Posted inଜାତୀୟ

ଔଷଧ ଦୋକାନରେ ମିଳିବ କରୋନା ଟିକା

ନୂଆଦିଲ୍ଲୀ୧୯।୪: କେନ୍ଦ୍ର ସରକାର ଟିକା ନେଇ ସୋମବାର ବଡ ଘୋଷଣା କରିଛନ୍ତି। ମେ ୧ରୁ ୧୮ ବର୍ଷରୁ ଊର୍ଦ୍ଧ୍ୱଙ୍କୁ ଟିକା ଦିଆଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫାର୍ମା କମ୍ପାନୀଙ୍କ ସହ ବୈଠକ ପରେ ଏହି ନିଷ୍ପତ୍ତି ନେଇଛନ୍ତି। ଟିକାକରଣ ନେଇ ୩ଟି ରଣନୀତି ପ୍ରସ୍ତୁତ କରିଛନ୍ତି କେନ୍ଦ୍ର ସରକାର। ପ୍ରଥମ ପର୍ଯ୍ୟାୟରେ ଟିକା ଉତ୍ପାଦନକାରୀ କମ୍ପାନୀ ପ୍ରତି ମାସରେ ଯେତିକି ଟିକା ଉତ୍ପାଦନ କରିବେ ଏହାର ୫୦ ପ୍ରତିଶତ ସେଣ୍ଟ୍ରାଲ ଡ୍ରଗ ଲାବୋରେଟୋରୀକୁ ପ୍ରଦାନ କରାଯିବ। ବାକି ଟିକା ରାଜ୍ୟ ସରକାର ଏବଂ ଖୋଲା ବଜାରରକୁ ଯୋଗାଇ ପାରିବେ କମ୍ପାନୀ। ବର୍ତ୍ତମାନ ଘରୋଇ ଏବଂ ସରକାରୀ କୋଭିଡ କେନ୍ଦ୍ରରେ ଟିକାକରଣ ଚାଲିଛି। ଖୋଲା ବଜାରକୁ ଟିକା ଦେବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେବାର ଅର୍ଥ ଔଷଧ ଦୋକାନରେ କରୋନା ଟିକା ମିଳିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ଦୁର୍ଗାପୂଜା ପୂର୍ବରୁ TMCରେ ବଡ଼ ହଲଚଲ: ଭାଜପାରେ ସାମିଲ ହେବେ ୧୭ ବିଦ୍ରୋହୀ ସାଂସଦ, ଦାବି କଲେ…

କୋଲକାତା,୧୪।୯: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (TMC) ଛାଡ଼ି ନ୍ୟାସନାଲିଷ୍ଟ ସିଟିଜେନ ପାର୍ଟି ଅଫ ଇଣ୍ଡିଆ (NCPI)ରେ ଯୋଗ ଦେଇଥିବା କୁଚବିହାର ସାଂସଦ ଜଗଦୀଶ ଚନ୍ଦ୍ର ବର୍ମା…

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

ପଛଘୁଞ୍ଚା ଦେଉଛି ଚାଇନା! LAC ନିକଟରେ ସୈନ୍ୟ ମୁତୟନ ହ୍ରାସ କଲା ଚାଇନା

ନୂଆଦିଲ୍ଲୀ,୧୪।୯: ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହେବା ପରେ, ‘ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ’ (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ଦୀର୍ଘ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?