Advertisement

ପଦୋନ୍ନତି ପାଇଁ ଜାରି ବିଜ୍ଞପ୍ତିରେ ଲାଗିଲା ରହିତାଦେଶ

ଭୁବନେଶ୍ୱର,୧୮।୧୧(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ଡିଏସ୍‌ପିରୁ ଅତିରିକ୍ତ ଏସ୍‌ପିକୁ ପଦୋନ୍ନତି ପାଇଁ ଏକ ବିଜ୍ଞପ୍ତି ଜାରି ହୋଇଥିଲା। ଓଡ଼ିଶା ହାଇକୋର୍ଟ ଏହା ଉପରେ ରହିତାଦେଶ ଲଗାଇଛନ୍ତି। ପରବର୍ତ୍ତୀ ଶୁଣାଣି ଯାଏ ଓପିଏସ୍‌ସି କିଛି କାର୍ଯ୍ୟାନୁଷ୍ଠାନ ନ ନେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କୋରାପୁଟ ଜିଲାରେ ଡିଏସ୍‌ପି ଭାବେ କାର୍ଯ୍ୟରତ ଗୁଣନିଧି ମଲ୍ଲିକଙ୍କ ଆବେଦନକୁ ଗ୍ରହଣ କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ ପଛକୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୨ ଜଣଙ୍କ ଜୀବନ

ଗୋପାଳପୁର,୨୬ା୯- ଗଞ୍ଜାମ ଜିଲା ୧୬ନଂ. ଜାତୀୟ ରାଜପଥରେ ଶନିବାର ଗୋଳନ୍ଥରା ଥାନା ଅଟୋନଗର ନିକଟରେ ଟ୍ରକ୍‌ ପଛକୁ ଅନ୍ୟ ଏକ ଟ୍ରକ ଧକ୍କା ଦେବାରୁ ୨...

୧୦ ଜିଲାର ସରକାରୀ କର୍ମଚାରୀଙ୍କ ଛୁଟି ୭ ଦିନ ବାତିଲ

ଭୁବନେଶ୍ବର, ୧୭ା୮(ବ୍ୟୁରୋ): ଉପରମୁଣ୍ଡରେ ଅଧିକ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୦...

ରଥ ନିର୍ମାଣକାରୀଙ୍କ ସ୍ବାବ୍‌ ସଂଗ୍ରହ

ପୁରୀ ଅଫିସ,୧୫।୩: ମହାମାରୀ କରୋନା ପାଇଁ ମହାପ୍ରଭୁଙ୍କ ରଥ ନିର୍ମାଣରେ ଯେପରି ସାମାନ୍ୟତମ ସମସ୍ୟା ନ ହୁଏ ସେଥିପ୍ରତି ଶ୍ରୀମନ୍ଦିର ପ୍ରଶାସନ ଗୁରୁତ୍ୱ ଦେଇଛି। ଏଥିଲାଗି...

କରୋନା କବଳରେ ବିଶ୍ୱର ୨୧୦ ଦେଶ : ଲକ୍ଷେ ଟପିଲା ମୃତ୍ୟୁ ସଂଖ୍ୟା, ସଂକ୍ରମିତ ମାମଲାରେ ଭାରତର ସ୍ଥାନ ୨୧

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ନେଇ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ପ୍ରତିଦିନ ସୂଚନା ପ୍ରଦାନ କରୁଛନ୍ତି। ଶନିବାର...

ଦୁର୍ଘଟଣା ଅପରାଧ ପାଇଁ ନିଶା ଦାୟୀ

ଫୁଲବାଣୀ ଅଫିସ,୨୬ା୬-ଫୁଲବାଣୀ ଗାନ୍ଧୀ ସ୍ମୃତି ଭବନ ପରିସରରେ ଜିଲାସ୍ତରୀୟ ଆନ୍ତର୍ଜାତିକ ନିଶା ନିବାରଣ ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲାପାଳ ବସନ୍ତ...

ସରକାରୀ ତଥ୍ୟକୁ ଭରସା କର

କଟକ ଅଫିସ୍‌,୧୧ା୪: କରୋନା ଭୂତାଣୁ ସଂକ୍ରମଣକୁ ନେଇ ଏବେ ସାରା ବିଶ୍ୱରେ ଭୟ ଦେଖାଦେଇଛି। ଏହି ଭୟ ଦେଖାଇ ଅନ୍‌ଲାଇନ୍‌ରେ ଠକେଇ ମଧ୍ୟ ଚାଲିଛି ।...

ଗ୍ରାହକଙ୍କ ଚାହିଦା ସର୍ବୋଚ୍ଚ ପ୍ରାଥମିକତା

ଅନେକ ବାଧାବିଘ୍ନ ଅତିକ୍ରମ କରି ୯୦ ଦଶକରେ ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନରେ ଆରମ୍ଭ କରିଥିଲେ ‘ଗ୍ରୀନ୍‌ ଚିଲିଜ୍‌’। ଦୃଢ଼ ଇଚ୍ଛାଶକ୍ତି ତଥା ଅକ୍ଳାନ୍ତ ପରିଶ୍ରମ ବଳରେ...

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ: ବିଶ୍ୱବାସୀଙ୍କୁ ଜଣାଯିବ ରଥଯାତ୍ରାର ବିଧି

ପୁରୀ ଅଫିସ, ୬ା୯: ବିଶ୍ୱର ବିଭିନ୍ନ ରାଷ୍ଟ୍ର ସମେତ ଭାରତର ଅନେକ ରାଜ୍ୟରେ ରଥଯାତ୍ରା ଅନୁଷ୍ଠିତ ହେଉଛି। କିନ୍ତୁ ପୁରୀରେ ଯେଉଁଭଳି ବିଧି ଓ ପରମ୍ପରା...

Advertisement
Archives

Model This Week