ଖସିଲା କରୋନା ଗ୍ରାଫ୍‌: ଆଜି ହଜାରେ ତଳେ ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୯ା୮(ବ୍ୟୁରୋ): ଦୀର୍ଘଦିନ ପରେ ରାଜ୍ୟରେ ୧୦୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ସୋମବାର ରାଜ୍ୟରୁ ୮୮୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୮୭,୯୫୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୧୨ ଜଣ ଚିହ୍ନଟ ହୋଇଥିବା ବେଳେ ୩୭୪ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୫୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୮୧ ଏବଂ ବାଲେଶ୍ୱରରୁ ୬୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୩୨, ବରଗଡ଼ ୮, ଭଦ୍ରକ ୩୧, ବୌଦ୍ଧ ୨, ଦେବଗଡ଼ ୨, ଢେଙ୍କାନାଳ ୧୧, ଗଜପତି ୪, ଗଞ୍ଜାମ ୮, ଜଗତସିଂହପୁର ୫୪, ଯାଜପୁର ୬୦, ଝାରସୁଗୁଡ଼ା ୩, କଳାହାଣ୍ଡି ୧୧, କନ୍ଧମାଳ ୫, କେନ୍ଦ୍ରାପଡ଼ା ୩୩, କେନ୍ଦୁଝର ୧୮, କୋରାପୁଟ ୭, ମାଲକାନଗିରି ୯, ମୟୂରଭଞ୍ଜ ୨୫, ନବରଙ୍ଗପୁର ୪, ନୟାଗଡ଼ ୨୫, ପୁରୀ ୫୩,ରାୟଗଡ଼ା ୫, ସମ୍ବଲପୁର ୧୫, ସୋନପୁରରୁ ୨ ଏବଂ ସୁନ୍ଦରଗଡ଼ରୁ ୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୫୧।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୯,୮୭,୯୫୬ରେ ପହଞ୍ଚିଥିବା ବେଳେ ୯,୬୯,୯୧୬ ଜଣ ସୁସ୍ଥ ହୋଇଛନ୍ତି। ୧୧,୪୮୬ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri