଚୌଧୁରୀ ବୁଧବାର ନାମାଙ୍କନପତ୍ର ଦାଖଲ କରିଥିବା ଜଣାପଡ଼ିଛି। ଅନ୍ୟ ପଟେ ଏହି ଜୋନ୍‌ରେ ଭାଜପାରୁ ଟିକେଟ ପାଇଁ ଜୟନ୍ତୀ ସାହୁ,ନବୀନ ସାହୁ ଦୌଡ଼ରେ ଥିବା ବେଳେ ବିଜେଡି ପକ୍ଷରୁ କୁନି ସାହୁ,ସଂଯୁକ୍ତା ସାହୁ,ବିରଞ୍ଚି ରଣା, ଭୋଜବନ୍ତି ସାହୁ,ଦେବରାଜ ରଣା, ମାଧବ ସାହୁ ଦଳୀୟ ଟିକେଟ ପାଇଁ ଆଶାୟୀ ରହିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଢେଙ୍କାନାଳରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ

ଢେଙ୍କାନାଳ ଅଫିସ,୧୫।୮-ଢେଙ୍କାନାଳ ଷ୍ଟାଡିୟମଠାରେ ଶନିବାର ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଛି। ମୁଖ୍ୟଅତିଥି ଭାବେ ଜିଲାପାଳ ଭୁମେଶ ଚନ୍ଦ୍ର ବେହେରା ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ।...

ଶତାଧିକ ଲୋକଙ୍କ ଇନ୍ଦିରାଆବାସ ଅର୍ଥ ହଡ଼ପ

ମହାକାଳପଡ଼ା,୧୧।୬ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ୧୯୯୯ ମହାବାତ୍ୟା ବହୁ ଧନଜୀବନ ନଷ୍ଟ କରିଥିଲା। ଗରିବ ଲୋକଙ୍କ ପାଇଁ ସରକାର ଦେଇଥିବା ଇନ୍ଦିରା ଆବାସ...

ଖେଳୁ ଖେଳୁ ଚାଳିଗଲା ଶିଶୁକନ୍ୟାର ଜୀବନ

ଝାରବନ୍ଧ,୨୫।୩: ବରଗଡ଼ ଜିଲା ଜଗଦଲପୁର ଥାନା ଧୁମାଭଟା ଗ୍ରାମରେ ଗୁରୁବାର ଏକ ବୋଲେରୋ ଧକ୍କାରେ ଜଣେ ଶିଶୁକନ୍ୟାଙ୍କ ମୃତ୍ୟୁ ହୋଇଛି। ମୃତ ଶିଶୁକନ୍ୟା ହେଲେ ଉକ୍ତ...

୧୬ ହଜାର ଟଙ୍କା ପାଇଁ ବୃଦ୍ଧଙ୍କୁ ପିଟି ପିଟି ମାରିଦେଲେ ଲୋକେ

ପାଟଣା,୨୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କୁଣ୍ଡଳା ପଞ୍ଚାୟତ ଫୁଲ ପାହାଡ଼ି ଗାଁର ଭାଲୁଘରା ସାହିର ଜଣେ ୫୫ ବର୍ଷୀୟ ବୃଦ୍ଧଙ୍କ ମୃତଦେହକୁ ଶନିବାର ପୋଲିସ...

୫ବର୍ଷ ପରେ ଅପମୃତ୍ୟୁ ହେଲା ହତ୍ୟା ମାମଲା: ଜଙ୍ଗଲକୁ ନେଇ ହତ୍ୟା କରିଥିଲେ ସ୍ବାମୀ

ଭଞ୍ଜନଗର,୨୯।୮(ଡି.ଏନ.ଏ)- ଗଞ୍ଜାମ ଜିଲା ତାରସିଂ ଥାନା ଝାଲିଆଗୋଚ୍ଛା ଗ୍ରାମରେ ୨୦୧୫ରେ ଘଟିଥିବା ଏକ ଅପମୃତ୍ୟୁ ମାମଲା ୫ବର୍ଷ ପରେ ହତ୍ୟା ମାମଲାରେ ପରିଣତ ହୋଇଛି। ଅଭିଯୁକ୍ତ...

ପିକ୍‌ନିକ୍‌ କରିବାକୁ ଯାଇଥିଲେ ୩ ସାଙ୍ଗ: ଶହେ ଫୁଟ୍‌ ତଳକୁ ଖସିଲା କାର

ଜୟପୁର,୧୭ା୧: ୩ଜଣ ସାଙ୍ଗ ଏକ କାର ନେଇ କୋରାପୁଟ ଜିଲା ଲମତାପୁଟ ଅଞ୍ଚଳକୁ ପିକ୍‌ନିକ୍‌ କରିବାକୁ ଯାଇଥିଲେ। ଫେରିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। କାରଟି...

ଶାରଳା ପୀଠରେ ଅବ୍ୟବସ୍ଥା: ଖୋଲାଖୋଲି ଚାଲିଛି ଶୋଷଣ, ଶ୍ରଦ୍ଧାଳୁ ଅସନ୍ତୁଷ୍ଟ

ଜଗତ୍‌ସିଂହପୁର ଅଫିସ,୭।୭: ଜଗତ୍‌ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ଶାରଳା। ମା’ଙ୍କ ମନ୍ଦିର କେବଳ ଜିଲାରେ ନୁହେଁ, ସମଗ୍ର ଦେଶରେ ପ୍ରସିଦ୍ଧି ଲାଭ କରିଛି। ତେଣୁ ପ୍ରତ୍ୟହ...

ବଡ଼ଧରଣର ମାଓବାଦୀ ଆକ୍ରମଣ ଯୋଜନାକୁ ପଣ୍ଡ କଲା ପୋଲିସ

କୋରାପୁଟ, ୫ା୨: କୋରାପୁଟ ଜିଲା ନାରାୟଣପାଟଣା ଥାନା ଅନ୍ତର୍ଗତ ବୋରିଗି ଅଞ୍ଚଳରୁ ମାଓବାଦୀମାନେ ଲୁଚାଇ ରଖିଥିବା ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀକୁ ପୋଲିସ ଜବତ କରିଛି।...

Advertisement
Archives

Model This Week