ଓଡ଼ିଶା ବନ୍ଦ ପାଇଁ କଂଗ୍ରେସର ପ୍ରସ୍ତୁତି

କେନ୍ଦୁଝର,୧୧ା୧୧(ସ୍ବ.ପ୍ର.): ଆସନ୍ତାକାଲି ରାଜ୍ୟ କଂଗ୍ରେସ ଡାକରା ପରେ ଛଅ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାକୁ ନେଇ ଜିଲା କଂଗ୍ରେସ ପକ୍ଷରୁ ସଭାପତି ବିପ୍ଲବ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଛି। ମମିତା ମେହେର ହତ୍ୟାକାଣ୍ଡ ସଂକ୍ରାନ୍ତରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଇସ୍ତଫା ଦାବିରେ ଏହି ଆନ୍ଦୋଳନ ହେଉଥିବା କହିଛନ୍ତି। ଆନ୍ଦୋଳନକୁ ସମର୍ଥନ କରିବାକୁ ନିବେଦନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସଭାନେତ୍ରୀ ସଙ୍ଗୀତା ସିଂ, ଆଲୋକ ମିଶ୍ର, ସଂଗ୍ରାମ ଦାସ, ସୁନେଶ ଧିର, ଶୁଭମ ରାଜ୍‌ ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri