Posted inଜାତୀୟ

ରାମ ମନ୍ଦିର ନିର୍ମାଣ ପାଇଁ ୧ ଲକ୍ଷ ୧୧ ହଜାର ୧୧୧ ଟଙ୍କା ଦାନ ଦେଲେ କଂଗ୍ରେସ ନେତା

ନୂଆଦିଲ୍ଲୀ,୧୮।୧: ଅଯୋଧ୍ୟାରେ ଏକ ଭବ୍ୟ ରାମ ମନ୍ଦିର ନିର୍ମାଣ ପାଇଁ ଦେଶରେ ରାମ ମନ୍ଦିର ସମର୍ପଣ ନିଧି ଅଭିଯାନ ଆରମ୍ଭ କରାଯାଇଛି। ଏହା ଅଧୀନରେ ଦେଶର ଲୋକମାନେ କୋଟି କୋଟି ଟଙ୍କା ଦାନ କରୁଛନ୍ତି। ଏହି ତାଲିକାରେ କଂଗ୍ରେସର ବରିଷ୍ଠ ନେତା ଦିଗବିଜୟ ସିଂଙ୍କ ନାମ ମଧ୍ୟ ଯୋଡା ଯାଇଛି। ସେ ୧ ଲକ୍ଷ ୧୧ ହଜାର ୧୧୧ ଟଙ୍କା ଦାନ ଦେଇଛନ୍ତି। ଦିଗବିଜୟ ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାଧ୍ୟମରେ ରାମ ଜନ୍ମଭୂମି ତୀର୍ଥ ଟ୍ରଷ୍ଟକୁ ଏକ ଚେକ ପଠାଇଥିଲେ। ଏହି ସମୟରେ ସେ ମୋଦିଙ୍କୁ ଏକ ଚିଠି ମଧ୍ୟ ଲେଖିଛନ୍ତି। ଏଥିସହ ରାମ ମନ୍ଦିର ନିର୍ମାଣ ପାଇଁ ପାଣ୍ଠି ସଂଗ୍ରହ କରିବାକୁ ଦେଶର ଲୋକଙ୍କୁ ନିବେଦନ କରିଛନ୍ତି। ତେବେ ରାମ ମନ୍ଦିରର ପୁରାତନ ଦାନର ହିସାବକୁ ଜନସାଧାରଣଙ୍କ ନିକଟରେ ରଖିବାକୁ ବିଶ୍ୱ ହିନ୍ଦୁ ପରିଷଦକୁ ସେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ପାଟନା,୨୯।୩: କରୋନା ଭାଇରସ କବଳରେ ସାରା ଦେଶ। ଆସାମକୁ ବାଦ୍‌ ଦେଲେ ପ୍ରାୟ ସବୁ ରାଜ୍ୟରେ କରୋନା ପଜିଟିଭ ରୋଗୀ ଚିହ୍ନଟ କରାଯାଇଥିବା ବେଳେ ଏବେ...

ସୁପ୍ରିମକୋର୍ଟଙ୍କୁ ଜଣାଇଲେ ସରକାର: ୩୭୦ ଉଚ୍ଛେଦ ନିଷ୍ପତ୍ତି ଯଥାର୍ଥ

ନୂଆଦିଲ୍ଲୀ,୧୨ା୧୧(ପି.ଟି.): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ଦେଉଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ କରାଯିବା ନିଷ୍ପତ୍ତି ଯଥାର୍ଥ ଥିଲା ବୋଲି କେନ୍ଦ୍ର ସରକାର ସୋମବାର ସୁପ୍ରିମକୋର୍ଟଙ୍କୁ କହିଛନ୍ତି।...

ଚନ୍ଦ୍ରକୁ ପ୍ରଥମ ମହିଳା ପଠାଇବେ ବେଜୋସ୍‌

ନୂଆଦିଲ୍ଲୀ, ୯।୧୨: ଆମାଜନ୍‌ର ପ୍ରତିଷ୍ଠାତା ଜେଫ୍‌ ବେଜୋସ୍‌ଙ୍କ ମହାକାଶ କମ୍ପାନୀ ‘ବ୍ଲୁ ଅରିଜିନ୍‌’ ଚନ୍ଦ୍ରପୃଷ୍ଠକୁ ପ୍ରଥମ ମହିଳା ପଠାଇବାକୁ ଯାଉଛି। ଏହି କମ୍ପାନୀ ଦ୍ୱାରା ନିର୍ମିତ...

‘ମୋ ନାଁରେ କରାଯାଉଛି ଅପପ୍ରଚାର’

ନୂଆଦିଲ୍ଲୀ,୧୩।୭: ପୂର୍ବତନ ଉପରାଷ୍ଟ୍ରପତି ହମିଦ୍‌ ଅନସାରୀଙ୍କୁ ନେଇ ପାକିସ୍ତାନୀ ଖବରଦାତା ନୁସରତ ମିର୍ଜା କରିଥିବା ଦାବି ଭାରତୀୟ ରାଜନୀତିରେ ହଟଚମଟ ସୃଷ୍ଟି କରିଛି। ଏନେଇ ବୁଧବାର...

ସ୍ତ୍ରୀଙ୍କ ଇଛା ବିରୋଧରେ ଶାରୀରିକ ସମ୍ପର୍କ ନୁହେଁ ବଳାତ୍କାର: ହାଇକୋର୍ଟ…

ରାୟପୁର,୨୬।୮: ଛତିଶଗଡ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ କହିଛନ୍ତି ଯେ, ସ୍ବାମୀ ସ୍ତ୍ରୀଙ୍କ ଇଛା ବିରୋଧରେ ଶାରୀରିକ ସମ୍ପର୍କ ସ୍ଥାପନ କଲେ ଏହାକୁ...

ଶହୀଦ ଭଗତ ସିଂଙ୍କୁ ମନେପକାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭଗତ ସିଂଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଛନ୍ତି ଯେ, ଶହୀଦ ଭଗତ ସିଂ ସର୍ବଦା...

ଅଭିଯୁକ୍ତ ଭାଷା ନ ବୁଝିଲେ ବି ଚାର୍ଜଶିଟ ବେଆଇନ ନୁହେଁ: ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ନୂଆଦିଲ୍ଲୀ,୨୬।୮ : ସୁପ୍ରିମକୋର୍ଟ କହିଛନ୍ତି ଅପରାଧିକ ପ୍ରକ୍ରିୟା (ସିଆରପିସି) ଅନୁଯାୟୀ କୌଣସି ବ୍ୟବସ୍ଥା ନାହିଁ ଯେଉଁଥିରେ କୁହାଯାଇଛି ଯେ ଅନୁସନ୍ଧାନକାରୀ ସଂସ୍ଥା ଚାର୍ଜଶୀଟ କୋର୍ଟର ଭାଷାରେ...

ଦାରିଦ୍ର୍ୟ, ବେରୋଜଗାରୀ ରୋକିବା ସୁଯୋଗ ହରାଇଛି ବଜେଟ: ବିରୋଧୀ

ନୂଆଦିଲ୍ଲୀ,୧୦।୨(ପି.ଟି.):ଦେଶରୁ ଦାରିଦ୍ର୍ୟ ଓ ବେରୋଜଗାରୀ ହଟାଇବା ଦିଗରେ କେନ୍ଦ୍ର ବଜେଟ ସୁଯୋଗ ହରାଇଛି ବୋଲି ଗୁରୁବାର ବିରୋଧୀ ଅଭିଯୋଗ କରିଛନ୍ତି। ଲୋକ ସଭାରେ ବଜେଟ ଉପରେ...

Advertisement
Archives

Model This Week