Posted inରାଜ୍ୟ

ସନ୍ଧ୍ୟା ସୁଦ୍ଧା ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ପିପିଲି ଉପନିର୍ବାଚନର ଅବ୍ୟବହିତ ପୂର୍ବରୁ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ କରୋନାରେ ଦେହାନ୍ତ ହୋଇଥିଲା। ଏହାପରେ କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ସେ ନେଇ ଚର୍ଚ୍ଚା ଜାରି ରହିଛି। ଏଭଳି ସ୍ଥିତିରେ ଗୁରୁବାର ସଂଧ୍ୟା ସୁଦ୍ଧା ପିପିଲି ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିବ। କଂଗ୍ରେସ କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ ଏନେଇ ସୂଚନା ଦେଇଛନ୍ତି। ତେବେ ଅଜିତଙ୍କ ପରିବାରରୁ ପ୍ରାର୍ଥୀ କରିବାକୁ ଚାହୁଁଥିଲୁ। ହେଲେ ସେମାନେ ମନା କରିଛନ୍ତି। ପ୍ଲାନ୍‌ ଏ ଫେଲ୍‌ ମାରିଥିବାରୁ ପ୍ଲାନ ବି କାର୍ଯ୍ୟକାରୀ କରିବୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କୋଇଲା ରୟାଲ୍‌ଟି ସଂଶୋଧନ କର’

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ):କୋଇଲା ଓ ଅନ୍ୟାନ୍ୟ ଖଣିଜ ପଦାର୍ଥର ରୟାଲଟି ସଂଶୋଧନ ପ୍ରସ୍ତାବ ୨୦୧୭ରୁ କେନ୍ଦ୍ର ସରକାରଙ୍କ ବିଚାରାଧୀନ ରହିଛି। କୋଇଲା ରୟାଲ୍‌ଟି ସଂଶୋଧନ ୨୦୧୭ ସେପ୍ଟେମ୍ବରରୁ ପଡ଼ିରହିଛି।...

କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ

ରାୟଗଡ଼ା ଅଫିସ, ୩୧।୭ (ଡି.ଏନ୍‌.ଏ.): ରାୟଗଡ଼ା ରେଳ ଷ୍ଟେଶନର ୭ ନଂ. ପ୍ଲାଟଫର୍ମରେ ଠିଆ ହୋଇଥିବା ଏକ କୋଇଲା ବୋଝେଇ ଟ୍ରେନ୍‌ରେ ବୁଧବାର ଘଟିଛି ଅଗ୍ନିକାଣ୍ଡ।...

୩ ଘଣ୍ଟା ବର୍ଷାରେ ଜଳାର୍ଣ୍ଣବ ଭୁବନେଶ୍ୱର

ଭୁବନେଶ୍ୱର,୪।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେଉଛି। ହେଲେ ଶନିବାର ରାଜଧାନୀ ଭୁବନେଶ୍ୱରରେ ଅପରାହ୍ନ ୧ଟାଠାରୁ ୪ଟା ପର୍ଯ୍ୟନ୍ତ...

ଗଞ୍ଜାମରେ ସମୁଦ୍ର ପଥ ମୁକୁଳା, ସୁରକ୍ଷା ଚିନ୍ତା

ଛତ୍ରପୁର,୭ା୨(ଡି.ଏନ.ଏ.)- ଗଞ୍ଜାମ ଜିଲା ଦେଇଯାଇଥିବା ସମୁଦ୍ର ପଥ ମୁକୁଳା ରହିଛି। ଏନେଇ ସୁରକ୍ଷା ଚିନ୍ତା ଆହୁରି ବଢିଯାଇଛି। ସାମୁଦ୍ରିକ ଥାନା ବୋଟ୍‌ରେ ସମୁଦ୍ରରେ ପାଟ୍ରୋଲିଂ ହୋଇପାରୁନି।...

ଲାଞ୍ଚ ନେଇ ଧରାପଡ଼ିଲେ ସୁପରଭାଇଜର, ଅବସରପ୍ରାପ୍ତ ଆର୍‌ଆଇ

ସୋନପୁର,୧୯।୨: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ସୁପରଭାଇଜର ନବେନ୍ଦ୍ର ମହାକୁର ଓ ଅବସରପ୍ରାପ୍ତ ରାଜସ୍ବ ନିରୀକ୍ଷକ ବାବାଜୀ ଚରଣ ସାହୁ ସମ୍ବଲପୁର ଭିଜିଲାନ୍ସ ଜାଲରେ ପଡିଛନ୍ତି...

ନାବାଳିକାଙ୍କୁ ବଳାତ୍କାର

ଅନୁଗୋଳ ଅଫିସ୍‌, ୨୨ା୭: ଅନୁଗୋଳରେ ଲଜ୍ଜା। ପରିବାର ସହ ଶୋଇଥିବା ଜଣେ ୮ ବର୍ଷୀୟା ନାବାଳିକାଙ୍କୁ ଉଠାଇ ନେଇ ଦୁର୍ବୃତ୍ତ କରିଛନ୍ତି ବଳାତ୍କାର। ଶନିବାର ବିଳମ୍ବିତ...

ହଟିଲା ସାମୁଦ୍ରିକ ମାଛଧରା କଟକଣା : ସମୁଦ୍ର ଅଭିମୁଖେ ବାହାରିଲେ ମତ୍ସ୍ୟଜୀବୀ

ପାରାଦୀପ,୧୫ା୬(ସ୍ବ.ପ୍ର.): ଦୀର୍ଘ ୨ ମାସର ନିରବତା ପରେ ରାଜ୍ୟର ଅନ୍ୟତମ ବୃହତ ମତ୍ସ୍ୟଶିଳ୍ପ ପାରାଦୀପ ମାଛଧରା ବନ୍ଦର ଚଳଚଞ୍ଚଳ ହୋଇପଡିଛି। ଶୁକ୍ରବାର ମଧ୍ୟରାତ୍ରୀରୁ ପ୍ରାୟ ୭୦୦...

ସିଲ୍‌ ହେଲା ୨ ସିନେମା ହଲ୍‌

ରାୟଗଡ଼ା ଅଫିସ,୯ା୪: କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ ସିନେମା ହଲ୍‌ ପରିସରରେ ଦର୍ଶକଙ୍କ ପ୍ରବଳ ଭିଡ଼ ଯୋଗୁ ରାୟଗଡ଼ାସ୍ଥିତ ଅଶୋକ ସିନେମା ହଲ୍‌ ଏବଂ ଉଦୟ ପ୍ଲାଜାକୁ...

Advertisement


Archives

Model This Week