ଢେଙ୍କାନାଳରେ ସାଧାରଣତନ୍ତ୍ର ଦିବସ ଅବସରରେ ସମ୍ବର୍ଦ୍ଧିତ ହେଲେ କରୋନା ଯୋଦ୍ଧା

ଢେଙ୍କାନାଳ ଅଫିସ, ୨୬।୧: ଢେଙ୍କାନାଳ ଜିଲା ଷ୍ଟାଡିୟମ୍‌ଠାରେ ୭୨ତମ ସାଧାରଣତନ୍ତ୍ର ଦିବସ ମଙ୍ଗଳବାର ପାଳିତ ହୋଇଯାଇଛି। କୋଭିଡ୍‌ କଟକଣା ମଧ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଜିଲାପାଳ ଭୁମେଶ ଚନ୍ଦ୍ର ବେହେରା ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଜିଲାର ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ରକୁ ରନ୍ଧନ ଗ୍ୟାସ ଯୋଗାଇ ଦିଆଯିବ ବୋଲି ଜିଲାପାଳ ଏହି ଅବସରରେ କହିଥିଲେ। ନିତି ଆୟୋଗଦ୍ୱାରା ପୁରସ୍କୃତ ହୋଇ ଏହି ବାବଦକୁ ମିଳିଥିବା ୩ କୋଟି ଟଙ୍କା ଅନୁଦାନରେ ଏହି କାର୍ଯ୍ୟକ୍ରମ ହେବ। ସେହିପରି ଜିଲାର ପର୍ଯ୍ୟଟନ କ୍ଷେତ୍ରକୁ ବିକଶିତ କରିବା ପାଇଁ ଉଦ୍ୟମ ଜାରି ରହିଛି ବୋଲି ଜିଲାପାଳ କହିଥିଲେ। ଏହି ଅବସରରେ କରୋନା ଯୋଦ୍ଧାମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ମିଳିବ ଘରୋଇ ବିମାନ ସେବା

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ଅବଧି ସରି ଆସୁଥିବାବେଳେ ଧୀରେ ଧୀରେ ଯାତ୍ରୀ ପରିବହନ ସେବା ସ୍ବାଭାବିକ ହେବାରେ ଲାଗିଛି। ପ୍ରାୟ ୨ମାସ ଧରି ବନ୍ଦ...

ଅବହେଳାରୁ ପୁଣି ହିଂସା

ଭୁବନେଶ୍ୱର,୧୯।୨(ବ୍ୟୁରୋ): ପ୍ରଥମ ପର୍ଯ୍ୟାୟ ମତଦାନବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଚରଣବିଧିର ଖୋଲାଖୋଲି ଉଲ୍ଲଂଘନ ସହ ବୁଥ୍‌ ଜବରଦଖଲ, ଭୋଟ ବାକ୍ସ ଲୁଟ୍‌, ପ୍ରିଜାଇଡିଂ ଅଫିସର, ଖବରଦାତାଙ୍କୁ...

ବିଜେଡିର ଭାଗୀରଥି ସେଠୀ ଓ ବଦ୍ରିନାରାୟଣ ପାତ୍ରଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା

ଆନନ୍ଦପୁର,୨୪।୫(ସ୍ବ.ପ୍ର.): ସଦ୍ୟ ସମାପ୍ତ ସାଧାରଣ ନିର୍ବାଚନରେ ଉଭୟ ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀର ବିଜୟୀ ବିଧାୟକ ବିଜେଡିର ଭାଗୀରଥି ସେଠୀ ଓ ବଦ୍ରିନାରାୟଣ ପାତ୍ରଙ୍କୁ ବିଭିନ୍ନ...

ଗଣେଶ ପୂଜା ପାଇଁ ପ୍ରସ୍ତୁତି: ୩୮ ମଣ୍ଡପରେ ପୂଜାର୍ଚ୍ଚନା

ଢେଙ୍କାନାଳ ଅଫିସ, ୧୦।୮ – ଢେଙ୍କାନାଳ ସହରରେ ସେପ୍ଟେମ୍ବର ୨ରୁ ଆରମ୍ଭ ହେଉଛି ବିଘ୍ନରାଜ ଗଜାନନଙ୍କ ପୂଜା। ସପ୍ତାହବ୍ୟାପୀ ଏହି କାର୍ଯ୍ୟକ୍ରମକୁ ଶୃଙ୍ଖଳିତ କରିବାକୁ ଶୁକ୍ରବାର...

ଏସିଏଫ୍‌ ସୌମ୍ୟରଞ୍ଜନଙ୍କ ସ୍ତ୍ରୀ ବିଦ୍ୟାଭାରତୀଙ୍କୁ କ୍ରାଇମବ୍ରାଞ୍ଚର ଜେରା

ବାରିପଦା ଅଫିସ,୨ା୯: ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସ୍ତ୍ରୀ ବିଦ୍ୟାଭାରତୀଙ୍କୁ ଗୁରୁବାର ତାଙ୍କ ବାପଘର ମୟୂରଭଞ୍ଜ ଜିଲା କପ୍ତିପଦାର ଗୌଡ଼ଗଁା ଘରେ ଜେରା କରୁଛି କ୍ରାଇମବ୍ରାଞ୍ଚର ୫...

ବାରମ୍ବାର ଦାବି ପରେ ବି ଗୁଡ଼ାରିରୁ ରାଜଧାନୀକୁ ଗଡ଼ୁନି ବସ୍‌

ଗୁଡାରି,୪।୩(ଡି.ଏନ୍‌.ଏ.) – ରାୟଗଡ଼ା ଜିଲାର ଗୁଡାରି ସହର ୧୯୭୨ରେ ଏନ୍‌ଏସି ମାନ୍ୟତା ପାଇଛି। ଆଦିବାସୀ ଅଧ୍ୟୁଷିତ ଏହି ଅଞ୍ଚଳରେ ଅନେକ ଶିକ୍ଷିତ ଯୁବତୀଯୁବକ ଅଛନ୍ତି। ଗୁଡ଼ାରି...

ଆଜି ଚାଷୀଙ୍କ ପାଇଁ ସହାୟତା ଘୋଷଣା

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଅକ୍ଷୟ ତୃତୀୟ ଏବଂ କୃଷକ ଦିବସ ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ସାରେ କୃଷମାନଙ୍କ ଲାଗି ସହାୟତା ରାଶି ପ୍ରଦାନ କରିବେ।...

ଜାନୁୟାରୀ ୮ରୁ ଚିଲିକା ପକ୍ଷୀ ମହୋତ୍ସବ

ଭୁବନେଶ୍ୱର,୧୩ା୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀ ୮ରୁ ମଙ୍ଗଳାଯୋଡିରେ ଆରମ୍ଭ ହେବ ତୃତୀୟ ଚିଲିକା ଜାତୀୟ ପକ୍ଷୀ ମହୋତ୍ସବ ବା ନ୍ୟାଶନାଲ ଚିଲିକା ବାର୍ଡସ ଫେଷ୍ଟିଭାଲ-୨୦୨୧। ଅଧିକରୁ ଅଧିକ...

Advertisement
Archives

Model This Week