Posted inଜାତୀୟ

କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍‌ କରି କଂଗ୍ରେସ ପାଳିଲା କଳା ଦିବସ

ଶ୍ରୀନଗର,୫ା୮: ଧାରା ୩୭୦ ଉଚ୍ଛେଦ ହେବାର ୫ ବର୍ଷ ଅବସରରେ ଭାଜପା ଜମ୍ମୁ-କଶ୍ମୀର’ଏକତା ମହୋତ୍ସବ ପାଳନ କରୁଥିବା ବେଳେ କଂଗ୍ରେସ ଏହାକୁ ବିରୋଧ କରିଛି। ଜମ୍ମୁ-କଶ୍ମୀର କଂଗ୍ରେସ ସୋମବାର ଅର୍ଥାତ୍‌ ଅଗଷ୍ଟ ୫କୁ କଳା ଦିବସ ଭାବରେ ପାଳନ କରିଛି। ଏହି ଅବସରରେ କଂଗ୍ରେସ ଭାଜପା ତଥା କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍‌ କରିଛି। ଜମ୍ମୁ-କଶ୍ମୀର କଂଗ୍ରେସ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଲେଖିଛି,  ‘ ୫ଅଗଷ୍ଟ ଜମ୍ମୁ-କଶ୍ମୀର ପାଇଁ ଏକ କଳା ଦିନ .. । ଏହି ଦିନ ଭାଜପା ଆମର ରାଜ୍ୟତାକୁ ଛଡ଼ାଇ ନେଇଥିଲା।’

କହିରଖୁଛୁ, ୫ ପୂର୍ବେ ଅର୍ଥାତ୍‌ ଅଗଷ୍ଟ ୨୦୧୯ରେ ଭାରତୀୟ ଜନତା ପାର୍ଟି ନେତୃତ୍ୱାଧୀନ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଧାରା ଉଚ୍ଛେଦ କରିଦେଇଥିଲେ। କେନ୍ଦ୍ର ସରକାର କେବଳ ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ସ୍ଥିତିକୁ ହଟାଇ ନାହାନ୍ତି ବରଂ ସେହି ଦିନ ଜମ୍ମୁ-କଶ୍ମୀରରୁ ମଧ୍ୟ ରାଜ୍ୟତା ହଟାଯାଇଥିଲା। ୫ ଅଗଷ୍ଟ ୨୦୧୯ରେ ସଂସଦରେ ପାରିତ ହୋଇଥିବା ନୂତନ ନିୟମ ଅନୁଯାୟୀ ଲଦାଖ ଜମ୍ମୁ-କଶ୍ମୀରରୁ ଅଲଗା ହୋଇ ଦୁଇଟି ୟୁନିଅନରେ ବିଭକ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?