କନିଅର ମଞ୍ଜି ଖାଇ ଦମ୍ପତି ଗୁରୁତର

କେନ୍ଦୁଝର,୧୧ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଖେଣ୍ଡେରା ଗ୍ରାମରେ ବିଷ (କନିଆ) ମଞ୍ଜି ଖାଇ ଦମ୍ପତ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଦମ୍ପତି ହେଲେ ଗ୍ରାମର ବ୍ରାହ୍ମଣୀ ପାତ୍ର (୫୫) ଓ ତାଙ୍କ ସ୍ବାମୀ ଗୋବିନ୍ଦ ପାତ୍ର (୬୨)। ଉଭୟ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଦମ୍ପତି ଅପରାହ୍ଣରେ କନିଅର ମଞ୍ଜି ଖାଇଦେଇଥିଲେ। ଅସୁସ୍ଥ ହେବାରୁ ଗ୍ରାମବାସୀ ଉଭୟଙ୍କୁ ଝୁମ୍ପୁରା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ସନ୍ତାନ ସନ୍ତତି ନାହାନ୍ତି। ଅଭାବ ଅନଟନରେ ଚିନ୍ତାରେ ରହୁଥିବା ସ୍ଥାନୀୟ ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହତ ହରିଣର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ପାଟଣା ,୧୪।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ସାହାରପଡା ସେକ୍ସନ ବେଲସରେଇ ଗ୍ରାମର ସୁଶୀଲ ମହାନ୍ତଙ୍କ ପରିବା ବଗିଚାରୁ ମଙ୍ଗଳବାର ସକାଳୁ ଏକ ଆହତ ହରିଣକୁ ବନ...

ସୋର ବିଧାନସଭା ପ୍ରାର୍ଥୀ ପରିବର୍ତ୍ତନ କଲା ଭାଜପା, ରାଜୁ ଦାସଙ୍କ ବଦଳରେ ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୧୪।୫: ଭାଜପା ସୋର ବିଧାନସଭା ପ୍ରାର୍ଥୀ ବଦଳାଇଛି । ରାଜୁ ଦାସଙ୍କୁ ପରିବର୍ତ୍ତନ କରି ପର୍ଶୁରାମ ଧଡ୍ଡାଙ୍କୁ ଭାଜପା ପ୍ରାର୍ଥୀ ଘୋଷଣା କରିଛି। ନିକଟରେ ବିଜେଡି...

ମେ ୧୫ରେ କଟକରେ ଅମିତ ଶାହାଙ୍କ ମେଗା ରୋଡ ଶୋ’

କଟକ,୧୪।୫: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମେ ୧୫ରେ କଟକରେ ଏକ ମେଗା ରୋଡ ଶୋ’ କରିବେ। ଏହି ରୋଡ ଶୋ’ ଅପରାହ୍ନ ୪ଟାରୁ...

ଅବହେଳିତ ଅବସ୍ଥାରେ ପଟ୍ଟାମୁଣ୍ଡାଇ ପୌରାଞ୍ଚଳ

ପଟ୍ଟାମୁଣ୍ଡାଇ,୧୪ା୫ (କଳ୍ପତରୁ ନାୟକ):ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ରାସ୍ତାଠାରୁ ଆରମ୍ଭ କରି ଡ୍ରେନ, ଟ୍ରାଫିକ୍‌, ଆଲୋକୀକରଣ, ସୌନ୍ଦର୍ଯ୍ୟକରଣ, ପରିମଳ ବ୍ୟବସ୍ଥା ଆଦି ଅବ୍ୟବସ୍ଥିତ ଓ ପ୍ରହସନ ପାଲଟିଛି। ଏସବୁ...

ଭୋଟ ବର୍ଜନ କଲେ ଅଞ୍ଚଳବାସୀ

ମୋହନା,୧୪/୫(ମନ୍ମଥ ମିଶ୍ର):ସାଧାରଣ ନିର୍ବାଚନ ପାଇଁ ସୋମବାର ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ହୋଇଛି। ଗଜପତି ଜିଲା ମୋହନା ନିର୍ବାଚନ ମଣ୍ଡଳୀରେ ଶାନ୍ତିପୂର୍ଣ୍ଣ ଭାବେ ୨୯୭ଟି ଭୋଟ...

ଜଳକଷ୍ଟରେ ଜଗନ୍ନାଥପ୍ରସାଦବାସୀ

ଖଣ୍ଡପଡ଼ା,୧୪ା୫(ଅଜୟ କୁମାର ମହାରଣା):ଖଣ୍ଡପଡ଼ା ବ୍ଲ୍ଳକ ଅଧୀନ ଜଗନ୍ନାଥପ୍ରସାଦର ପ୍ରାୟ ୩ ହଜାରରୁ ଊର୍ଦ୍ଧ୍ୱ ଜନସାଧାରଣ ଆବଶ୍ୟକ ପାନୀୟ ଜଳ ନ ପାଇ ଗ୍ରୀଷ୍ମ ପ୍ରବାହ ସମୟରେ...

ପରୀକ୍ଷାଗାରରେ ଯାଞ୍ଚ ପାଇଁ ଅନାଗ୍ରହ

ଯାଜପୁର,୧୪ା୫(ହର୍ଷବର୍ଦ୍ଧନ ବେହେରା):ରାସ୍ତା ଓ ଗୃହ (ଆର୍‌ ଏଣ୍ଡ ବି) ନିର୍ମାଣ ବା ପୂର୍ତ୍ତ ବିଭାଗ ଅଧୀନରେ ଚାଲିଥିବା ବିଭିନ୍ନ ଉନ୍ନୟନ ପ୍ରକଳ୍ପର ମାନ ଯାଞ୍ଚ ପାଇଁ...

ଓଡ଼ିଆ ଅନର୍ସ ପାଇଁ ଅନୁମତି ମିଳିଲା ନାହିଁ

ବରୀ,୧୪ା୫(ମହେନ୍ଦ୍ର ସ୍ବାଇଁ: ଯାଜପୁର ଜିଲା ବରୀ ବ୍ଲକ ଅନ୍ତର୍ଗତ ଅଭିମନ୍ୟୁ ସାମନ୍ତସିଂହାର ଡିଗ୍ରୀ ମହାବିଦ୍ୟାଳୟରେ ଓଡ଼ିଆ ଭାଷା ସାହିତ୍ୟ ବିଭାଗରେ ଓଡ଼ିଆ ପାଠ୍ୟକ୍ରମରେ ଅନର୍ସ ନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri