ଖେଳନା ଶିଳ୍ପରେ ଦେଶର ଶକ୍ତି ଲୁଚି ରହିଛି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଭିଡିଓ କନଫେରେନ୍ସିଂ ଜରିଆରେ ଭାରତୀୟ ଖେଳଣା ମେଳା ଉଦଘାଟନ କରିଛନ୍ତି। ଏହି ମେଳାର ଉଦଘାଟନୀ ଉସତ୍ବରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆମ ଦେଶର ଖେଳନା ଶିଳ୍ପ ମଧ୍ୟରେ ଅନେକ କାହାଣୀ ସହିତ ଏକ ବିରାଟ ଶକ୍ତି ଲୁଚି ରହିଛି। ଏହି ଶକ୍ତିକୁ ବୃଦ୍ଧି କରିବା ସହ ଏହାର ପରସରକୁ ଆଗକୁ ନେବା ହେଉଛି ଆତ୍ମର୍ନିଭରଶୀଳ ଭାରତ ଅଭିଯାନର ଏକ ବଡ ଅଂଶ। ପ୍ରଥମ ଖେଳନା ମେଳା କେବଳ ବ୍ୟବସାୟ କିମ୍ବା ଆର୍ଥିକ କାର୍ଯ୍ୟକ୍ରମ ପାଇଁ ନୁହେଁ, ଏହି କାର୍ଯ୍ୟକ୍ରମ ଦେଶର ପୁରାତନ କ୍ରୀଡା, ମନୋରଞ୍ଜନ, ସଂସ୍କୃତିକୁ ମଜଭୂତ କରିବା ପାଇଁ ଏକ ମାଧ୍ୟମ ଅଟେ। ଏହା ସହ ଆମ ଦେଶର ବିଭିନ୍ନ ଶାସ୍ତ୍ରରେ ଖେଳାନା ବିଷୟରେ ବର୍ଣ୍ଣନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର: ନଭେମ୍ୱର ଶେଷ ବଳକୁ ବଦଳିବ ପେମେଣ୍ଟ ନିୟମ? ଲାଗିବ ଏକ୍ସଟ୍ରା ଚାର୍ଜ!

ନୂଆଦିଲ୍ଲୀ,୧୦।୧୧: ପର୍ୱପର୍ୱାଣୀ ଶେଷ ହେବା ପରେ ୟୁପିଆଇ (UPI) ପେମେଣ୍ଟ ଉପରେ ଏମଡିଆର (MDR) ଚାର୍ଜକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ୨,୦୦୦ ଟଙ୍କାରୁ ଅଧିକ ଟ୍ରାଞ୍ଜାକ୍ସନ…

EPFOକୁ ନେଇ ଆସିଲା ବଡ଼ ଅପଡେଟ୍‌: ୩ ଗୁଣ ବଢିଯିବ ପ୍ରାଇଭେଟ୍‌ କର୍ମଚାରୀଙ୍କ…

ନୂଆଦିଲ୍ଲୀ,୧୦।୧୧: ଘରୋଇ କ୍ଷେତ୍ରରେ କାମ କରୁଥିବା କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ମିଳିପାରେ ବଡ଼ ଉପହାର। ଏମ୍ପ୍ଲଏଜ ପ୍ରୋଭିଡେଣ୍ଟ ଫଣ୍ଡ ଅର୍ଗାନାଇଜେସନ (EPFO) ଆସନ୍ତା ନଭେମ୍ବର ୧୯ ତାରିଖରେ…

ମଧ୍ୟବିତ୍ତଙ୍କୁ ଝଟ୍‌କା: Surf Excel ରୁ Wheel ପର୍ଯ୍ୟନ୍ତ ସବୁ ଡିଟରଜେଣ୍ଟ ପାଉଡର୍‌ ଦର ବଢ଼ିଲା; ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୧୦।୧୧: ସାଧାରଣ ଲୋକଙ୍କ ରୋଷେଇ ପରେ ବର୍ତ୍ତମାନ ଲଣ୍ଡ୍ରି ବଜେଟ ମଧ୍ୟ ବିଗିଡ଼ିବାକୁ ଯାଉଛି। ଏଫଏମସିଜି (FMCG) ଦିଗ୍ଗଜ କମ୍ପାନୀ ହିନ୍ଦୁସ୍ତାନ ୟୁନିଲିଭର ଲିମିଟେଡ (HUL) ଏହାର…

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୬: ପରିବେଶ ପରିବର୍ତ୍ତନ କ୍ଷେତ୍ରରେ ଯୁବପିଢ଼ିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଶିଳ୍ପାୟନ ବୃଦ୍ଧି ଯୋଗୁ ପରିବେଶ ଉପରେ ପ୍ରଭାବ ପଡୁଛି। ବିଭିନ୍ନ କାରଣରୁ ଆମେ ଗଛ କାଟି ସେହି ସ୍ଥାନରେ ବଡ଼ ବଡ଼ ଅଟ୍ଟାଳିକା ନିର୍ମାଣ କରୁଛୁ। ଆମେ…

କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଖୁସି ଖବର! ଅଷ୍ଟମ ବେତନ ଆୟୋଗରେ ମିଳିବ ଏତିକି ଲକ୍ଷ

ନୂଆଦିଲ୍ଲୀ,୯।୧୧: ଦେଶର ୧ କୋଟିରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଓ ପେନ୍‌ସନ୍‌ଭୋଗୀଙ୍କ ପାଇଁ ଅଷ୍ଟମ ବେତନ ଆୟୋଗ ଏକ ବଡ଼ ଆଶା ସୃଷ୍ଟି କରିଛି । ସପ୍ତମ…

ଦୀପାବଳି ପରେ UPI ଟ୍ରାଞ୍ଜାକ୍ସନରେ ଲାଗିବ ଏକ୍ସଟ୍ରା ଚାର୍ଜ? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୭।୧୧: ଯଦି ଆପଣ ଦୋକାନ ଚଲାଉଛନ୍ତି କିମ୍ୱା କୌଣସି ବ୍ୟବସାୟରେ ଡିଜିଟାଲ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ UPI ସହିତ ଜଡିତ ଏହି ପରିବର୍ତ୍ତନ ଆପଣଙ୍କ ପାଇଁ…

ସବୁଜିମା ସୃଷ୍ଟି କରି ଦାୟିତ୍ୱ ନେବା ଆବଶ୍ୟକ

୨୦୨୬ ରୁ ୨୦୩୬ ମଧ୍ୟରେ ନୂତନ ସବୁଜିମା ସୃଷ୍ଟି କରିବା ଏବଂ ତାହାର ଦାୟିତ୍ୱ ନେବା ପାଇଁ ଆମେ ସମସ୍ତେ ଆଗେଇ ଆସିବା ଦରକାର। ଗଛ ଆମକୁ…

୬ ବର୍ଷରେ ନିବେଶକଙ୍କ ସବୁଠୁ ଲାଭଦାୟକ ସପ୍ତାହ

ମୁମ୍ବାଇ,୭ା୧୧: ବୈଶ୍ୱିକ ସ୍ତରରେ ପୁଞ୍ଜିବଜାରର ମାନ୍ଦାବସ୍ଥା ସତ୍ତ୍ୱେ ଭାରତୀୟ ଶେୟାର ବଜାରର ସାମ୍ପ୍ରତିକ ସ୍ଥିତି ଉତ୍ତମ ରହିଛି। ଚଳିତ ସପ୍ତାହରେ ଉଭୟ ବିଏସ୍‌ଇ ସେନ୍‌ସେକ୍ସ ଏବଂ ନ୍ୟାଶନାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?