ଭୁବନେଶ୍ୱର,୨୫।୮(ବ୍ୟୁରୋ): ଶସ୍ତା ହେଲା କୋଭିଡ ଟେଷ୍ଟ। ଏଣିକି ଘରୋଇ ସଂସ୍ଥାରେ କୋଭିଡ୍ ଟେଷ୍ଟ ପୂର୍ବଠାରୁ ଶସ୍ତା ହେବ। ଆର୍ଟି ପିସିଆର୍ ଟେଷ୍ଟ ୧୨ଶହ ଟଙ୍କାରେ ହେବ। ପୂର୍ବରୁ ଏହା ୨୨ଶହ ଟଙ୍କା ଥିଲା। ଏନେଇ ମଙ୍ଗଳବାର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି।
ଭୁବନେଶ୍ୱର,୨୫।୮(ବ୍ୟୁରୋ): ଶସ୍ତା ହେଲା କୋଭିଡ ଟେଷ୍ଟ। ଏଣିକି ଘରୋଇ ସଂସ୍ଥାରେ କୋଭିଡ୍ ଟେଷ୍ଟ ପୂର୍ବଠାରୁ ଶସ୍ତା ହେବ। ଆର୍ଟି ପିସିଆର୍ ଟେଷ୍ଟ ୧୨ଶହ ଟଙ୍କାରେ ହେବ। ପୂର୍ବରୁ ଏହା ୨୨ଶହ ଟଙ୍କା ଥିଲା। ଏନେଇ ମଙ୍ଗଳବାର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି।
ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...
କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...
ନୂଆଦିଲ୍ଲୀ,୨୮ା୧୨: ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...
ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...
ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...
ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...
ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...
