ମଧୁସ୍ମିତା ଆଚାର୍ଯ୍ୟଙ୍କୁ ମେୟର ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୪।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି । ମଧୁସ୍ମିତା ଆଚାର୍ଯ୍ୟଙ୍କୁ ପ୍ରାର୍ଥୀ କରିଛି ଦଳ। ଏ ନେଇ ଶୁକ୍ରବାର ବିଧିବଦ୍ଧ ଭାବେ ବିଧାୟକ ତଥା ବରିଷ୍ଠ ନେତା ସୁର ରାଉତରାୟ ଘୋଷଣା କରିଛନ୍ତି ।
ମଧୁସ୍ମିତା ଜଣେ ଯୁବ ଉଦ୍ୟୋଗୀ, କ୍ରୀଡ଼ାବିତ୍‌, ଓଡ଼ିଶୀ ନୃତ୍ୟ ଶିଳ୍ପୀ । ସେ ଧର୍ମଶାଳାର ପୂର୍ବତନ କଂଗ୍ରେସ ବିଧାୟକ କାଙ୍ଗାଳୀ ପଣ୍ଡାଙ୍କ ବୋହୂ । କାଙ୍ଗାଳୀ ପଣ୍ଡା ନିର୍ବାଚନ ଲଢ଼ିବା ସମୟରେ ମଧୁସ୍ମିତା ନିର୍ବାଚନ ପରିଚାଳନାରେ ସହାୟତା କରୁଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଶାହାଙ୍କ ସଭାରେ ପଦ୍ମ ଧରିଲେ ପ୍ରବୋଧ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଟିକେଟ କଟିବା ପରେ କିଛି ଦିନ ପରେ...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri