Posted inଜାତୀୟ

ଦେଶକୁ ମିଳିଲା ନୂଆ ସ୍ବାସ୍ଥ୍ୟମନ୍ତ୍ରୀ, ସାମ୍ନାରେ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୭।୭: ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତ୍ରୀମଣ୍ଡଳରେ ବୁଧବାର ବଡ ଧରଣର ଅଦଳବଦଳ କରାଯାଇଛି। ଦେଶକୁ ମିଳିଛି ନୂଆ ସ୍ବାସ୍ଥ୍ୟମନ୍ତ୍ରୀ। ମନସୁଖ ମାଣ୍ଡଭ୍ୟଙ୍କୁ ମିଳିଛି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ। ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସେ ସ୍ବାସ୍ଥ୍ୟ ବିଭାଗ ସହିତ ସାର ଓ ରସାୟନ ବିଭାଗର ଅତିରିକ୍ତ ଦାୟିତ୍ୱରେ ଦିଆଯାଇଛି। ଡ. ହର୍ଷବର୍ଦ୍ଧନଙ୍କ ଇସ୍ତଫା ପରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ପଦ ଖାଲି ରହିଥିଲା। ହେଲେ କରୋନା ମହାମାରୀ ସମୟରେ ସ୍ବାସ୍ଥ୍ୟମନ୍ତ୍ରୀ ପଦ ସମ୍ଭାଳିବା ମନସୁଖଙ୍କ ପାଇଁ ବେଶ୍‌ ଚ୍ୟାଲେଞ୍ଜ ହେବ। ସେ ଗୁଜରାଟରୁ ରାଜ୍ୟସଭା ଏମ୍‌ପି ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!

ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

୧୫ ବର୍ଷରେ ବୈଭବ ସୂର୍ଯ୍ୟବଂଶୀଙ୍କ ୭ଟି ବଡ଼ ରେକର୍ଡ: ଭାଙ୍ଗିବା ପ୍ରାୟ ଅସମ୍ଭବ! ବଡ଼ ବଡ଼ କ୍ରିକେଟର ଫଡିବେ ଫିକା

ନୂଆଦିଲ୍ଲୀ,୩୧।୮: ବୟସ ମାତ୍ର ୧୫ ବର୍ଷ। କିନ୍ତୁ କ୍ରିକେଟ ମଇଦାନରେ ରେକର୍ଡ ପରେ ରେକର୍ଡ କରି ଚର୍ଚ୍ଚାରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ। ଅତ୍ୟନ୍ତ କମ ବୟସରେ…

ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟା ମାମଲା; ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ସର୍ତ୍ତମୂଳକ ଜାମିନ

କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡରେ ଫସିଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଅଶ୍ଵସ୍ତି ମିଳିଛି । ଆଜି ବିକ୍ରମ ପଣ୍ଡାଙ୍କ ଜାମିନ…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ବର୍ଷା ଜାରି, ଘନ କୁହୁଡ଼ି ସାଙ୍ଗକୁ କୋହଲା ପବନ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ବର୍ଷା ଲାଗିରହିଛି। ଦିନରାତି ଝିପିଝିପି ବର୍ଷା ହେଉଥିବା ବେଳେ…

ଫୋରିୟର ଟ୍ରାନ୍ସଫର୍ମର

ଚିନ୍ତା କରନ୍ତୁ, ଆପଣ ରଥଯାତ୍ରା ଦେଖିବାକୁ ଯାଇଛନ୍ତି, ବାୟୁ ଚାପର ତୀବ୍ର ପରିବର୍ତ୍ତନ ଯୋଗୁ ଆପଣଙ୍କ କାନରେ ଏକ ଗୋଳମାଳିଆ ଓ ପ୍ରକମ୍ପିତ ଶବ୍ଦ ତରଙ୍ଗ ଆସି…

ଗୁଡାରି ଏନଏସିକୁ ମିଳିଲା ଦୁଇ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀ….

ଗୁଡାରି,୩୧।୮(ପ୍ରମୋଦ କୁମାର ପତି ): ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ କରକମଳରେ…

କଂଗ୍ରେସ-TVK ମଧ୍ୟରେ ବଢ଼ିଲା ବିବାଦ, ୨୦୨୯ରେ ରାହୁଲଙ୍କୁ ପିଏମ୍ ପ୍ରାର୍ଥୀ ନକଲେ….

ଚେନ୍ନାଇ,୩୧।୮: ତାମିଲନାଡୁରେ କଂଗ୍ରେସ ଓ TVK ମଧ୍ୟରେ ୨୦୨୯ ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ ବିବାଦ ଆରମ୍ଭ ହୋଇଛି। କଂଗ୍ରେସ ନେତା ତଥା ପର୍ଯ୍ୟଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri