ମାସକ ଭିତରେ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଠିବ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ଆସନ୍ତା ୧ମାସ ଭିତରେ ରାଜ୍ୟରେ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଠିବ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଶ୍ରୁତି ଦେଇଥିବା ଓଡ଼ିଶା ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ପକ୍ଷରୁ କୁହାଯାଇଛି। ଗୁରୁବାର ଓଡ଼ିଶା ଚୁକ୍ତିଭିତ୍ତିକ କର୍ମଚାରୀ ସଂଘ ସହ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ଏହି ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି।
ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଓଡ଼ିଶା ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ସହ ଭିଡିଓ କନ୍‌ଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି। ଅଭିଯୋଗ ଶୁଣିବା ପରେ ୧ ମାସ ଭିତରେ ଦାବି ପୂରଣ କରାଯିବା ନେଇ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ସଂଘର କର୍ମକର୍ତ୍ତା ସୂଚନା ଦେଇଛନ୍ତି। ଏହି ଆଲୋଚନା ବେଳେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଓ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଉପସ୍ଥିତ ଥିଲେ।
ଅନ୍ୟପଟେ ଆଗାମୀ ୧ ମାସ ଭିତରେ ଯଦି ସରକାର ଏ ବାବଦରେ କୌଣସି ନିଷ୍ପତ୍ତି ନ ନେବେ ପରବର୍ତ୍ତୀ ପଦକ୍ଷେପ କ’ଣ ହେବ ସେ ନେଇ ସଂଘ ବୈଠକ ପରେ ନିଷ୍ପତ୍ତି ହେବ ବୋଲି କର୍ମକର୍ତ୍ତାମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ ଘୋଷଣା

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ତରଫରୁ ଦୁଇବର୍ଷ ପାଇଁ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ ଘୋଷଣା କରାଯାଇଛି। ଅଭିନୟ ଓ ନିର୍ଦ୍ଦେଶନା...

ଦାଦାବଟି ମାଗିଲେ ତଡ଼ିପାର

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ଦାଦାବଟି ବା ବଳପୂର୍ବକ ଚାନ୍ଦା ମାଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ଏପରି କି ଜାତୀୟ ନିରାପତ୍ତା ଆଇନ(ଏନ୍‌ଏସ୍‌ଏ) ଲଗାଯିବା ସହ ଆବଶ୍ୟକ ପଡିଲେ ତଡ଼ିପାର...

ମା’, ବାପାଙ୍କୁ ପନିକିରେ ହାଣି ହତ୍ୟା କଲା ପୁଅ

ନୂଆଗାଁ, ୨୫।୧୨ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ବିଶ୍ରା ଥାନା ଖୁଣ୍ଟଗାଁ ପଞ୍ଚାୟତ ଅନ୍ତର୍ଗତ ବିଶପୁର ଗ୍ରାମରେ ଶୁକ୍ରବାର ଘଟିଛି ଅଭାବନୀୟ ଘଟଣା ।...

‘କ’ଣ ମରିବା ପରେ ଆବାସ ଦେବ’

ସାତମାଇଲ୍‌, ୨୫।୫(ଡି.ଏନ୍‌.ଏ.) ଭଙ୍ଗା ଦଦରା ଘର। କେଇ ଖଣ୍ଡ ବାଉଁଶ ଭରସାରେ ଛିଡ଼ା ହୋଇଛି। ଉପରେ ପଡ଼ିଛି ଚିରାକୋତରା ଜରିପାଲ। ଦିନରେ ସୂର୍ଯ୍ୟ, ରାତିରେ ଆତଜାତ...

ଆଜି ଜେଇଇ ଆଡ୍‌ଭାନ୍ସ : ଓଡ଼ିଶାରୁ ପରୀକ୍ଷା ଦେବେ ୩,୨୬୧ ପରୀକ୍ଷାର୍ଥୀ

ଭୁବନେଶ୍ୱର,୨୭।୫(ବ୍ୟୁରୋ) : ସୋମବାର ସମଗ୍ର ଦେଶରେ ଅନୁଷ୍ଠିତ ହେବ ଜେଇଇ ଆଡ୍‌ଭାନ୍ସ ପରୀକ୍ଷା। ଦେଶର ସମସ୍ତ ଆଇଆଇଟି ସହ ଆଇଆଇଟି ଧାନବାଦ ତଥା ଇଣ୍ଡିଆନ୍‌ ସ୍କୁଲ...

ବିଲ୍ଟ କାଗଜକଳରେ ଉତ୍ତେଜନା: ଠିକା ଶ୍ରମିକଙ୍କୁ କାରଖାନାରେ ପୂରାଇଦେଲେନି

ଜୟପୁର,୫ା୬(ଡି.ଏନ୍‌.ଏ.): ଜୟପୁର ଗାଗନାପୁର ସ୍ଥିତ ବିଲ୍ଟ ସେୱା କାଗଜକଳରେ ପୁଣି ଅଶାନ୍ତି ଦେଖାଦେଇଛି। ବୁଧବାର ପୂର୍ବାହ୍ନରୁ ଠିକା ଶ୍ରମିକ କାରଖାନାକୁ ଯିବାବେଳେ ସୁରକ୍ଷାବଳ ସେମାନଙ୍କୁ ପ୍ରବେଶ...

ଟଙ୍କା ପାଇଁ ୧୪ଜଣଙ୍କୁ ବିବାହ

ଭୁବନେଶ୍ୱର,୧୫।୨(ବ୍ୟୁରୋ):ସରକାରୀ ଉଚ୍ଚ ପଦସ୍ଥ ଅଧିକାରୀ ପରିଚୟ ଦେଇ ଫସାଉଥିଲେ। ନାଁ ବଦଳାଇ ରାଜ୍ୟରୁ ରାଜ୍ୟ ବୁଲି ଠକେଇ କରୁଥିଲେ। ଜଣଙ୍କ ପରେ ଆଉଜଣଙ୍କୁ ବିବାହ କରି...

ଉଦ୍ଧାର କାର୍ଯ୍ୟ ଓ ରିଲିଫ ପାଇଁ ପଶ୍ଚିମବଙ୍ଗ ଯିବେ ୩୦୦ ଅଗ୍ନିଶମ କର୍ମଚାରୀ

ଭୁବନେଶ୍ୱର,୨୩।୫(ବ୍ୟୁରୋ)-ବାତ୍ୟା ଅମ୍ଫନରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି ପଶ୍ଚିମବଙ୍ଗ। ଉଦ୍ଧାର କାର୍ଯ୍ୟ ଓ ରିଲିଫ ନିମନ୍ତେ ଓଡ଼ିଶା ସରକାରଙ୍କ ପକ୍ଷରୁ ୩୦୦ ଅଗ୍ନିଶମ କର୍ମଚାରୀ ଓ ୧୦...

Advertisement
Archives

Model This Week