କରୋନା ଟେଷ୍ଟ ଫି’ ନିର୍ଦ୍ଧାରଣ କଲେ ସରକାର, ୪୦୦ ଟଙ୍କାରେ ହେବ ଟେଷ୍ଟ

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଘରୋଇ ଲ୍ୟାବ୍‌ରେ କରୋନା ଟେଷ୍ଟ ଫି’ ନିର୍ଦ୍ଧାରଣ କରିଛନ୍ତି ରାଜ୍ୟ ସରକାର। ଘରୋଇ ଲ୍ୟାବ୍‌ରେ ଆରଟିପିସିଆର ଟେଷ୍ଟ ପାଇଁ ଏଣିକି ସର୍ବାଧିକ ୪୦୦ ଟଙ୍କା ଦେବାକୁ ପଡ଼ିବ। ଜିଏସ୍‌ଟି ସହ ଟେଷ୍ଟ ଫି’ ୪୦୦ ଟଙ୍କା ଧାର୍ଯ୍ୟ କରାଯାଇଛି। ଏ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱସ୍ତରୀୟ ହେବ ଏସ୍‌ସିବି ମେଡିକାଲ: ଦିଗ୍‌ଦର୍ଶନ ଦେବେ ୧୦ ଅଭିଜ୍ଞ ଡାକ୍ତର

କଟକ ଅଫିସ,୨।୩: ଏସ୍‌ସିବି ମେଡିକାଲକୁ ବିଶ୍ୱସ୍ତରୀୟ ଚିକିତ୍ସାଳୟ ଭାବେ ଗଢ଼ିତୋଳିବା ଦିଗରେ ପ୍ରୟାସ କରୁଛନ୍ତି ରାଜ୍ୟ ସରକାର। ଏଥିପାଇଁ ପୂର୍ବରୁ ପ୍ରାୟ ୧୦ହଜାର କୋଟି ଟଙ୍କାର...

ରାଜ୍ୟ ସ୍ଥିତି ସମ୍ପର୍କରେ ନଡ୍ଡାଙ୍କୁ ଜଣାଇଲେ ସମୀର

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ରାଜ୍ୟ ସଭାପତି ସମୀର ମହାନ୍ତି ଗତ ବୁଧବାର ନୂଆଦିଲ୍ଲୀଠାରେ ସାକ୍ଷାତ୍‌ କରିଛନ୍ତି। ଆଲୋଚନା ବେଳେ ସାମ୍ପ୍ରତିକ ରାଜନୈତିକ...

ଆଜି ରାଜ୍ୟରୁ ୧୦୫ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୧୯ ଶିଶୁ

ଭୁବନେଶ୍ୱର,୬ା୧୨(ବ୍ୟୁରୋ): ସୋମବାର ରାଜ୍ୟରୁ ୧୦୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୦,୩୫୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

CORONAVIRUS UPDATE: ସୁସ୍ଥ ହେଲେ ଆଉ ୧୧୪ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୨,୭୦୮କୁ ବୃଦ୍ଧି

ଭୁବନେଶ୍ୱର,୧୪।୬(ବ୍ୟୁରୋ): ରାଜ୍ୟରେ ଆଉ ୧୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ସୁନ୍ଦରଗଡ଼ର ସର୍ବାଧିକ ୩୦ଜଣ ରହିଥିବା ବେଳେ ଖୋର୍ଦ୍ଧାର ୨୩, ଗଞ୍ଜାମର ୧୭,...

ବନ୍ଧୁକ ବେପାରରେ ଝାଡ଼ଖଣ୍ଡ ଛାତ୍ର, କୋଟିପତିଙ୍କ ପୁଅ

ଭୁବନେଶ୍ୱର, ୧୧ା୨(ବ୍ୟୁରେ): କମିଶନରେଟ ପୋଲିସ ଇଲାକାରେ ଖୁଲମ୍‌ଖୁଲା ଚାଲିଛି ଚୋରା ବନ୍ଧୁକ କାରବାର। ଚେର ଲମ୍ବିଛି ବିହାରରୁ ଭୁବନେଶ୍ୱର। ଛାତ୍ର ଓ କୋଟିପତି ଘରର ପିଲା...

ଆଜି ଓଡ଼ିଶାରେ ପହଞ୍ଚିବ କରୋନା ଟିକା

ଭୁବନେଶ୍ୱର,୧୨।୧(ବ୍ୟୁରୋ): କରୋନାକୁ ମାତ ଦେବାକୁ ଆସୁଥିବା ଟିକା କୋଭିଶିଲ୍ଡର ବିତରଣ ପ୍ରକ୍ରିୟା ଆରମ୍ଭ ହୋଇଛି। କେନ୍ଦ୍ର ସରକାରଙ୍କଠାରୁ ଅନୁମତି ମିଳିବା ପରେ ମଙ୍ଗଳବାର ଏହା ଓଡ଼ିଶା...

ଚାଷୀଙ୍କ ନିକଟତର ହୁଅ: କୃଷିମନ୍ତ୍ରୀ

ଭୁବନେଶ୍ୱର, ୧୭।୧୨ (ବ୍ୟୁରୋ):ଚାଷୀ ଏବଂ ଚାଷର ଉନ୍ନତି ଲାଗି ରାଜ୍ୟ ସରକାର ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିଛନ୍ତି। ଚାଷୀଙ୍କ ନିକଟତର ହୋଇ ସେମାନଙ୍କୁ ଉନ୍ନତ ଜ୍ଞାନ...

୮ ଜିଲାରେ ସୁନାର ସନ୍ଧାନ

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜ୍ୟର ୮ଟି ଜିଲାରେ ସୁନାର ସନ୍ଧାନ ମିଳିଛି। ଭାରତୀୟ ଭୂତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ଦିଆଯାଇଥିବା ସୂଚନାକୁ ଆଧାରକରି ରାଜ୍ୟ ସରକାର ଏହି ତଥ୍ୟ...

Advertisement


Archives

Model This Week