ବୃଦ୍ଧାଙ୍କ ଜୀବନ ନେଲା ପାଗଳା ଗାଈ

ବୌଦ୍ଧ,୫।୭(ସ୍ବ.ପ୍ର)-ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ବନ୍ଧାପଥର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଏକ ପାଗଳା ଗାଈ ଆକ୍ରମଣରେ ସେହି ଗ୍ରାମର ଜଣେ ୮୦ ବର୍ଷିୟା ବୃଦ୍ଧାଙ୍କ ମୃତ୍ୟୁ ହୋଇଛି।
ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ, ଗ୍ରାମର ଗୋଟିଏ ଗାଈକୁ କିଛିଦିନ ତଳେ ଏକ କୁକୁର କାମୁ ଦେଇଥିଲା। ଫଳରେ ଉକ୍ତ ଗାଈଟି ପାଗଳ ହୋଇ ଗ୍ରାମବାସୀଙ୍କୁ ଦେଖିଲେ ଗୋଡାଉଥିଲା। ଗତ ଶନିବାର ସାରେ ଗ୍ରାମର ଜଣେ ବୃଦ୍ଧାଙ୍କୁ ଉକ୍ତ ଗାଈଟି ଶୁଣ୍ଢରେ ଆକ୍ରମଣ କରିବା ସହିତ କାମୁଡି ଦେଇଥିଲା। ଫଳରେ ସେ ଗୁରୁତର ହୋଇଥିଲେ। ତେବେ ରବିବାର ସକାଳୁ ବୃଦ୍ଧାଙ୍କ ମୃତ୍ୟୁ ହୋଇଥିଲା। ଗାଈଟିକୁ ବାନ୍ଧିବା ପାଇଁ ଗ୍ରାମବାସୀ ଉଦ୍ୟମ କରି ବିଫଳ ହୋଇଥିବାବେଳେ ଗାଈଟିର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ କରୋନା

ଭୁବନେଶ୍ୱର,୧୬।୩ (ବ୍ୟୁରୋ): ଓଡ଼ିଶାରେ ଚିହ୍ନଟ ହୋଇଛି ପ୍ରଥମ କରୋନା ଭାଇରସ୍‌ ପଜିଟିଭ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସ୍ଥାନୀୟ ବଡଗଡ଼ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ...

ଆଜି ଆଣ୍ଡାମାନ ଫେରିଯିବେ ଅମ୍ରିତ

ପୁରୀ ଅଫିସ, ୩୦ା୧୦:୨୬ ଦିନ ଧରି ଲୁଣି ପାଣି ପିଇ ଜୀବନ ସହ ସଂଘର୍ଷ କରି କୃଷ୍ଣପ୍ରସାଦ ବ୍ଲକ ଖିରିସାହି ସମୁଦ୍ରରେ ଲାଗିଥିଲେ ଆଣ୍ଡାମାନ ନାବିକ...

୫ ଜିଲାରେ ଆରମ୍ଭ ହେବ ମିଶନ ଇନ୍ଦ୍ରଧନୁଷ୍‌-୨

ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ):ରାଜ୍ୟର ୫ ଜିଲାରେ ସାର୍ବଜନୀନ ଟିକାକରଣ କାର୍ଯ୍ୟକ୍ରମ ମିଶନ ଇନ୍ଦ୍ରଧନୁଷ୍‌-୨ ଆରମ୍ଭ ହେବ। ଗଜପତି, କନ୍ଧମାଳ, କୋରାପୁଟ, ମାଲକାନଗିରି ଓ ରାୟଗଡ଼ାରେ ମିଶନ ଇନ୍ଦ୍ରଧନୁଷ୍‌...

ରୁଦ୍ରପୁର ଗୋଷ୍ଠୀ ସଂଘର୍ଷ ଘଟଣା: ପୋଲିସର କାର୍ଯ୍ୟଧାରାକୁ ନେଇ ଥାନା ଘେରିଲା ଭାଜପା ମହିଳା ମୋର୍ଚ୍ଚା

ବିଞ୍ଝାରପୁର,୫ା୧୨(ଡି.ଏନ୍‌.ଏ): ବିଞ୍ଝାରପୁର ଥାନା ଅନ୍ତର୍ଗତ କଲ୍ୟାଣପୁର ପଞ୍ଚାୟତ ରୁଦ୍ରପୁର ଗ୍ରାମରେ ସୋମବାର ସନ୍ଧ୍ୟାରେ ରାଜନୈତିକ ବିବାଦରୁ ସଂଘଠିତ ଗୋଷ୍ଠୀ ସଂର୍ଘଷ ଘଟଣାରେ ପୋଲିସର କାର୍ଯ୍ୟଧାରାକୁ ନେଇ...

ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି: ରାଜ୍ୟରେ ଲାଗୁ ହେଉ ଆୟୁଷ୍ମାନ୍‌ ଭାରତ

ଭୁବନେଶ୍ୱର,୧୩।୯(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟରେ ଜାତୀୟ ଡିଜିଟାଲ ସ୍ବାସ୍ଥ୍ୟ ମିଶନ(ଏନ୍‌ଡିଏଚ୍‌ଏମ୍‌) ଏବଂ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ...

CORONAVIRUS UPDATE: ଆଉ ୩ କରୋନା ପଜିଟିଭ ଚିହ୍ନଟ: ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯ରେ ପହଞ୍ଚିଲା

ଭୁବନେଶ୍ୱର, ୭।୩(ବ୍ୟୁରୋ): ରାଜ୍ୟରେ ଗୁରୁବାର ଅପରାହ୍ନରେ ଆଉ ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଜଣେ ଜଗତ୍‌ସିଂହପୁରର ହୋଇଥିବା ବେଳେ ଅନ୍ୟ ୨ ଜଣ...

ଦୁର୍ଘଟଣାରୁ ବର୍ତ୍ତିଲା ଦୁରନ୍ତ ଏକ୍ସପ୍ରେସ

ରୂପସା,୨୨।୧୧(ଡି.ଏନ୍‌.ଏ.): ଦକ୍ଷିଣ-ପୂର୍ବ ରେଳପଥର ଖଡଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରୂପ୍‌ସା ରେଳଜଙ୍କଶନରେ ଶୁକ୍ରବାର ଅଭାବନୀୟ ଘଟଣା ଘଟିଛି। ଅପ୍‌ଲାଇନ୍‌ରେ ଯାଉଥିବା ହାଓ୍ବଡା-ଯଶବନ୍ତପୁର ଦୂରନ୍ତ ଏକ୍ସପ୍ରେସ...

ଜୋମାଟୋରୁ ଖାଦ୍ୟ ଅର୍ଡର କରି ଗାଳି ଶୁଣିଲେ ଡାକ୍ତର, ଥାନାରେ ଏତଲା

ଭୁବନେଶ୍ୱର,୧୨।୪ (ବ୍ୟୁରୋ): କରୋନା ଲଢ଼େଇ ପାଇଁ ସମସ୍ତେ ଅଣ୍ଟା ଭିଡିଛନ୍ତି। ବିଶେଷକରି ଏହି ଲଢ଼େଇରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ।...

Advertisement


Archives

Model This Week

Why Dharitri