ନାମାଙ୍କନପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ସୁରେଶ ଚୌଧୁରୀ

କର୍ଲାମୁଣ୍ଡା,୧୯ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମୋଟ୍‌ ୨ଟି ଜିଲା ପରିଷଦ ଆସନ ପାଇଁ ବର୍ତ୍ତମାନ ସୁଦ୍ଧା ବିଭିନ୍ନ ଦଳ ପକ୍ଷରୁ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇପାରି ନ ଥିଲେ ହେଁ ଏହି ବ୍ଲକର ‘ଖ’ ଜୋନ୍‌ ପାଇଁ କଂଗ୍ରେସ ପ୍ରାର୍ଥୀ ଭାବେ ରେଗଡ଼ା ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ସାମାଜିକ କର୍ମୀ ସୁରେଶ ଚୌଧୁରୀ ବୁଧବାର ନାମାଙ୍କନପତ୍ର ଦାଖଲ କରିଥିବା ଜଣାପଡ଼ିଛି। ଅନ୍ୟ ପଟେ ଏହି ଜୋନ୍‌ରେ ଭାଜପାରୁ ଟିକେଟ ପାଇଁ ଜୟନ୍ତୀ ସାହୁ,ନବୀନ ସାହୁ ଦୌଡ଼ରେ ଥିବା ବେଳେ ବିଜେଡି ପକ୍ଷରୁ କୁନି ସାହୁ,ସଂଯୁକ୍ତା ସାହୁ,ବିରଞ୍ଚି ରଣା, ଭୋଜବନ୍ତି ସାହୁ,ଦେବରାଜ ରଣା, ମାଧବ ସାହୁ ଦଳୀୟ ଟିକେଟ ପାଇଁ ଆଶାୟୀ ରହିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଳ ମାଳ ଅଭିଯୋଗ, ଲୋକଙ୍କୁ ମିଳୁନି ନ୍ୟାୟ

ପଟ୍ଟାମୁଣ୍ଡାଇ,୮ା୮(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ତହସିଲକୁ ମାଳ ମାଳ ଅଭିଯୋଗ ଆସୁଛି, ହେଲେ ସମାଧାନ ହେଉନି। ନ୍ୟାୟ ପାଇବାରୁ ବଞ୍ଚିତ ହେଉଛନ୍ତି ସ୍ଥାନୀୟ ଜନସାଧାରଣ। ଏମିତି...

ହତ୍ୟାକାରୀଙ୍କୁ ଆଜୀବନ ଜେଲ

କେନ୍ଦୁଝର,୧୭।୫(ସ୍ବ.ପ୍ର.): ଜଣେ ବୃଦ୍ଧା ହତ୍ୟା ମାମଲାର ବୁଧବାର ରାୟ ପ୍ରକାଶ ପାଇଛି। କେନ୍ଦୁଝର ଦୌରାଜଜ୍‌ ଚିତ୍ତରଞ୍ଜନ ମହାପାତ୍ର ଅଭିଯୁକ୍ତ ଦେବାନନ୍ଦ ନାଏକଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ...

ବିରଳ ପ୍ରଜାତିର ସାପ ‘ବାମ୍ବପିଟ୍‌ ଭାଇପର’ ଉଦ୍ଧାର: କାମୁଡିଲେ ଶରୀରରେ ହୁଏ ଫୋଟକା

ଉଦଳା,୩୦ା୭(ଡି.ଏନ୍‌.ଏ.) – ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ ରାଢୋ ଗ୍ରାମରୁ ସ୍ନେକ ଲାଇଫ୍‌ ଲାଇନର ସଦସ୍ୟ ମଙ୍ଗଳବାର ଏକ ବିରଳ ପ୍ରଜାତିର ବିଷାକ୍ତ ସାପ...

ବିଜେପୁରରେ ବିଆର୍‌ସି ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ପାଇଖାନା ବିଲ୍‌ ବିବାଦ ହତ୍ୟାର କାରଣ, ୩ ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ/ବିଜେପୁର,୧୫।୧୦- ବରଗଡ଼ ଜିଲା ବିଜେପୁର ନିକଟ ବାଉଁଶପୋଲା ଡମ୍ପିଂୟାର୍ଡରୁ ଆରଡବ୍ଲୁଏସ୍‌ଏସ୍‌ ବିଭାଗ ଅଧୀନ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମର ଗୋଷ୍ଠୀ ସାଧନ ସଂଯୋଜକ (ବିଆର୍‌ସି) ତରଣୀସେନ...

ଅନ୍ଧାରରେ ସପ୍ଲିମେଣ୍ଟାରୀ ପରୀକ୍ଷାରେ ଉତ୍ତୀର୍ଣ୍ଣଙ୍କ ଭବିଷ୍ୟତ

ବ୍ରହ୍ମପୁର ଅଫିସ୍‌,୩୧ା୮-ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷାଫଳ ପ୍ରକାଶ ପାଇବାର ୨୩ ଦିନ ପରେ ବି ଛାତ୍ରୀଛାତ୍ରଙ୍କ ପାଖରେ ସାର୍ଟିଫିକେଟ୍‌ ପହଞ୍ଚି ନାହିଁ । ସାର୍ଟିଫିକେଟ୍‌ରେ ମୁଦ୍ରଣରେ ସମସ୍ୟା...

ମାଡ଼ମାରି ଲୁଟ୍‌ ଘଟଣା, ମୁଖ୍ୟ ଅଭିଯୁକ୍ତ ଗିରଫ

ବାଲିଗୁଡ଼ା,୧୪ା୨(ଡି.ଏନ୍‌.ଏ.): ବାଲିଗୁଡ଼ା ପୋଲିସ ଏକ ଲୁଟ ଘଟଣାର ୪ଦିନ ପରେ ଡକାୟତି ଗ୍ୟାଙ୍ଗର ମାଷ୍ଟର ମାଇଣ୍ଡଙ୍କୁ ଗିରଫ କରିଛି। ସେ ହେଲେ ଅଜୟ ଦିଗାଳ। ତାଙ୍କ...

ଅବ୍ୟବସ୍ଥାରେ କୃଷି ଜିଲା କାର୍ଯ୍ୟାଳୟ

ସିମୁଳିଆ, ୮।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ଖଇରା ନିର୍ବାଚନମଣ୍ଡଳୀର ‘କୃଷି ଜିଲା କାର୍ଯ୍ୟାଳୟ’ କିରାଣି ଓ ପିଅନଙ୍କ ପରି ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ...

ସାଢେ ୯ରେ ପହଣ୍ଡି, ୪ଟାରେ ରଥଟଣା

ପୁରୀ ଅଫିସ,୩୦।୬ : ଆସନ୍ତାକାଲି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଦୀର୍ଘ ଦୁଇ ବର୍ଷ ପରେ ମହାପ୍ରଭୁଙ୍କ ଘୋଷଯାତ୍ରା ଦେଖିବେ ଶ୍ରଦ୍ଧାଳୁ। ତେବେ ଶ୍ରୀଜିଉଙ୍କ ରଥଯାତ୍ରା କିଭଳି...

Advertisement
Archives

Model This Week