ପିଲାମାନଙ୍କ ବୌଦ୍ଧିକ ବିକାଶରେ ଜେଜେ ମା’-ବାପାଙ୍କ ଅବଦାନ ଗୁରୁତ୍ୱପୂର୍ଣ୍ଣ

କେସିଙ୍ଗା ତା୮.୧୦(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କେନ୍ଦୁପଡାସ୍ଥିତ ଦ୍ରୋଣାଚାର୍ଯ୍ୟ ସ୍କୁଲରେ ଅଧ୍ୟକ୍ଷା ଅର୍ଚ୍ଚନା ଅଗ୍ରୱାଲଙ୍କ ନେତୃତ୍ୱରେ ସ୍କୁଲର ସଭାଗୃହରେ ଜେଜେ ମା’-ଜେଜେ ବାପା ଦିବସ ମଙ୍ଗଳବାର ପାଳିତ ହୋଇ ଯାଇଛି। ଏହି ଉପଲକ୍ଷେ ସ୍କୁଲର ଛାତ୍ରୀଛାତ୍ରଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଛାତ୍ରୀଛାତ୍ରଙ୍କ ଜେଜେ ମା’-ଜେଜେ ବାପାଙ୍କୁ ସ୍ବାଗତ ଓ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥିରେ ସମସ୍ତ ଶିକ୍ଷୟିତ୍ରୀ-ଶିକ୍ଷକ ସହଯୋଗ କରିଥିଲେ। ପିଲାମାନଙ୍କ ବୌଦ୍ଧିକ ବିକାଶରେ ଜେଜେ ମା’-ବାପାଙ୍କ ଅବଦାନ ଗୁରୁତ୍ୱପୂର୍ଣ୍ଣ ବୋଲି ଶିକ୍ଷୟିତ୍ରୀ-ଶିକ୍ଷକ ମତପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri