ତିର୍ତ୍ତୋଲ ବ୍ଲକ ଲାଗି କଂଗ୍ରେସ ପ୍ରଚାର କମିଟି ଚୂଡ଼ାନ୍ତ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ହେବାକୁ ଥିବା ଉପନିର୍ବାଚନକୁ ନେଇ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ଆସନ ଅକ୍ତିଆରକୁ ନେବା ପାଇଁ କଂଗ୍ରେସ ପ୍ରସ୍ତୁତି ଚଳାଇଛି। ଉପନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟକୁ ପରିଚାଳନା କରିବା ପାଇଁ ଦଳ ପକ୍ଷରୁ ଏକ କମିଟି ଚୂଡ଼ାନ୍ତ କରାଯାଇଛି। ପିସିସି ନିର୍ବାଚନ କମିଟି ଅଧ୍ୟକ୍ଷ ଚିରଞ୍ଜୀବ ବିଶ୍ୱାଳଙ୍କ ସୁପାରିସକ୍ରମେ ତିର୍ତ୍ତୋଲ ବ୍ଲକ ନିର୍ବାଚନ ପ୍ରଚାର କମିଟିକୁ ସଭାପତି ନିରଞ୍ଜନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏହି କମିଟିର ଆବାହକ ଅକ୍ଷୟ କୁମାର ଦାସ ଥିବାବେଳେ ଅନ୍ୟମାନଙ୍କ ମଧ୍ୟରେ ଦେବବ୍ରତ ବେହେରା, ସୟଦ ଖଲି କୁଦ୍‌ ଜମା, ସୟଦ କଲାମ ଅଲ୍ଲୀ, ବସନ୍ତ କୁମାର ସେଠୀ, ଧନଞ୍ଜୟ ସୁତାର, ଅଜୟ କୁମାର ରାଉଳ, ଅଶୋକ କୁମାର ମହାନ୍ତି, ନିହାର ରଞ୍ଜନ ନାୟକ ଓ ନିରଞ୍ଜନ ମହାନ୍ତି ପ୍ରମୁଖ ରହିଛନ୍ତି ବୋଲି ଦଳୀୟ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହ୍ୟ ଜଗତରୁ ବିଚ୍ଛିନ୍ନ ମଣିପୁର ଗାଁ, ରାସ୍ତା ଉପରେ ୩ ଫୁଟ୍‌ ଉଚ୍ଚର ବନ୍ୟାଜଳ

ଭାପୁର,୩୦।୭ (ପ୍ରଭାତ ବରାଡ): ଭାପୁର ପଞ୍ଚାୟତ ସମିତିର ୨୦ଗୋଟି ପଞ୍ଚାୟତ ମଧ୍ୟରୁ ପ୍ରାୟ ଚାରି ଗୋଟି ପଞ୍ଚାୟତ ଦେଇ ଓଡ଼ିଶାର ବୃହତ୍ତମ ନଦୀ ମହାନଦୀ ପ୍ରବାହିତ। ସେହି…

ମୋଦିଙ୍କ ଇନ୍‌ଷ୍ଟା ଭିଡିଓକୁ ନେଇ ଅଭିଜିତଙ୍କ କଟାକ୍ଷ, କହିଲେ-ପ୍ରଧାନମନ୍ତ୍ରୀ ପଦ ଛାଡ଼ି ଇନଫ୍ଲୁଏନ୍ସର ହୋଇଯିବା ଉଚିତ୍‌…

ନୂଆଦିଲ୍ଲୀ,୩୦।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ କହିଛନ୍ତି, ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ପଦ ଛାଡ଼ିଦେବା ଉଚିତ୍‌ ଏବଂ ଜଣେ ଇନଫ୍ଲୁଏନ୍ସର (Influencer)…

ସୁଦାମଙ୍କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ ଘଟିଲା..

ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…

ଇତିହାସ ରଚିଲା RCB: ୩୦୦ ମିଲିୟନ ଡଲାର ବ୍ରାଣ୍ଡ ଭାଲ୍ୟୁ ପାଇଥିବା ପ୍ରଥମ କ୍ରିକେଟ ଦଳ ଭାବେ ରେକର୍ଡ

ନୂଆଦିଲ୍ଲୀ,୩୦।୭: ଆଇପିଏଲ (IPL) ର ଗତ ଦୁଇଟି ସଂସ୍କରଣ (୨୦୨୫-୨୦୨୬)ର ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) କ୍ରମାଗତ ଭାବେ ଦୁଇଟି ଟାଇଟଲ ଜିତିବାରେ ତୃତୀୟ ଦଳ…

ଆଇସିସି ଟି-୨୦ ବ୍ୟାଟିଂ ରାଙ୍କିଙ୍ଗରେ ବୈଭବଙ୍କ କମାଲ, ୨୩୦ ସ୍ଥାନରୁ ସିଧାସଳଖ ପହଞ୍ଚିଲେ …

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ନିଜର ଚମତ୍କାର ବ୍ୟାଟିଂ ବଳରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ମାତ୍ର ୧୫ ବର୍ଷ…

ବଡ଼ ସଫଳତା: ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବେ ନିଯୁକ୍ତ କଲା ଏହି ଟିମ୍‌

ନୂଆଦିଲ୍ଲୀ,୩୦।୭: ଭାରତର ଯୁବ ବ୍ୟାଟିଂ ସେନ୍ସେସନ ବୈଭବ ସୂର୍ଯ୍ୟବଂଶୀ ନିଜର ଦ୍ରୁତ କ୍ରିକେଟ କ୍ୟାରିୟରରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ଆଗାମୀ ଦଲୀପ ଟ୍ରଫି…

ଆଜି ରାଜ୍ୟର ୪ ଜିଲାରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୩୦।୭: ଆଜି ରାଜ୍ୟର ୪ଟି ଜିଲାରେ ସ୍କୁଲ ଛୁଟି ଘୋଷଣା। ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ କଳାହାଣ୍ଡିରେ ସ୍କୁଲ ଛୁଟି। ସବୁ ସରକାରୀ ଓ ଘରୋଇ ସ୍କୁଲ…

ସରକାରଙ୍କ ବଡ଼ ସୂଚନା: ବଢିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା! ଜାଣନ୍ତୁ କେତେ…

ଭୁବନେଶ୍ୱର,୩୦।୭: ରାଜ୍ୟର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ମାନଙ୍କ ପାଇଁ ଏକ ବଡ଼ ଖୁସିଖବର ଆସିବାର ସମ୍ଭାବନା ରହିଛି। ରାଜ୍ୟ ସରକାରୀ ସ୍ତରରେ ସେମାନଙ୍କ ଦରମା ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri