Posted inରାଜ୍ୟ

ସନ୍ଧ୍ୟା ସୁଦ୍ଧା ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ପିପିଲି ଉପନିର୍ବାଚନର ଅବ୍ୟବହିତ ପୂର୍ବରୁ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ କରୋନାରେ ଦେହାନ୍ତ ହୋଇଥିଲା। ଏହାପରେ କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ସେ ନେଇ ଚର୍ଚ୍ଚା ଜାରି ରହିଛି। ଏଭଳି ସ୍ଥିତିରେ ଗୁରୁବାର ସଂଧ୍ୟା ସୁଦ୍ଧା ପିପିଲି ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିବ। କଂଗ୍ରେସ କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ ଏନେଇ ସୂଚନା ଦେଇଛନ୍ତି। ତେବେ ଅଜିତଙ୍କ ପରିବାରରୁ ପ୍ରାର୍ଥୀ କରିବାକୁ ଚାହୁଁଥିଲୁ। ହେଲେ ସେମାନେ ମନା କରିଛନ୍ତି। ପ୍ଲାନ୍‌ ଏ ଫେଲ୍‌ ମାରିଥିବାରୁ ପ୍ଲାନ ବି କାର୍ଯ୍ୟକାରୀ କରିବୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri