Posted inଫୁରସତ

ଅଧିକ ଟଙ୍କା ଖର୍ଚ୍ଚ ନ କରି ୩ ଅତିଥିଙ୍କ ଉପସ୍ଥିତିରେ ବିବାହ କଲେ ଏହି ଯୋଡ଼ି, କାରଣ ଜାଣିଲେ…

ପ୍ରେମୀଯୁଗଳ ବିବାହରେ ଅଧିକ ଟଙ୍କା ଖର୍ଚ୍ଚ କରିବେ ନାହିଁ ବୋଲି ନିଷ୍ପତ୍ତି ନେଇ ମାତ୍ର ୩ ଅତିଥିଙ୍କ ମଧ୍ୟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଯଦିଓ ଏହି ବାହାଘର କିଛି ଲୋକଙ୍କୁ ଆଶ୍ଚର୍ଯ୍ୟ କରୁଥାଏ ତେବେ ଏହା ପଛରେ ଏକ କାରଣ ରହିଛି। ଯାହା ଜାଣିଲେ ଆପଣ ମଧ୍ୟ ପ୍ରଶଂସା କରି କହିବେ ଯାହା ହୋଇଛି ଠିକ୍‌ ହୋଇଛି।
ବ୍ରିଟେନରେ ରହୁଥିବା ବେଥ୍‌ ବେଟ୍‌ସ ଏବଂ ଜ୍ୟାକ୍‌ ପରସ୍ପରକୁ ଭଲ ପାଉଥିଲେ। ପରେ ବିବାହ ପାଇଁ ଉଭୟେ ନିଷ୍ପତ୍ତି ନେଇଥିଲେ। ଯାହାକି ସବୁଠୁ ଉତ୍ତମ ଆଉ ବୁଦ୍ଧିମତ୍ତାର ନିଷ୍ପତ୍ତି ଥିଲା। ନିଷ୍ପତ୍ତିଟି ହେଲା ସେମାନେ ବିବାହରେ ଅଧିକ ଅତିଥି ଡାକି ଅଯଥାରେ ଅର୍ଥ ଅପବ୍ୟୟ କରିବାକୁ ଚାହୁଁ ନ ଥିଲେ। ବିବାହରେ ଖର୍ଚ୍ଚ ହେବାକୁ ଥିବା ଟଙ୍କାରେ ସେ ଭଭୟଙ୍କ ପାଇଁ ଏକ ବିଳାସୂପୂର୍ଣ୍ଣ ଘର କିଣିବାକୁ ମନସ୍ଥ କରିଥିଲେ। ତେଣୁ ଅଯଥାରେ ଅତିଥି ଡାକି ଟଙ୍କା ଖର୍ଚ୍ଚ କରିବାକୁ ପସନ୍ଦ କରୁ ନ ଥିଲେ। ଫଳସ୍ବରୂପ ସେ ମାତ୍ର ୩ ଜଣ ଅତିଥିଙ୍କୁ ଏହି ବିବାହରେ ଡାକିଥିଲେ।

ଖାଲି ସେତିକି ନୁହେଁ, ଏହି ବିବାହ ଖୁବ୍‌ ନିରାଡମ୍ବର ଥିଲା। ସେ ଯେଉଁ ଡ୍ରେସ୍‌ ପିନ୍ଧିଥିଲେ ତା’ର ଦାମ୍‌ ମାତ୍ର ୨ ହଜାର ଟଙ୍କା ଥିଲା। ସାଧାରଣତଃ ଆଜିକାଲି ସମୟରେ ବ୍ରିଟେନରେ ଏକ ବିବାହ ହେଲେ ପ୍ରାୟ ୩୦ ଲକ୍ଷ ଟଙ୍କା ଖର୍ଚ୍ଚ ହେଉଛି। ମାତ୍ର ଏହି ଯୋଡ଼ିଙ୍କ ବିବାହରେ କେବଳ ୪୦ ହଜାର ଟଙ୍କା ଖର୍ଚ୍ଚ ହୋଇଥିଲା।

ବିବାହରୁ ବଞ୍ଚିଥିବା ଟଙ୍କାରେ ସେ ଥ୍ରି ବିଏଚ୍‌୍‌କେ ଏକ ଫ୍ଲାଟ୍‌ କିଣିଥିଲେ। ବେଥ୍‌ କହିଛନ୍ତି, ବିବାହ ପୂର୍ବରୁ ତାଙ୍କର ଏକ ପିଲା ଥିଲା ଏବେ ଦ୍ୱିତୀୟ ପିଲା ହେବା ପୂର୍ବରୁ ସେ ଘର କିଣି ନେବାକୁ ଚାହୁଁଥିଲେ। ବେଥ୍‌ କହିଛନ୍ତି, ଏହି ବିବାହରେ ସମ୍ପର୍କୀୟଙ୍କୁ ଡାକି ନ ଥିବାରୁ ସେମାନେ ଅଭିମାନ କରିଛନ୍ତି। ମାତ୍ର ତାଙ୍କ ମାତାପିତା ଏହି ବିବାହରେ ବହୁତ ଖୁସି ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ

ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri