୨୦ରୁ ୨୪ ପର୍ଯ୍ୟନ୍ତ ବନ୍ଦ ରହିବ କୋର୍ଟ

କେନ୍ଦୁଝର,୧୯।୪(ସ୍ବ.ପ୍ର.): କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ କୋର୍ଟ କାର୍ଯ୍ୟରୁ ଓକିଲମାନେ ବିରତ ରହିବେ ବୋଲି ଜିଲା ଓକିଲ ସଂଘ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଚଳିତମାସ ୨୦ ରୁ ୨୪ ପର୍ଯ୍ୟନ୍ତ ବାର୍‌ ବନ୍ଦ ରଖିବା ନେଇ ସଂଘ କାର୍ଯ୍ୟକାରୀ କମିଟି ନିଷ୍ପତ୍ତି ନେଇ ଜିଲା ଜଜ୍‌ଙ୍କୁ ଚିଠି ଲେଖିଥିବା ସମ୍ପାଦକ ଆଲୋକ ମହାନ୍ତ ଜଣାଇଛନ୍ତି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଜାମିନ ଶୁଣାଣି କରାଯାଇପାରିବ ବୋଲି କୁହାଯାଇଛି। ଏହି ସମୟରେ କୋର୍ଟ ପରିସରକୁୁ ବିଶୋଧନ କରିବା ପାଇଁ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହାଇଓ୍ବା ଧକ୍କା: ଜଣେ ମୃତ, ଜଣେ ଗୁରୁତର; ସ୍ଥାନୀୟ ଲୋକଙ୍କ ରାସ୍ତାରୋକୋ

ବଅଁରପାଳ,୯।୧(ଡି.ଏନ୍‌.ଏ.): ୫୫ ନଂ. ଜାତୀୟ ରାଜପଥର ବଅଁରପାଳ ଥାନା ସନ୍ତ୍ରୀ ଛକ ନିକଟରେ ଗୁରୁବାର ସକାଳେ ଏକ ହାଇଓ୍ବା ଧକ୍କାରେ ପୁରୁଣାଗଡ଼ ଅଞ୍ଚଳର ମନୁ ବାରିକ(୨୫)...

ପଦ୍ମନାଭପୁର ଗାଁକୁ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ଦିଗପହଣ୍ଡି,୨୫ା୬(ଡି.ଏନ୍‌.ଏ.): କୋଭିଡ୍‌-୧୯ ପରିପ୍ରେକ୍ଷୀରେ ସାମାଜିକ ଦୂରତ୍ୱ ବଜାୟ ରଖିବା ଏବଂ ମାସ୍କ ପରିଧାନ କରିବା ନେଇ ପ୍ରଶାସନ କଡ଼ା ନଜର ରଖିଥିବା ବେଳେ ଗୁରୁବାର ଦିଗପହଣ୍ଡି...

ଫି’ ହ୍ରାସ ନିର୍ଦ୍ଦେଶ ନ ମାନିଲେ ସ୍କୁଲ ସ୍ବୀକୃତି ପ୍ରତ୍ୟାହାର ହେଉ

କଟକ ଅଫିସ, ୩ା୨: କରୋନା ମହାମାରୀରେ ଆର୍ଥିକ ସମସ୍ୟାକୁ ନେଇ ବେସରକାରୀ ସ୍କୁଲରେ ଫି’ ଆଦାୟକୁ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର ପୂର୍ବରୁ ହୋଇଥିବା...

ରାସ୍ତା କଡ଼ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ଝାରସୁଗୁଡା ଅଫିସ୍‌/ଲଖନପୁର,୧୩ା୯(ଡି.ଏନ୍‌.ଏ.):ଝାରସୁଗୁଡା ଜିଲା ଚନ୍ଦନୀମାଲ ଗ୍ରାମର ଜନୈକ ମହିଳା ଗୁରୁବାର କାମରେ ଯାଉଥିବାବେଳେ ଚିଚିନ୍ଦା ଗ୍ରାମ ବ୍ରିଜ୍‌ ନିକଟରେ ଏକ ନବଜାତ ଶିଶୁ କାନ୍ଦୁଥିବା ଶୁଣି...

ହ୍ରାସ ପାଉଛି ଅଟୋରିକ୍ସା ଯାତ୍ରୀଙ୍କ ସଂଖ୍ୟା

ବ୍ରହ୍ମପୁର ଅଫିସ, ୧ା୨-ବ୍ରହ୍ମପୁର ମହାନଗର ନିଗମରେ ସିଟି ବସ ଚାଳାଚଳ ଯୋଗୁ ଅଟୋର ଚାହିଦା କ୍ରମଶଃ କମିବାରେ ଲାଗିଛି। ବ୍ରହ୍ମପୁରରେ ପୂର୍ବରୁ ଗୋପାଳପୁର, ଛତ୍ରପୁର, ହିଞ୍ଜିଳିକାଟୁ...

ବନ୍ଧୁକ ଦେଖାଇ ବ୍ୟବସାୟୀଙ୍କୁ ଅପହରଣ

ସମ୍ବଲପୁର,୧୦ା୭(ବ୍ୟୁରୋ)-ସମ୍ବଲପୁର ଜିଲା ଶାସନ ଥାନା ଅଧୀନ ବାଇପାସ୍‌ ରାସ୍ତାରେ ଶୁକ୍ରବାର ମଧ୍ୟାହ୍ନ ୧୨ଟାରେ ବନ୍ଧୁକ ଦେଖାଇ ଜଣେ ବ୍ୟବସାୟୀଙ୍କୁ କେତେକ ଅଚିହ୍ନା ଯୁବକ ଉଠାଇ ନେଇଛନ୍ତି।...

ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ବେଆଇନ ପାର୍କିଂ: ଜରୁରୀ କଲ୍‌ ଆସିଲେ ବାହାରିପାରୁନି ଆମ୍ବୁଲାନ୍ସ

ଗଞ୍ଜାମ,୩୧ା୫(ଡି.ଏନ୍‌.ଏ.): ଗଞ୍ଜାମ ସହର ବଡ଼ ବଜାରଠାରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରକୁ ସରକାର ୧୦୮ ଆମ୍ବୁଲାନ୍ସ ସେବା ଯୋଗାଇ ଦେଇଛନ୍ତି। ମେଡିକାଲ ସମ୍ମୁଖରେ ରହୁଥିବା ଏହି ଆମ୍ବୁଲାନ୍ସ ନିକଟରେ...

ଅର୍ଥ ଅମଳ କରୁଛି ପୌରପାଳିକା : ବସିବାଯୋଗ୍ୟ ନୁହେଁ ତାଳଚେର ବସ୍‌ଷ୍ଟାଣ୍ଡ

ତାଳଚେର,୧୬ା୫(ନି.ପ୍ର.)- କଳାହୀରାର ସହର ତାଳଚେର। ଏଠାରେ ଅଛି ଏକାଧିକ ରାଷ୍ଟ୍ରାୟତ୍ତ ଉଦ୍ୟୋଗ। ଅର୍ଥର ଆଦୌ ଅଭାବ ନାହିଁ କହିଲେ ଚଳେ। ଜିଲା ଖଣିଜ ପାଣ୍ଠି ଅର୍ଥ...

Advertisement


Archives

Model This Week