ବେକରେ ରଶି ଲଗାଇ ଝୁଲିପଡ଼ିଲେ କନ୍‌ଷ୍ଟେବଲ

ଫୁଲବାଣୀ ଅଫିସ, ୧୩।୩: ବେକରେ ରଶି ଲଗାଇ ଝୁଲିପଡ଼ିଲେ କନ୍‌ଷ୍ଟେବଲ । ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲା ଟିକାବାଲି ଥାନା ଅଞ୍ଚଳରେ। ମୃତ କନ୍‌ଷ୍ଟେବଲ ଶ୍ରୀନିବାସ ଘଟାଲା ଟିକାବାଲି ଥାନାର ଜଣେ କର୍ତ୍ତବ୍ୟରତ କର୍ମଚାରୀ ଥିଲେ। ସୋମବାର ସକାଳେ ସେ ତାଙ୍କ ବାସଭବନରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ତେବେ ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ।
ଖବର ପାଇ ଘଟଣାସ୍ଥଳରେ ଜି. ଉଦୟଗିରି ଏସ୍‌ଡିପିଓ ଏବଂ ବାଲିଗୁଡା ଏସ୍‌ଡିପିଓ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ପାରିବାରିକ ଅଶାନ୍ତି ଯୋଗୁ ଶ୍ରୀନିବାସ ଆତ୍ମହତ୍ୟା କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri