ବିବାଦୀୟ ହୋଇପଡିଛି ଆରଡି ରାସ୍ତା ନିର୍ମାଣ, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ

ସରଣ୍ଡା, ୧୨।୫(ଡିଏନଏ):ବରଗଡ ଜିଲା ଅତାବିରା ବ୍ଲକ ସରଣ୍ଡା ମନ୍ଦିର ଛକ ୫୩ ନମ୍ବର ଜାତୀୟ ରାଜପଥରୁ ଜାଙ୍ଗେଡ଼ ଆରଡ଼ି ରାସ୍ତା ଭାୟା ଲରାସରା ରାସ୍ତାର ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି l ଏହି ରାସ୍ତାର ଟୁପାପଡା ଗ୍ରାମରେ ଯେଉଁ ପୁରୁଣା ଜମିରେ ରାସ୍ତା ଯାଇଛି ତାହା ରାୟତି ଥିବାବେଳେ ବର୍ତ୍ତମାନ ନକ୍ସାରେ ଥିବା ରାସ୍ତା ଜମି ଜନୈକ ବ୍ୟକ୍ତି ଛାଡୁ ନାହାନ୍ତି l ଏହି ବିବାଦୀୟ ଅଧ କିଲୋମିଟର ରାସ୍ତା କାର୍ଯ୍ୟ ହୋଇପାରୁନାହିଁ l ଏହାକୁ ନେଇ ରାସ୍ତା କାମଟି ବିବାଦୀୟ ହୋଇପଡିଛି l ତେବେ ଏହାର ସମାଧାନ ପାଇଁ ସମ୍ପୃକ୍ତ ଅଞ୍ଚଳର ଗ୍ରାମବାସୀମାନେ ଲିଖିତ ଭାବେ ଅତାବିରା ତହସିଲଦାର ସୌଭାଗ୍ୟ ବେହେରାଙ୍କୁ ଏପ୍ରିଲ ମାସ ୪ରେ ଜଣାଇଥିଲେ l ତେବେ ସୁଫଳ ନାହିଁ । ଏହାର ପ୍ରତିବାଦରେ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରି ଗୁରୁବାର ରାସ୍ତା ଅବରୋଧ କରିଛନ୍ତି l ଫଳରେ ରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri