ଆରମ୍ଭ ହେଲା ଘାଘରା ସେତୁ ନିର୍ମାଣ

ସଜନାଗଡ,୧୩|୧୨(ଡି.ଏନ.ଏ.) ବାଲେଶ୍ୱର ଜିଲା ସେରଗଡ଼, ଭାୟା-ନୀଳଗିରି, ଉଦଳା, ମୟୂରଭଞ୍ଜ ଜିଲାକୁ ସଂଯୋଗ କରୁଥିବା ୧୯ନଂ. ରାଜ୍ୟ ରାଜପଥ ସଜନାଗଡ଼ ଦେଇ ଯାଇଥିବା ଘାଘରା ନଦୀ ଉପରେ ସେତୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ତେବେ ଠିକାଦାର ସେତୁର ଉଭୟ ପାର୍ଶ୍ୱରେ ସିମେଣ୍ଟ ଖୁଣ୍ଟ ପକାଇ ହମ୍ପସ୍‌ ତିଆରି କରିବାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ହମ୍ପସ୍‌ରେ ରବିବାର ୫ଟି ଦୁର୍ଘଟଣା ଘଟିଥିବା ବେଳେ ୨ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ଅବ୍ୟବହୃତ ସିମେଣ୍ଟ ଖୁଣ୍ଟକୁ ଆଣି ରାସ୍ତା ମଝିରେ ପକାଇ ତା’ ଉପରେ ମାଟି ପକାଇ ହମ୍ପସ ତିଆରି କରାଯାଇଥିବାରୁ ଏଥିରେ ପିଟି ହୋଇ ବାଇକ୍‌ ଓ ସାଇକେଲ ଆରୋହୀ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ହମ୍ପସ ଥିବା ସ୍ଥାନରେ କୌଣସି ସଙ୍କେତ ମଧ୍ୟ ଦିଆ ଯାଇନାହିଁ ା ଅଞ୍ଚଳବାସୀ ଏହାକୁ ତୀବ୍ର ବିରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

ଘରୋଇ ହଷ୍ଟେଲର ୩ ମହଲା ଛାତରୁ ପଡି ସ୍କୁଲ ଛାତ୍ର ଗୁରୁତର, କଟକ ମେଡିକାଲରେ ଭର୍ତ୍ତିି

ନୀଳଗିରି, ୨୧।୫(ପ୍ରଶାନ୍ତ କୁମାର ବିଶ୍ବାଳ): ଘରୋଇ ମେସର ୩ ମହଲା ଛାତରୁ ଖସି ଛାତ୍ର ଗୁରୁତର ହୋଇ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଛାତତ୍ର ଜଣଙ୍କ ନୀଳଗିରି…

ଶୋଇଥିଲେ ଦମ୍ପତ୍ତି, ପେଟ୍ରୋଲ ଢିଳି ନିଆଁ ଲଗାଇଦେଲେ ଦୁର୍ବୃତ୍ତ: ଆଉ ତା’ପରେ…

ବାଲେଶ୍ୱର,୨୦।୫(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଚକ୍ରଡା ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଛି ଅଭାବନୀୟ ଘଟଣା l ଏହି ଗ୍ରାମର ବିଜୟ ବେହେରାଙ୍କ ପରିବାର…

ସ୍ତ୍ରୀଙ୍କ ଅଶ୍ଲୀଳ ଫଟୋ ଭାଇରାଲ କଲେ ସ୍ବାମୀ: ଆଉ ତା’ପରେ ଘଟିଲା…

ବାଲେଶ୍ୱର,୨୦ା୫(ବାଞ୍ଛାନିଧି ଦେ):ସ୍ତ୍ରୀଙ୍କ ଅଶ୍ଳୀଳ ଫଟୋ ଏବଂ ଭିଡିଓ ଭାଇରାଲ୍‌ ଅଭିଯୋଗରେ ବାଲେଶ୍ବର ଜିଲା ବାଲିଆପାଳ ଥାନା ଅଞ୍ଚଳର ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅନୁଯାୟୀ, ବିବାହ…

ସ୍କୁଟିକୁ ଧକ୍କାଦେଲା କାର୍‌, ଭାଙ୍ଗିଲା ଦୋକାନ ଘର, ଜଣଙ୍କ ଜୀବନ ଗଲା

ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri