ଟଙ୍କା ନ ମିଳିବାରୁ ବିଦ୍ୟାଳୟରେ ତାଲା ପକାଇଲେ ଠିକାଦାର

ଚାନ୍ଦବାଲି,୧୮ା୧(ଅଶୋକ କୁମାର ପଣ୍ଡା): ଉଚ୍ଚ ବିଦ୍ୟାଳୟର ପରୀକ୍ଷା ଥିବାବେଳେ ସ୍କୁଲରେ ତାଲା ପକାଇଛନ୍ତି ଠିକାଦାର। ୫-ଟି ସ୍କୁଲରେ କାମ କରିଥିବା ଠିକାଦାର ଟଙ୍କା ପାଇ ନ ଥିବାରୁ ସେ ସ୍କୁଲରେ ତାଲା ପକାଇଥିବା କହିଛନ୍ତି ଶିକ୍ଷକ। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଜିଲା ଧାମରା ନିକଟ ଜାଗୁଳା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ। ପରୀକ୍ଷା ସମୟ ହୋଇଯାଇଥିଲେ ମଧ୍ୟ ପିଲାମାନେ ସ୍କୁଲ ଯାଇ ନ ପାରି ସ୍କୁଲ ଗେଟ୍‌ ଆଗରେ ବସିରହିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ହାତୀ ଶାବକର ମୃତଦେହ ଜବତ

ରିଆମାଳ,୬ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ସଙ୍ଘାପଶି ଖସଡ଼ା ଜଙ୍ଗଲରୁ ଶନିବାର ଏକ ଅଣ୍ଡିରା ଶିଶୁ ଶାବକ ହାତୀର ମୃତଦେହ ଜବତ…

ଭିନ୍ନ ଏକ ରେବତୀ: ବାପା ଦିନ ମଜୁରିଆ, ଝିଅ ହେଲେ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଟପ୍ପର, କହିଲେ-ଆଗକୁ ମୁଁ…

ବଲାଙ୍ଗୀର, ୬।୬ (ବୀରେନ୍ଦ୍ର କୁମାର ଝାଙ୍କର/ସୁନୀଲ କୁମାର ମହାନ୍ତି): ବ୍ୟାସକବି ଫକୀର ମୋହନ ଗଳ୍ପ ସେନାପତିଙ୍କ କାଳଜୟୀ ‘ରେବତୀ’କୁ ନେଇ ଓଡ଼ିଆ ସାହିତ୍ୟ ଜଗତ ମୁଖରିତ। ନାରୀ…

ତିନି ଦିନ ବିଳମ୍ବରେ ଗୋଆରେ ପହଞ୍ଚିଲା ମୌସୁମୀ, ଏବେ ବର୍ଷାକୁ ନେଇ ରେଡ ଆଲର୍ଟ, ଓଡ଼ିଶା ଛୁଇଁବାକୁ ଆହୁରି ଲାଗିବ…

ନୂଆଦିଲ୍ଲୀ,୬।୬: ପ୍ରାୟ ତିନି ଦିନ ବିଳମ୍ବ ପରେ, ଶନିବାର ମୌସୁମୀ ବାୟୁ ଗତି ବୃଦ୍ଧି ପାଇଛି ଏବଂ ଏହା ଗୋଆରେ ପହଞ୍ଚିଛି। କେରଳରେ ଆଗାମୀ ୨୪ ଘଣ୍ଟା…

ଫାୟାରିଂ ମାମଲାରେ ସରେଣ୍ଡର କଲେ ଖାନ୍‌ ସାର, ଏବେ ଆଗକୁ…

ପାଟନା,୬।୬: ବିହାରର ଜଣାଶୁଣା ଶିକ୍ଷକ ତଥା ‘ଖାନ ଗ୍ଲୋବାଲ ଷ୍ଟଡିଜ’ର ପ୍ରତିଷ୍ଠାତା ଖାନ ସାର୍‌ କୋଚିଂ ସଂସ୍ଥାନରେ ହୋଇଥିବା ହିଂସା ଏବଂ ଗୁଳିଚାଳନା (ଫାୟାରିଂ) ମାମଲାରେ ଆତ୍ମସମର୍ପଣ…

ପୂର୍ବତନ ବାର୍‌ ଆସୋସିଏଶନ ସଭାପତିଙ୍କ ପରଲୋକ, ଶୋକ ବ୍ୟକ୍ତ କଲେ ବିଧାୟକ

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ପୂର୍ବତନ ସଭାପତି ବଂଶୀଧର ପ୍ରଧାନ(୭୭) ଶୁକ୍ରବାର ରାତିରେ ପରଲୋକ ଗମନ କରିଛନ୍ତି। ଏହି ଖବର ଜଣାପଡ଼ିବା ପରେ…

ଭୟଙ୍କର ଦୁର୍ଘଟଣା, ଜଣଙ୍କ ଜୀବନ ବଞ୍ଚାଇବାକୁ ଯାଇ ଗୋଟିଏ ଗାଁର ୫ ଯୁବକ ମୃତ

ଅହମଦାବାଦ,୬।୬: ମୋର୍ବି-ହାଲଭାଡ ରାଜପଥର ଚରଦ୍ବା ଗ୍ରାମ ଉପକଣ୍ଠରେ ଗତକାଲି ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯେଉଁଥିରେ ରଣଛୋଡଗଡ଼ ଗ୍ରାମର ପାଞ୍ଚ ଜଣ ଯୁବକଙ୍କ ମୃତ୍ୟୁ…

CJP Protest: ଭାରତରେ ଲ୍ୟାଣ୍ଡ କରୁକରୁ ପ୍ରଥମ ପ୍ରତିକ୍ରିୟା ଦେଲେ କକ୍ରୋଚ୍‌ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ , ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୬: ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ପାଇଁ ଭାରତରେ ପହଞ୍ଚିବା ପରେ ତାଙ୍କର ପ୍ରଥମ ପ୍ରତିକ୍ରିୟା ପ୍ରକାଶ…

ଘର ଆଗରେ ମା’-ଝିଅଙ୍କୁ ଅସଦାଚରଣ, ଥାନାରେ ଏତଲା ଦେବା ପରେ…

ଦିଗପହଣ୍ଡି,୬ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ ଅଧୀନ ଏକ ଗାଁରେ ଜଣେ ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ ଗ୍ରାମର ଏ.ଶଙ୍କର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri