ଗଞ୍ଜାମ ବଡ଼ମାଧପୁରରେ କରୋନା ସ୍ଥିତି ଅସମ୍ଭାଳ

ଛତ୍ରପୁର, ୧୧।୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ବଡ଼ମାଧପୁରଠାରେ ୫୧ ଜଣଙ୍କ ଆଣ୍ଟିଜେନ୍‌ ଟେଷ୍ଟିଙ୍ଗ କରାଯାଇଛି। ଏଠାରେ ଏପରି ଟେଷ୍ଟିଂ ପ୍ରଥମ ବୋଲି ଜଣାପଡିଛି। କରୋନା ପଜିଟିଭ୍‌ କେସ୍‌ ବୃଦ୍ଧି ହେଉଥିବାରୁ ଲକ୍ଷଣ ଥିବା ଲୋକଙ୍କୁ ଚି଼ହ୍ନଟ କରଯାଇଥିଲା। ଏମାନଙ୍କର ଏହି ଟେଷ୍ଟ କରାଯାଇଛି। ଟେଷ୍ଟିଙ୍ଗ ରିପୋର୍ଟ ଖୁବ୍‌ଶୀଘ୍ର ଆସିବ ବୋଲି କୁହାଯାଇଛି। ବଡ଼ମାଧପୁର ଅଞ୍ଚଳରେ କରୋନା ପଜିଟିଭ୍‌ ଚି଼ହ୍ନଟ ହେବା ପରେ ସ୍ଥାନୀୟ ସରପଞ୍ଚ ସେଠାରେ ୧୦ ଦିନ ଶଟଡାଉନ କରିଥିଲେ। ପୋଟଲାମପୁରରେ ମଧ୍ୟ ଆଣ୍ଟିଜେନ କିଟ୍‌ରେ ଟେଷ୍ଟିଙ୍ଗ କରାଯିବ। ଜିଲାକୁ ୨୫୦୦ ଆଣ୍ଟିଜେନ କିଟ୍‌ ଆସିଛି ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ସ୍ବାମୀଙ୍କ ତଣ୍ଟି ଉପରେ ଚଢ଼ି ଜୀବନ ନେଇଗଲେ ସ୍ତ୍ରୀ, ଘର ବାହାରେ…

ଆଳି,୮ା୧୦(ବନମାଳୀ ସେନାପତି): ସ୍ବାମୀଙ୍କ ତଣ୍ଟି ଉପରେ ଛିଡ଼ା ହୋଇ ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ…

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି: ରମ୍ଭାରେ ଇଣ୍ଡିଆ ବ୍ଲକର ଓଡ଼ିଶା ବନ୍ଦ ପ୍ରଭାବ

ରମ୍ଭା, ୮।୧୦ (ବିଦ୍ୟାଧର ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ବ୍ଲକ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଗଞ୍ଜାମ ଜିଲାର ରମ୍ଭା ଅଞ୍ଚଳରେ ଦେଖିବାକୁ…

ଗଛ ମୂଳରେ ପଡ଼ିଛି ଚପଲ, ଉପରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କୁସମେଲପଞ୍ଚାୟତର ଜାମୁଟିଆ ଗାଁ ନିକଟ ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଗୁରୁବାର ଜବତ ହୋଇଛି।…

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ…

ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌ ମୁଖ୍ୟ ପ୍ରସଙ୍ଗ ନେଇ କଂଗ୍ରେସର ବନ୍ଦ ଡାକରା

କେନ୍ଦୁଝର,୮ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌-୨୦୨୬, ପାଠ୍ୟପୁସ୍ତକ ତ୍ରୁଟି ଏବଂ ବନ୍ୟା ସମସ୍ୟା ପ୍ରସଙ୍ଗକୁ ନେଇ ବୁଧବାର ଓଡ଼ିଶା ବନ୍ଦ ଡାକରା ପରିପ୍ରେକ୍ଷୀରେ କେନ୍ଦୁଝରରେ ବନ୍ଦ ପାଳନ…

ବୋରିଆ ସ୍କୁଲରେ ଶିକ୍ଷକ ଅଭାବ: ପାଠପଢ଼ାରେ ବ୍ୟାଘାତ

କେସିଙ୍ଗା, ୮।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗ୍ରାମରେ ଜାତୀୟ ରାଜପଥ-୨୬ କଡ଼ରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅସନ୍ତୋଷ…

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?