ପାକ୍‌ ଉପରେ କ୍ଷୁବ୍ଧ ଶକ୍ତିଶାଳୀ ଦେଶ ଭାରତକୁ ସମର୍ଥନ କରୁଛି: ଇମ୍ରାନ୍‌

ଇସ୍‌ଲାମାବାଦ,୨ା୪ : ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ରବିବାର ଅନାସ୍ଥା ଭୋଟର ସମ୍ମୁଖୀନ ହେବାକୁ ଯାଉଥିବାବେଳେ ସେଠାର ରାଜନୈତିକ ଅଚଳାବସ୍ଥା ପାଇଁ ସେ ଏକ ଶକ୍ତିଶାଳୀ ଦେଶକୁ ଦାୟୀ କରିଆସୁଛନ୍ତି। ସେ ନିକଟରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କୁ ଭେଟିବାରୁ ଏଥିରେ କ୍ଷୁବ୍ଧ ଶକ୍ତିଶାଳୀ ଦେଶ ଭାରତକୁ ସହାୟତା କରୁଛି ବୋଲି ଆମେରିକା ନାଁ ନ ନେଇ ଇମ୍ରାନ୍‌ କହିଛନ୍ତି। ଦେଶ ପାଇଁ ସ୍ବୀଧାନ ବିଦେଶ ନୀତି ଜରୁରୀ। ପାକିସ୍ତାନ ଅନ୍ୟ ଶକ୍ତିଶାଳୀ ଦେଶ ଉପରେ ନିର୍ଭରଶୀଳତା ଗୁଣ ଯୋଗୁ ପାକିସ୍ତାନ ଶୀର୍ଷ କ୍ଷମତାରେ ପହଞ୍ଚତ୍ପାରି ନାହିଁ ବୋଲି ଇସ୍‌ଲାମାବାଦ ସୁରକ୍ଷା ଆଲୋଚନାରେ ଭାଗନେଇ ଇମ୍ରାନ କହିଛନ୍ତି। ସ୍ବାଧୀନ ବିଦେଶ ନୀତି ନ ଥିଲେ ଏକ ଦେଶ ଏହାର ନାଗରିକମାନଙ୍କ ସ୍ବାର୍ଥର ସୁରକ୍ଷା କରିପାରିବ ନାହିଁ। ତାଙ୍କ ରୁଷିଆ ଗସ୍ତ ଯୋଗୁ ଆମେରିକା କ୍ଷୁବ୍ଧ ହୋଇଥିବାବେଳେ ସେଠାରୁ ତେଲ ଆମଦାନୀ କରୁଥିବା ଭାରତକୁ ସମର୍ଥନ କରୁଛି ବୋଲି ଇମ୍ରାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି କାଲି କହି ଭଣ୍ଡାଉଛନ୍ତି ପୋଷ୍ଟ ଅଫିସ କର୍ମଚାରୀ: ଉପଭୋକ୍ତା ଅତିଷ୍ଠ

ଗଞ୍ଜାମ,(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବଡ଼ ବଜାର ସ୍ଥିତ ପୋଷ୍ଟ ଅଫିସର କର୍ମଚାରୀମାନଙ୍କ ମନମୁଖୀ ଆଚରଣ ନେଇ ଗ୍ରାହକମାନେ ଅତିଷ୍ଠ ହୋଇପଡ଼ିଛନ୍ତି। ଏମିତିକି ଗ୍ରାହକମାନଙ୍କ ସହ କର୍ମଚାରୀମାନେ…

ଚାଲିଥିଲା ଦେହ ବ୍ୟବସାୟ, ମାଡ଼ି ବସିଲା ପୋଲିସ, ପାଖରୁ ମିଳିଲା ଏହି ଆପତ୍ତିଜନକ ଜିନିଷ

ବରଗଡ଼,୨୫ା୫(ପ୍ରେମାନନ୍ଦ କମାରୀ): ବରଗଡ଼ ଟାଉନ ଥାନା ପୋଲିସ ରବିବାର ଡାଙ୍ଗ ଛକ ନିକଟ ପିପିଲିପାଲି ଗ୍ରାମରେ ଏକ ସେକ୍ସ ରାକେଟ ଠାବ କରିଛି। ସେଠାରେ ଦେହ ବ୍ୟବସାୟ…

ଚର୍ଚ୍ଚାରେ ରାଜ୍ୟ ରାଜନୀତି: ବିଜେଡି ଛାଡ଼ିବା ପଛରେ ମୂଳ କାରଣ କହିଦେଲେ ଦେବାଶିଷ, ଶ୍ରୀମୟୀ ଦେଇଥିଲେ…

ଭୁବନେଶ୍ୱର,୨୫।୫:  ରାଜ୍ୟ ରାଜନୀତିରେ ଏକ ବଡ଼ ହଲଚଲ। ରାଜ୍ୟ ସଭା ଏମ୍ ପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ିଛନ୍ତି। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା…

ଦିଲ୍ଲୀର ଆଇପିଏଲ୍‌ ଅଭିଯାନ ଶେଷ

କୋଲକାତା,୨୫ା୫: ଲୋକେଶ ରାହୁଲଙ୍କ ଅର୍ଦ୍ଧଶତକ ପରେ ବୋଲରଙ୍କ ମାପଚୁପ ବୋଲିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ ୪୦ ରନରେ କୋଲକାତା ନାଇଟ୍‌ ରାଇଡର୍ସକୁ ପରାସ୍ତ କରିଛି। ପୂର୍ବରୁ ପ୍ଲେଅଫ୍‌…

ମିଳିତ ଜନଅଭିଯାଗ ଶୁଣାଣି: ପ୍ରଚଣ୍ଡ ଖରାକୁ ଖାତିର ନ କରି ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଲେ ଶତାଧିକ ଲୋକ

ଦାରିଙ୍ଗବାଡ଼ି,୨୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଏବଂ ଏସ୍‌ପି ହରିଶ ବିଶିଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ…

ନୂଆ ରେଳ ନିୟମ! ଟ୍ରେନ ଯାତ୍ରା ସମୟରେ ଏହି ଭୁଲ୍ ପହଞ୍ଚାଇପାରେ ଜେଲ୍

ନୂଆଦିଲ୍ଲୀ,୨୫।୫: ପ୍ରତିଦିନ, ଭାରତରେ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି । କିନ୍ତୁ ଟ୍ରେନରେ ଏପରି କିଛି ନିୟମ ରହିଛି ଯାହାକୁ ଅବମାନନା କଲେ ଜେଲ୍…

ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଛେଦ, ବିଜେଡି ଛାଡ଼ିଲେ ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ

ଭୁବନେଶ୍ବର,୨୫।୫: ବିଜେଡିକୁ ପୁଣି ଏକ ଝଟକା ମିଳିଛି । ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ…

କେଏସ୍‌ୟୁବି କଲେଜର ହେବ ବିକାଶ, ନୂଆ ଅଧ୍ୟକ୍ଷ ଲୋଡ଼ିଲେ ବିଧାୟକ-ଉପଜିଲାପାଳଙ୍କ ସହଯୋଗ

ଭଞ୍ଜନଗର,୨୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ରାଜ୍ୟର ଏକ ପୁରାତନ ମହାବିଦ୍ୟାଳୟ। ୧୯୬୦ରେ ନିର୍ମିତ ଏହି ମହାବିଦ୍ୟାଳୟ ବ୍ରହ୍ମପୁର ବିଶବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri