ପୁରୀ ଅଫିସ, ୪।୪(ବ୍ୟୁରୋ): ଶ୍ରୀମନ୍ଦିର ହେରିଟେଜ କରିଡୋର ନିର୍ମାଣରେ କୌଣସି ପ୍ରଭାବ ମନ୍ଦିର ଉପରେ ପଡ଼ିବ ନାହିଁ ବୋଲି ସୋମବାର ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର ଚନ୍ଦ୍ର ମହାପାତ୍ର କହିଛନ୍ତି। ଏଏସ୍ଆଇ ସହିତ ସମନ୍ବୟ ରକ୍ଷା କରି ସମସ୍ତ ନିର୍ମାଣ କାର୍ଯ୍ୟ କରାଯାଉଛି। ଭକ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ସେମାନଙ୍କ ସୁବିଧା ପାଇଁ ସମସ୍ତ ନିର୍ମାଣ କାର୍ଯ୍ୟ କରାଯାଉଛି । ତେବେ ଏହା ଶ୍ରୀମନ୍ଦିର ପ୍ରତି କୌଣସି ସମସ୍ୟା ସୃଷ୍ଟି କରିବ ନାହିଁ ବୋଲି ପୁରୀ ଗସ୍ତରେ ଆସି ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର ଚନ୍ଦ୍ର ମହାପାତ୍ର କହିଛନ୍ତି ।
ହେରିଟେଜ କରିଡୋର ନିର୍ମାଣରେ ଶ୍ରୀମନ୍ଦିର ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ: ମୁଖ୍ୟ ଶାସନ ସଚିବ
Posted inଆମ ଜିଲା ଖବର, ପୁରୀ View All
ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…
ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…
ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ
ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…
ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ
ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…
ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ
ପୁରୀ,୧୧।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…
ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ
ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…
ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ
ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…
ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ
ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…
ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ
ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

