ଆକ୍ରାନ୍ତ ପୋଲିସ ଅଧିକାରୀଙ୍କ ସ୍ତ୍ରୀ କରୋନା ପିଜିଟିଭ

କଟକ ଅଫିସ,୩୦।୬: କଟକ ସିଡିଏ ସେକ୍ଟର ୯ରୁ ପୂର୍ବରୁ ଜଣେ ପୋଲିସ ଅଧିକାରୀ କରୋନାରେ ସଂକ୍ରମିତ ହୋଇଥିଲେ। ଫଳରେ ପରିବାର ବର୍ଗଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା। ଏବେ ପୋଲିସ ଅଧିକାରୀଙ୍କ ସ୍ତ୍ରୀଙ୍କ ରିପୋର୍ଟ ପିଜିଟିଭ ଆସିଛି। ମଙ୍ଗଳବାର କଟକ ମହାନଗର ନିଗମ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି। ସେହିଭଳି ଏସ୍‌ସିବି ମେଡିକାଲର ଜଣେ ୫୨ ବର୍ଷୀୟ ପୁରୁଷ ସ୍ବାସ୍ଥ୍ୟ କର୍ମୀ ମଧ୍ୟ ଆକ୍ରାନ୍ତ ହୋଇଛନ୍ତି। ରାଣୀହାଟ ଅଞ୍ଚଳରେ ତାଙ୍କ ଘର। ଏହାକୁ ମିଶାଇ କଟକ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୯ରେ ପହଞ୍ଚିିଛି। ସେଥିମଧ୍ୟରୁ ୨୨ ଜଣ ସୁସ୍ଥ ହୋଇଥିବା ବେଳେ ୧୫ ଜଣ ଚିକିତ୍ସିତ ହେଉଛନ୍ତି। ୨ ଜଣଙ୍କ ମୃତ୍ୟୁ ଘଟିଛି।
ଅପରପକ୍ଷରେ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରୁ ୬ ଜଣ ଆକ୍ରାନ୍ତ ହୋଇଛନ୍ତି। କିନ୍ତୁ ଏହି ଆକ୍ରାନ୍ତମାନେ ଅନ୍ୟ ଜିଲାର ହୋଇଥିବା ଯୋଗୁ ସିଏମ୍‌ସି ତାଲିକାରେ ସେମାନଙ୍କୁ ସାମିଲ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଓ ପରିବେଶ

ବର୍ତ୍ତମାନ ପୃଥିବୀରେ ଏକ ପକ୍ଷରେ ଯୁକ୍ତରାଷ୍ଟ୍ର ଆମେରିକା ଓ ଇସ୍ରାଏଲ ଏବଂ ଅନ୍ୟପକ୍ଷରେ ଇରାନ ଯୁଦ୍ଧରେ ବ୍ୟସ୍ତ। ଅନେକ କୋଠା ଧ୍ୱଂସ ପାଉଛି ଏବଂ ଅନେକ ଲୋକ…

ରୁଷିଆରେ ୟୁକ୍ରେନ୍‌ର ଆକ୍ରମଣ: ଭାରତୀୟଙ୍କ ସମେତ ୪ ମୃତ

ମସ୍କୋ,୧୮ା୫:ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ ଆହତ…

ଭିଡ଼ହିଂସା: କାର୍ଯ୍ୟାନୁଷ୍ଠାନ ଜରୁରୀ

ଚଳିତ ମାସରେ ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ଇଲାକାରେ ଭିଡ଼ ହଂସାର ଏକ ବୀଭତ୍ସ ଘଟଣା ସାମ୍ନାକୁ ଆସିଛି। ରାସ୍ତାରେ ବାଇକ୍‌ ଯୋଗେ ଯାଉଥିବା ବେଳେ ସ୍କୁଟି…

ସ୍କୁଟିକୁ ଧକ୍କାଦେଲା କାର୍‌, ଭାଙ୍ଗିଲା ଦୋକାନ ଘର, ଜଣଙ୍କ ଜୀବନ ଗଲା

ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l…

ଯାତ୍ରୀବାହୀ ଟ୍ରେନ କୋଚରେ ଭୟଙ୍କର ଅଗ୍ନିକାଣ୍ଡ; ଯାତ୍ରୀଙ୍କ ମଧ୍ୟରେ ଆତଙ୍କ

ପାଟନା,୧୮।୫: ବିହାରର ସାସାରାମରେ ଏକ ଟ୍ରେନରେ ନିଆଁ ଲାଗିବା ଖବର ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ ସାସାରାମ-ପାଟନା ପାସେଞ୍ଜର ଟ୍ରେନର ଏକ ବଗି ସାସାରାମ ଷ୍ଟେଶନରେ ଅଟକି…

ଆଜି ଶପଥନେବେ କେରଳ ମୁଖ୍ୟମନ୍ତ୍ରୀ, ଖାର୍ଗେ-ରାହୁଲ-ପ୍ରିୟଙ୍କାଙ୍କ ସମେତ ଯୋଗଦେବେ ୩ ରାଜ୍ୟର ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୧୮।୫: କେରଳ ବିଧାନସଭା ନିର୍ବାଚନରେ, କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (UDF) ୧୪୦ ଆସନରୁ ୧୦୨ ଆସନ ହାସଲ କରି ଏକ ଐତିହାସିକ ବିଜୟ ହାସଲ…

ମିଳୁଥିଲା ୩୫୦୦ ଭତ୍ତା, ମିଳିଲା ୧୦୦୦, ଅଭିଯୋଗ କରିବା ପରେ…

ଆଳି, ୧୮ା୫(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଳକ ପ୍ରଶାସନ ପକ୍ଷରୁ ଜଣେ ୮୫ବର୍ଷୀୟ ବୃଦ୍ଧଙ୍କୁ ଲଗାତର ଆଠ ମାସ ୩୫୦୦ ଟଙ୍କା ଲେଖାଏ ଭତ୍ତା…

Video: ମଝି ଆକାଶରେ ପିଟି ହୋଇ ହୁତୁ ହୁତୁ ହୋଇ ଜଳିଗଲା ୨ ଫାଇଟର ଜେଟ, ଦେଖନ୍ତୁ ଲୋମଟାଙ୍କୁରା ଦୃଶ୍ୟ

ଓ୍ବାଶିଂଟନ,୧୮।୫: ଆମେରିକାର ଆଇଡାହୋ ରାଜ୍ୟରେ ଆୟୋଜିତ ଏକ ଏୟାର ଶୋ’ ସମୟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ, ମାଉଣ୍ଟେନ ହୋମ ଏୟାର ଫୋର୍ସ ବେସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri