କଣ୍ଟେନ୍‌ମେଣ୍ଟ ଜୋନ୍‌ ହେଲା ରାଇକିଆ

ରାଇକିଆ,୧୦ା୭(ଡି.ଏନ୍‌.ଏ.)- ରାଇକିଆ ସହରର ଦୁଇଟି ଅଞ୍ଚଳରୁ ଶୁକ୍ରବାର ୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ଟୁଇଟ କରି ସୂଚନା ଦେବା ସହ ଜିଲାପ୍ରଶାସନର ନିର୍ଦ୍ଦେଶକମେ ରାଇକିଆ ଓ ଏହାର ଆଖପାଖ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ରାଇକିଆ ସହର ସମେତ ଗମାଣ୍ଡି, ଗଞ୍ଜନାଜୁ, ଦଡିଙ୍ଗିଆ ପଞ୍ଚାୟତର ଗଣ୍ଡିସି, ଦାଲବାଲି, ବେରେଡାକିଆ ପଞ୍ଚାୟତର ବେରେଡାକିଆ ଓ କାନ ଶୁଗଡବାଡ଼ି ପଞ୍ଚାୟତର କାଜୁରି ଏବଂ ମାଣିକେଶର ପଞ୍ଚାୟତର ସିଡିନପଟା ଓ ଲେନଡିରିକିଆ କଣ୍ଟେନ୍‌ମେଣ୍ଟ ଜୋନ୍‌ କରାଯାଇ ପ୍ରବେଶ ପଥରେ ବାରିକେଡ୍‌ କରାଯାଉଛି। ଅନ୍ୟକେତେକ ଅଞ୍ଚଳକୁ ବଫର୍‌ ଜୋନ୍‌ କରାଯାଇଛି। ଆକ୍ରାନ୍ତ ୨ ଜଣ ପୁରୁଷ ହୋଇଥିବା ବେଳେ ଜଣଙ୍କ ବୟସ ୧୬ ଏବଂ ଅନ୍ୟଜଣଙ୍କ ୨୮ବର୍ଷ। ଉଭୟ ଗଞ୍ଜାମ ଜିଲା ଯାଇ ସଂକ୍ରମିତ ହୋଇଥିବା ଜଣାପଡିଛି। ସେମାନଙ୍କ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି। ଘରଘର ବୁଲି ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରୀଛାତ୍ର ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

କୋର୍ଟରେ ମାମଲା ଲଢୁଥିବାବେଳେ ଅସୁସ୍ଥ ହୋଇପଡ଼ିଲେ ଓକିଲ, ସାଥୀ ଓକିଲଙ୍କୁ ମାମଲା ଆଗକୁ ନେବାକୁ କହି…

ଦାରିଙ୍ଗବାଡ଼ି,୧୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ କର୍ତ୍ତବ୍ୟରତ ବରିଷ୍ଠ ଓକିଲ କୋର୍ଟରେ ମାମଲା ଲଢ଼ୁଥିବାବେଳେ ହଠାତ୍‌ ଅସୁସ୍ଥ…

ତ୍ରିରଙ୍ଗା ଆମ ଗର୍ବ ଗୌରବ: ଦେଶାତ୍ମବୋଧକ ନାରା ଦେଇ ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୧୨ା୮(ଦୀପକ କୁମାର ପରାସେଠ୍‌): ତ୍ରିରଙ୍ଗା ଆମ ଗର୍ବ ଗୌରବ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ କନ୍ଧମାଳ ଜିଲା ତୁମଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri