ଷ୍ଟାଡିୟମ ନିର୍ମାଣ ପାଇଁ ଶୁଭ ଦେଲେ ବିଧାୟକ

ଗଞ୍ଜାମ,୨୫ା୧୨(ଡି.ଏନ୍‌.ଏ.): ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିଅମ ଠାରେ ବିଜୁ ପଟ୍ଟନାୟକ ବହୁମୁଖୀ ଇଣ୍ଡୋର ଷ୍ଟାଡିଅମ ନିର୍ମାଣ ହେବ। ଏଥିପାଇଁ ଶନିବାର ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଏହାର ଶୁଭ ଦେଇଛନ୍ତି। ପୂର୍ବତନ କାଉନସିଲର ଦଣ୍ଡପାଣି ପରିଡ଼ା,ଏନ୍‌ଏସି ଯୁବ ବିଜେଡି ସଭାପତି ସୁଧୀର କୁମାର ପାଢ଼ୀ, ଛାତ୍ର ସଭାପତି ରାକେଶ ରଞ୍ଜନ ଦାସ, ପୂର୍ବତନ ଏନ୍‌ଏସି ଉପାଧ୍ୟକ୍ଷ ନୀଳାଞ୍ଚଳ ବାରିକ, ନଗର ସଭାପତି ରାଜୁ ରେଡ୍ଡି, ସୁଦାମ ପଳାଇ, ସୀମାଞ୍ଚଳ ସାହୁ, ଯୁବନେତା ମୁନା ପଲେଇ,ଏସ୍‌ଡିଓ ପ୍ରଦୀପ୍ତ ଶତପଥୀଙ୍କ ସମେତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। କ୍ରୀଡ଼ା ଯୁବଗୋଷ୍ଠୀ ଭବିଷ୍ୟତ ପାଇଁ ବଡ଼ ଶକ୍ତି ବୋଲି ବିଧାୟକ ନିଜ ପ୍ରତିକ୍ରିୟାରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ହଜିଯାଇଥିବା ମନି ପର୍ସକୁ ଫେରାଇଲେ ଫରେଷ୍ଟ ଗାର୍ଡ

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପେଟ୍ରୋଲ ପମ୍ପଠାରେ ପେଟ୍ରୋଲ ପକାଇବାକୁ ଯାଉଥିବା ବେଳେ ସେଠାରୁ ଫରେଷ୍ଟ ଗାର୍ଡ ପ୍ରଶାନ୍ତ ନାୟକଙ୍କୁ ଏକ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri