ପରିବା କିଆରୀ ଜଗିଥିଲେ, ଦମ୍ପତିଙ୍କୁ ଦଳିଦେଲା ହାତୀ

ପାଇକମାଳ, ୨୬।୮(ବଡ ଶତପଥୀ): ବରଗଡ଼ ଜିଲା ପାଇକମାଳ ଥାନା ଅନ୍ତର୍ଗତ ଧାନ୍ଦୁପାଲି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ପରିବା କିଆରୀ ଜଗିଥିବା ସମୟରେ ହାତୀ ଆକ୍ରମଣରେ ଦମ୍ପତିଙ୍କ ଜୀବନ ଯାଇଛି। ମୃତକମାନେ ହେଲେ, ଉକ୍ତ ଗ୍ରାମର ବଲରାମ ରଣା (୫୮) ଓ ସ୍ତ୍ରୀ ଶଶୀ (୫୨) । ଉଭୟେ ନିଜ ପରିବା କିଆରୀ ନିକଟରେ ଥିବା ଝାଟିମାଟି ଘରେ ରହି ପରିବା କିଆରୀ ଜଗିଥିବା ବେଳେ ଏକ ବଣୁଆ ହାତୀ ଆକ୍ରମଣ କରିବାରୁ ସେମାନଙ୍କ ମୃତ୍ୟୁ ହୋଇଛି। ମଙ୍ଗଳବାର ସକାଳୁ ଏହି ଦୁଃଖଦ ଖବର ଅଞ୍ଚଳବାସୀଙ୍କୁ ସ୍ତବ୍ଧ ଓ ଶୋକାଭିଭୁତ କରି ପକାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କଫି ଚାଷ ସମ୍ୱନ୍ଧୀୟ ବ୍ଲକ ସ୍ତରୀୟ କର୍ମଶାଳା , ଯୋଗଦେଲେ ଚାଷୀ

ଦାରିଙ୍ଗବାଡି, ୭।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି କଫି ବଗିଚା ପରିସର ମଧ୍ୟରେ ଗୁରୁବାର କଫି ଚାଷ ସମ୍ୱନ୍ଧୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ…

ରାଜ୍ୟରେ ଘନେଇଲାଣି ପେଟ୍ରୋଲ, ଡିଜେଲ ଅଭାବ

ଗତ ଫେବୃଆରୀ ୨୮ରୁ ଇରାନ୍‌ ସହ ଆମେରିକାର ଓ ଇସ୍ରାଏଲର ଯୁଦ୍ଧ ପରଠାରୁ ସାରା ବିଶ୍ୱରେ ଅର୍ଥନୈତିକ ସଙ୍କଟ ଜଟିଳ ହେବାରେ ଲାଗିଛି। ବିଶେଷକରି ଆରବ ଦେଶଗୁଡ଼ିକରୁ…

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ: ଭାଜପା ନେତା ଶୁଭେନ୍ଦୁ ଅଧିକାରୀଙ୍କ PAଙ୍କୁ ଗୁଳି କରି ହତ୍ୟା, ବାଜିଛି ୩ ରାଉଣ୍ଡ ଗୁଳି

କୋଲକାତା,୬।୫: ପଶ୍ଚିମବଙ୍ଗରୁ ବଡ଼ ଖବର ସାମ୍ନାକୁ ଆସିଛି। ଭାଜପାର ବରିଷ୍ଠ ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ବ୍ୟକ୍ତିଗତ ସହକାରୀ (PA) ଚନ୍ଦ୍ରନାଥ ରଥଙ୍କୁ…

କାଗଜ କଲମରେ ସୀମିତ ‘ଜଙ୍ଗଲ ଅଧିକାର’: ସେମେଳପଦର ଗ୍ରାମବାସୀଙ୍କୁ ମିଳୁନି ହକ୍, ପ୍ରଶାସନିକ ଅବହେଳାରୁ ବଢୁଛି ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କର୍ଲାପାଟ ପଞ୍ଚାୟତର ସେମେଳପଦର ଗ୍ରାମରେ ଜଙ୍ଗଲ ଅଧିକାର ଆଇନ କେବଳ ପ୍ରହସନ…

କୁଟ୍ରୁମାଳି ଜନଶୁଣାଣି ସ୍ଥଗିତ: “ମା’-ମାଟି-ମାଳି” ରକ୍ଷା ପାଇଁ କଳାହାଣ୍ଡି ଓ ରାୟଗଡ଼ାରେ ଗର୍ଜୁଛି ଆନ୍ଦୋଳନ

ଥୁଆମୂଳ ରାମପୁର, ୬।୫ (ଦୁର୍ଗା କୀର୍ତ୍ତି): କୁଟ୍ରୁମାଳି ବକ୍ସାଇଟ୍ ଖଣି ପ୍ରକଳ୍ପକୁ ନେଇ କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାର ଖଣି ପ୍ରଭାବିତ ଅଞ୍ଚଳରେ ତୀବ୍ର ଜନଅସନ୍ତୋଷ ଦେଖାଦେଇଛି।…

ବ୍ରହ୍ମପୁରରୁ ଚୋରି ହୋଇଯାଇଥିଲା ବାଇକ, ଦେଢବର୍ଷ ପରେ ମାଲିକଙ୍କୁ ଫେରାଇଲା କେ. ନୂଆଗାଁ ପୋଲିସ

ଦିଗପହଣ୍ଡି,୬।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ପୋଲିସକୁ ରାସ୍ତାକଡ ରୁ ମିଳିଥିବା ହୋଣ୍ଡା ୟୁନିକର୍ଣ୍ଣ ବାଇକ (ନଂ. ଓଡ଼ି୦୭ ଏଜି – ୪୨୫୦) କୁ…

ବିଶ୍ବରେ ଚହଳ! ଇରାନକୁ ଖୋଲା ଧମକ ଦେଲେ ଟ୍ରମ୍ପ, ହର୍ମୁଜ୍‌ ନ ଖୋଲିଲେ ବୋମାମାଡ଼…

ଓ୍ବାଶିଂଟନ,୬ା୫: ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପୁନର୍ବାର ଇରନକୁ ଧମକ ଦେଇଛନ୍ତି। ତୁରନ୍ତ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ ନ ଖୋଲିରେ ଅଧିକ ବୋମାମାଡ଼ ହେବ ବୋଲି…

କାଲି ତାମିଲନାଡୁରେ ହେବନି ଶପଥ ସମାରୋହ! ଟିଭିକେକୁ ସଂଖ୍ୟାଗରିଷ୍ଠତାର ପ୍ରମାଣ ମାଗିଲେ ରାଜ୍ୟପାଳ

ଚେନ୍ନାଇ,୬ା୫: ତାମିଲନାଡୁରେ ଗୁରୁବାର ହେବାକୁ ଥିବା ବିଜୟଙ୍କ ଶପଥ ଗ୍ରହଣ ସମାରୋହକୁ ସ୍ଥଗିତ ରଖାଯାଇପାରେ । ଥଲାପତି ବିଜୟଙ୍କ ନେତୃତ୍ୱାଧୀନ ତାମିଲାଗା ଭେଟ୍ଟ୍ରି କାଝଗମ୍‌ (ଟିଭିକେ) ତାମିଲନାଡୁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri