ଆଜି ସୁମିତ-ତପସ୍ବିନୀଙ୍କୁ ରାୟ ଶୁଣାଇବେ କୋର୍ଟ

ବ୍ରହ୍ମପୁର ଅଫିସ,୨୭ା୧୨: ବ୍ରହ୍ମପୁର ବ୍ରହ୍ମାନଗରର ବହୁ ଚର୍ଚ୍ଚିତ ତପସ୍ବିନୀ ଏବଂ ସୁମିତଙ୍କ ପାରିବାରିକ ବିବାଦ ମାମଲାର ସୋମବାର ରାୟ ଶୁଣାଇବେ କୋର୍ଟ । ଦିନ ପରେ ଦିନ ଗଡ଼ି ଚାଲିଥିଲେ ମଧ୍ୟ ସାମାଧାନର ବାଟ ବାହାରି ପାରୁନାହିଁ।

ତେବେ ଆଜିର କୋର୍ଟ କେଉଁ ରାୟ ଦେଉଛନ୍ତି ତାହା ଦେଖିବାକୁ ବାକି ରହିଛି। ସପଟେ ସୁମିତଙ୍କ ଓକିଲଙ୍କ ବିରୋଧରେ ତପସ୍ବିନୀ ଆଣିଥିବା ଅଭିଯୋଗର ସ୍ପଷ୍ଟୀକରଣ ରଖିଛନ୍ତି ଆଇନଜୀବୀ ସୁରେନ୍ଦ୍ର ବେହେରା ସେ କହିଛନ୍ତି, ଗୃହବନ୍ଦୀରେ ଥିବା ସୁମିତଙ୍କ ପରିବାରକୁ ଭେଟିବା ସହ କିଛି ଦସ୍ତାବିଜରେ ଦସ୍ତଖତ ପାଇଁ ସହଯୋଗୀ ଓକିଲଙ୍କ ସହ ସେ ସୁମିତଙ୍କ ଘରକୁ ଯାଇଥିଲେ। ପୋଲିସ ସହୟତାରେ ସେ ପରିବାର ଲୋକଙ୍କୁ ଭେଟିଥିଲେ । ମାତ୍ର ତପସ୍ବିନୀ ଅଭିଯୋଗ କରିଥିଲେ ଯେ, ବିନା ଅନୁମତିରେ ସେ ରହୁଥିବା ସ୍ଥାନରେ ସୁମିତଙ୍କ ଓକିଲ ପଶିଥିଲେ। ତେବେ ଦେଖାଯାଉ ଆଜିର ରାୟ କାହା ସପକ୍ଷରେ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଠକି ପାରିବନି ହସ୍ପିଟାଲ! ଲାଗିବ ରେଟ୍‌ ଚାର୍ଟ

ନୂଆଦିଲ୍ଲୀ,୧୩।୧୦: ସ୍ବଚ୍ଛ, ଉତ୍ତରଦାୟୀ ଏବଂ ରୋଗୀ କୈନ୍ଦ୍ରିକ ସ୍ବାସ୍ଥ୍ୟସେବା ପ୍ରଦାନକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ସ୍ବରୂପ ହସ୍ପିଟାଲଗୁଡ଼ିକରେ ସ୍ବାସ୍ଥ୍ୟସେବା ଦର ସ୍ପଷ୍ଟ ଭାବେ…

ସ୍ବଚ୍ଛତାକୁ ଜଳସମ୍ପଦ ବିଭାଗର ଗୁରୁତ୍ୱ, ପ୍ରକଳ୍ପର ବାସ୍ତବତା ନିରୀକ୍ଷଣ କରିବ ‘ଡ୍ରୋନ୍‌’

ଭୁବନେଶ୍ୱର,୧୩।୧୦(ରବିନାରାୟଣ ଜେନା): ଜଳସେଚନ ପ୍ରକଳ୍ପର କାର୍ଯ୍ୟାନ୍ବୟନରେ ସ୍ବଚ୍ଛତା ଓ ଉତ୍ତରଦାୟିତ୍ୱ ବଢ଼ାଇବା ସହ କାମର ଅଗ୍ରଗତି ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଆଗାମୀ ଦିନରେ ଡ୍ରୋନ୍‌…

ପାନାମାରେ ଶକ୍ତିଶାଳୀ ଭୂକମ୍ପ, ଭାଙ୍ଗିଲା ୯୦୦ରୁ ଅଧିକ ଘର

ପାନାମା ସିଟି,୧୩।୧୦: ଶୁକ୍ରବାର ପାନାମାର ଦକ୍ଷିଣ ଉପକୂଳ ନିକଟରେ ଦୁଇଟି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହେବା ପରେ, ସୋମବାର ୬ ତୀବ୍ରତା ବିଶିଷ୍ଟ ଆଉ ଏକ ଭୂକମ୍ପ…

ନିର୍ମାଣ ହୋଇ ୭ବର୍ଷ ବିତିଗଲାଣି, କାର୍ଯ୍ୟକ୍ଷମ ହୋଇପାରୁନି ଆଦିବାସୀ ହଷ୍ଟେଲ

କେସିଙ୍ଗା,୧୩।୧୦(ତୁମେଶ୍ୱର ସାହୁ): ଗରିବ ଆଦିବାସୀ ହରିଜନ ଛାତ୍ରୀଛାତ୍ରଙ୍କୁ ରହିବା ଖାଇବା ଠାରୁ ମାଗଣାରେ ପାଠ ପଢିବା ପାଇଁ ପୂର୍ବର ବିଜେଡି ସରକାର କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର…

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?