ଏବେ ନୁହେଁ ୨୦୨୩ରେ ବିବାହ କରିବେ ଏହି ଯୋଡ଼ି!

ବଲିଉଡ୍‌ ଅଭିନେତ୍ରୀ ଆଥିଆ ଶେଟ୍ଟି ଏବଂ କେ.ଏଲ ରାହୁଲ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରୁହନ୍ତି। ଦୁହେଁ ଏବେ ବିବାହ କରିବେ ବୋଲି ଜୋରଦାର ଚର୍ଚ୍ଚା ଚାଲିଛି। ପ୍ରଶଂସକମାନେ ମଧ୍ୟ ଖୁବଶୀଘ୍ର ସେମାନଙ୍କ ବିବାହ ଦେଖିବାକୁ ଅପେକ୍ଷା କରି ରହିଛନ୍ତି । ହେଲେ ଏହି ଲଭ୍‌ବାର୍ଡ ଏବେ ବିବାହ କରିବାକୁ ଚାହୁଁନଥିବା ଜଣାପଡ଼ିଛି।
ଏକ ରିପୋର୍ଟ ଅନୁଯାୟୀ, ଆଥିଆ ଶେଟ୍ଟୀ ଏବଂ କେ.ଏଲ ରାହୁଲଙ୍କ ପରିବାର ବିବାହକୁ ଆଗକୁ ବଢାଇବାକୁ ଯୋଜନା କରୁଛନ୍ତି । ୨୦୨୩ ଜାନୁଆରୀ କିମ୍ବା ଫେବୃଆରୀରେ ଦୁହେଁ ବିବାହ କରିବେ ବୋଲି କୁହାଯାଉଥିବା ବେଳେ ବିବାହ କେଉଁଠାରେ ଏବଂ କିପରି ହେବ ସେନେଇ କିଛି ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷମା ମାଗିଲେ ହେମା !

ମୁମ୍ବାଇ: ବଲିଉଡ୍‌ ଡ୍ରିମ ଗର୍ଲ ଏବେ ଖୁବ୍‌ ଚର୍ଚ୍ଚାରେ। ନିକଟରେ କେତେଜଣ ସୋସିଆଲ ମିଡିଆ ୟୁଜର୍ସ ଏକ ବିଜ୍ଞାପନକୁ ନେଇ ହେମାଙ୍କୁ ଟ୍ରୋଲ୍‌ କରିବା ପରେ...

ନୌସେନା ଜାହାଜରେ ସମୟ ବିତାଇଲେ ସଲମାନ

ନୂଆଦିଲ୍ଲୀ: ବଲିଉଡ୍‌ ଅଭିନେତା ସଲମାନ ଖାନ୍‌ ଫିଲ୍ମ ଶୁଟିଂରୁ ବ୍ରେକ୍‌ ନେଇ ଗୁରୁବାର ଦିନସାରା ଭାରତୀୟ ନୌସେନା ସହ ସମୟ ବିତାଇଛନ୍ତି। ନୌସେନା ଜାହାଜ ଆଇଏନ୍‌ଏସ୍‌...

ମୁହଁ ଲୁଚାଇ ଇଦ୍‌ ପାଳିଲେ ସାରା-କାର୍ତ୍ତିକ

ମୁମ୍ବାଇ,୬।୬: ବି ଟାଉନର ଚର୍ଚ୍ଚିତ ଯୋଡି ସାରା ଅଲ୍ଲୀ ଖାଁ ଓ କାର୍ତ୍ତିକ ଆର୍ୟନ ଏବେ ପୁଣି ଚର୍ଚ୍ଚା ପରିସରକୁ ଚାଲି ଆସିଛନ୍ତି। ବୁଧବାର ଇଦ୍‌...

ସିଦ୍ଧାର୍ଥଙ୍କ ମୃତ୍ୟୁ ପରେ କୋମାକୁ ଚାଲିଗଲେ ପ୍ରଶଂସକ

ମୁମ୍ବାଇ: ବିଗ୍‌ବସ୍‌-୧୩ ବିଜେତା ସିଦ୍ଧାର୍ଥ ଶୁକ୍ଳାଙ୍କ ମୃତ୍ୟୁକୁ ଏବେ ବି ସହଜରେ ଗ୍ରହଣ କରିପାରୁନାହାନ୍ତି ତାଙ୍କ ପ୍ରଶଂସକ। ଜଣେ ବ୍ୟକ୍ତି ଜଣେ ଯୁବତୀଙ୍କ ଫଟୋ ଶେୟାର...

ଆଖିବୁଜିଲେ ପ୍ରସିଦ୍ଧ ଅଭିନେତ୍ରୀ

ଷାଠିଏ ଦଶକରେ ନିଜର ଅଭିନୟ ଏବଂ ସୌନ୍ଦର୍ଯ୍ୟ ମାଧ୍ୟମରେ ଲୋକଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିବା ଅଭିନେତ୍ରୀ ରାକ୍ୱେଲ ୱେଲଚ ୮୨ ବର୍ଷ ବୟସରେ...

ବ୍ୟାକ୍‌ଗ୍ରାଉଣ୍ଡ ଭଏସ୍‌ରେ ପିତାଙ୍କ ସହ ତାଳ ଦେବେ ଆର୍ୟନ

ମୁମ୍ବାଇ: ବଡ଼ ପରଦାରେ ବାପା ଶାହରୁଖ ଖାଁଙ୍କ ସହ ନିଜର ପ୍ରଚ୍ଛଦ ସ୍ବର ଦେବାକୁ ଯାଉଛନ୍ତି ପୁଅ ଆର୍ୟନ। ଅନ୍ତରାଷ୍ଟ୍ରୀୟ କମ୍ପାନୀ ଡିଜନୀର ଅପ୍‌ କମିଂ...

ଲେଖିକା ହେବାକୁ ମନ ବଳାଇଲେଣି ମଲାଇକା

ମୁମ୍ବାଇ: ବଲିଉଡ୍‌ ଆଇଟମ୍‌ ଗର୍ଲ ମଲାଇକା ଆରୋରାଙ୍କୁ କିଏ ବା ନ ଜାଣେ। ତାଙ୍କର ଫିଟ୍‌ନେଶ ଏବଂ ଲୁକ୍‌କୁ ନେଇ ଚର୍ଚ୍ଚାରେ ରୁହନ୍ତି। ଏହାରି ଭିତରେ...

ବାପା ବୋନି କପୁରଙ୍କ ସହ ସ୍କ୍ରିନ ଶେୟାର କରିବେ ଜାହ୍ନବୀ

ବଲିଉଡ ଅଭିନେତ୍ରୀ ଜାହ୍ନବୀ କପୁର ଅଭିନୟ ଏବଂ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏବେ ତାଙ୍କର ଆଗାମୀ ଫିଲ୍ମ ‘ଗୁଡ ଲକ ଜେରୀ’ର ପ୍ରମୋସଶନରେ ବ୍ୟସ୍ତ...

Advertisement
Archives

Model This Week