ଦମ୍ପତିଙ୍କ ଆତ୍ମହତ୍ୟା

ଯାଜପୁର ଅଫିସ,୧୭ା୭: ଯାଜପୁର ଜିଲା ଯାଜପୁରରୋଡ୍‌ ଥାନା ଅନ୍ତର୍ଗତ ଦଳା ଶିବମନ୍ଦିର ନିକଟସ୍ଥ ଏକ ଭଡ଼ାଘରୁ ରବିବାର ପୂର୍ବାହ୍ନରେ ଦମ୍ପତିଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଜବତ କରାଯାଇଛି। ମୃତକ ହେଲେ ଶଙ୍କର ଦୟାଲ ନାୟକ(୨୭) ଏବଂ ତାଙ୍କ ସ୍ତ୍ରୀ। ତାଙ୍କ ଘର ବାଲେଶ୍ବର ଜିଲା ଫୁଲୱାର କସବା ଅଞ୍ଚଳର ବୋଲି ଜଣାପଡ଼ିଛି। ଶଙ୍କର କଳିଙ୍ଗନଗର ଜିନ୍ଦଲ ଷ୍ଟେନ୍‌ଲେସ ଷ୍ଟିଲ୍‌ରେ କାମ କରୁଥିଲେ। ତେବେ ଆତ୍ମହତ୍ୟାର କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିତ୍ତିଭୂମି ନାହିଁ,ଚାଷ ଛାଡ଼ୁଛନ୍ତି ଚାଷୀ

କେନ୍ଦ୍ରାପଡ଼ା ଅଫିସ,୨୪।୧: କେନ୍ଦ୍ରାପଡ଼ା ଜିଲା ସର୍ଭେ ରିପୋର୍ଟ ଅନୁଯାୟୀ ମଧ୍ୟମ ଓ ବୃହତ୍‌ ଶିଳ୍ପ ସଂଖ୍ୟା ଶୂନ । ଜିଲାର ଅର୍ଥନୀତି ୭୯ ପ୍ରତିଶତ ଚାଷ...

ଡେପୁଟି କଲେକ୍ଟରଙ୍କ ଲମ୍ବିଛି ସମ୍ପତ୍ତି ଲିଷ୍ଟ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଜଗତ୍‌ସିଂହପୁର ଡେପୁଟି କଲେକ୍ଟର ଚିତ୍ତରଞ୍ଜନ ପିଲ୍ଲାଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୯ଟି ସ୍ଥାନରେ ଚଢ଼ାଉ ଚାଲିଛି। ଭୁବନେଶ୍ବର ଓ ବାଲେଶ୍ବରରେ...

ମିଲ ଫଣ୍ଡକୁ ସହାୟତା ପାଇଁ ବିଧାୟିକାଙ୍କୁ ଚେକ ପ୍ରଦାନ

ବେଗୁନିଆପଡା,୨୦ା୪(ଡି.ଏନ.ଏ.)- ଲକ୍‌ଡାଉନ ପାଇଁ ସରକାର ରାଶନକାର୍ଡଧାରୀଙ୍କୁ ବିଭିନ୍ନ ସହାୟତା ପ୍ରଦାନ କରୁଛନ୍ତି। ତେବେ ଅନେକ ଅସହାୟ ଓ ଗରିବ ବିଭିନ୍ନ କାରଣରୁ କାର୍ଡ ପାଇପାରିନାହାନ୍ତି। ଏହି...

ଲକ୍‌ଡାଉନ୍‌ରେ ସକ୍ରିୟ ମଦ ମାଫିଆ: ଦେଶୀ ମଦ ରନ୍ଧା ଭାଟି ଉପରେ ବେଗୁନିଆ ପୋଲିସର ଚଢ଼ାଉ, ନଷ୍ଟ କଲା ୨ହଜାର ଲିଟର ପୋଚ୍‌

ବେଗୁନିଆ,୯।୪ (ଡି.ଏନ୍‍.ଏ): ଖୋର୍ଦ୍ଧା ଜିଲା ବେଗୁନିଆ ପୋଲିସ ଗୁରୁବାର ଏକ ଦେଶୀ ରନ୍ଧା ମଦଭାଟି ଉପରେ ଚଢ଼ାଉ କରିଥିବା ସୂଚନା ମିଳିଛି। ଏହି ଘଟଣାରେ ମାଫିଆମାନେ...

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପ୍ରତାପ ଷଡ଼ଙ୍ଗୀ

ନୂଆଦିଲ୍ଲୀ,୭ା୭: କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ପ୍ରତାପ ଷଡ଼ଙ୍ଗୀ ଇସ୍ତଫା ଦେଇଥିବା ସୂଚନା ମିଳିଛି। ସଂପ୍ରସାରଣ ଅବସରରେ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ଏମ୍‌ଏସ୍‌ଏମ୍‌ଇ ଓ ପଶୁସମ୍ପଦ ବିଭାଗ...

୪୦ ଲିଟର ମହୁଲି ମଦ ଜବତ, ଦୁଇ ଗିରଫ

ବାଲିଗୁଡା,୨୦।୧୦: ବାଲିଗୁଡା ପୋଲିସ ଚଢାଉ କରି ମହୁଲି ମଦ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରି କୋର୍ଟଚାଲଣ କରିଛି। ସେମାନେ ହେଲେ ମହିଳା...

ନିଜ ହାତରେ ଆବର୍ଜନା ସଫା କଲେ ରାଇକିଆ ବିଡିଓ

ରାଇକିଆ,୨୬।୭(ଡି.ଏନ୍‌.ଏ.)- ମହାମାରୀ କରୋନା ପାଇଁ ସବୁଠି ଲକ୍‌ ଡାଉନ୍‌, ଶଟ୍‌ଡାଉନ ଚାଲିଛି। ଏଭଳି ସମୟରେ କନ୍ଧମାଳ ଜିଲା ରାଇକିଆ ବିଡିଓ ପ୍ରବୀଣ କୁମାର ବାଣୁଆ ନିଜ...

‘ଯବାନମାନେ ହିଁ ପ୍ରକୃତ ସ୍ବାଧୀନତା ସଂଗ୍ରାମୀ’

ନୟାଗଡ଼ ଅଫିସ,୧୫।୮-୧୯୪୭ ମସିହା ଅଗଷ୍ଟ ୧୫। ୭୨ ବର୍ଷ ତଳେ ଏହି ଦିନ ଆମ ଦେଶ ଚାଖିଥିଲା ସ୍ବାଧୀନତାର ସ୍ବାଦ। ଗୁରୁବାର ଦେଶ ପାଳନ କରିବ...

Advertisement
Archives

Model This Week