ବୃଦ୍ଧାଙ୍କ ଜୀବନ ନେଲା ପାଗଳା ଗାଈ

ବୌଦ୍ଧ,୫।୭(ସ୍ବ.ପ୍ର)-ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ବନ୍ଧାପଥର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଏକ ପାଗଳା ଗାଈ ଆକ୍ରମଣରେ ସେହି ଗ୍ରାମର ଜଣେ ୮୦ ବର୍ଷିୟା ବୃଦ୍ଧାଙ୍କ ମୃତ୍ୟୁ ହୋଇଛି।
ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ, ଗ୍ରାମର ଗୋଟିଏ ଗାଈକୁ କିଛିଦିନ ତଳେ ଏକ କୁକୁର କାମୁ ଦେଇଥିଲା। ଫଳରେ ଉକ୍ତ ଗାଈଟି ପାଗଳ ହୋଇ ଗ୍ରାମବାସୀଙ୍କୁ ଦେଖିଲେ ଗୋଡାଉଥିଲା। ଗତ ଶନିବାର ସାରେ ଗ୍ରାମର ଜଣେ ବୃଦ୍ଧାଙ୍କୁ ଉକ୍ତ ଗାଈଟି ଶୁଣ୍ଢରେ ଆକ୍ରମଣ କରିବା ସହିତ କାମୁଡି ଦେଇଥିଲା। ଫଳରେ ସେ ଗୁରୁତର ହୋଇଥିଲେ। ତେବେ ରବିବାର ସକାଳୁ ବୃଦ୍ଧାଙ୍କ ମୃତ୍ୟୁ ହୋଇଥିଲା। ଗାଈଟିକୁ ବାନ୍ଧିବା ପାଇଁ ଗ୍ରାମବାସୀ ଉଦ୍ୟମ କରି ବିଫଳ ହୋଇଥିବାବେଳେ ଗାଈଟିର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇସିଏଆର୍‌-ସିଆଇଡବ୍ଲ୍ୟୁଏ ସହ ସୋଆର ଚୁକ୍ତିନାମା

ଭୁବନେଶ୍ୱର,୨୬।୧୦(ବ୍ୟୁରୋ):  ଗବେଷଣା କ୍ଷେତ୍ରରେ ସହଯୋଗ ନିମନ୍ତେ ଭୁବନେଶ୍ୱରସ୍ଥିତ ଆଇସିଏଆର୍‌-ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍‌ ଫର୍‌ ଓ୍ବିମେନ୍‌ ଇନ୍‌ ଏଗ୍ରିକଲ୍ଚର(ସିଆଇଡବ୍ଲ୍ୟୁଏ) ଏବଂ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ମଧ୍ୟରେ ସୋମବାର...

କରୋନା ମୁକାବିଲା ଚିନ୍ତା: ଓଡ଼ିଶାରେ କେନ୍ଦ୍ରୀୟ ଟିମ୍‌; ଏସ୍‌ସିବିରେ କରୁଛନ୍ତି ପରିସ୍ଥିତି ଅନୁଧ୍ୟାନ

କଟକ ଅଫିସ,୬।୨: ସାରା ବିଶ୍ୱରେ ପ୍ରାଣଘାତକ କରୋନା ଭୂତାଣୁ ଆତଙ୍କ ଖେଳାଇଥିବା ବେଳେ ଭାରତର କେରଳରେ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛି। ଓଡ଼ିଶାରେ ମଧ୍ୟ...

ପୂଜା ଦୋକାନ ଦେଇଛି ଋଷିବରଙ୍କୁ ଜିଇବାର ସାଧନ

କେନ୍ଦୁଝର,୨।୯(ସ୍ବ.ପ୍ର.)- ନିଷ୍ଠା ଓ ଦୃଢ ଆତ୍ମ ବିଶ୍ୱାସ ତାଙ୍କୁ ଆତ୍ମନିର୍ଭରଶୀଳ ହେବାର ବାଟ ଦେଖାଇଛି। ଚାକିରି ମୋହ ଛାଡି ସେ ତାଙ୍କ ବାପାଙ୍କ ପୂଜା ଦୋକାନକୁ...

ଯାଜପୁର ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ : ତିତ୍‌ଲି ନାମରେ ଦେଢ଼ କୋଟି ଆତ୍ମସାତ୍‌

ଯାଜପୁର ଅଫିସ,୧୯ା୮: ଯାଜପୁର ଜିଲା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (ଆରଡବ୍ଲ୍ୟୁଏସ୍‌ଏସ୍‌) ବିଭାଗରେ ଏସ୍‌ଆରସି (ସ୍ପେଶିଆଲ ରିଲିଫ କମିଶନର) ପାଣ୍ଠିରୁ ତିତ୍‌ଲି ନାମରେ ଆବଣ୍ଟିତ...

ନାଟ କରିବେନି ଦଣ୍ଡ କଳାକାର

ଆଠମଲ୍ଲିକ,୩ା୪(ଡି.ଏନ.ଏ.) ଆଠମଲ୍ଲିକ ଅଞ୍ଚଳରେ ଗଡ଼ଜାତ ଅମଳରୁ ଚାଲିଆସିଥିବା ବହୁ ପୁରାତନ ଲୋକନୃତ୍ୟ ଦଣ୍ଡ ନାଟ ଚଳିତବର୍ଷ କୋଭିଡ୍‌ କଟକଣା ପାଇଁ ହେବନାହିଁ। ସରକାର ଏହି ପାରମ୍ପରିକ...

ଆଉ ମିଳିଲାନି ରିମାଣ୍ଡ, ଜେଲ ଗଲେ ଅର୍ଚ୍ଚନା

ଭୁବନେଶ୍ୱର,୨୦।୧୨ (ବ୍ୟୁରୋ):ଦୀର୍ଘ ଦିନର ଜେରା, ଚଢ଼ାଉ ସହ ଥାନା ଓ ଫୋରେନ୍‌ସିକ୍‌ ଲାବ୍‌ରୁ ଦସ୍ତାବିଜ ପାଇବା ସତ୍ତ୍ୱେ ଏଯାଏ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ କଳା ସାମ୍ରାଜ୍ୟର...

ତାଲିକାରୁ କାଟିଦେଲେ ବୃଦ୍ଧଙ୍କ ଗାଁ

କାମାକ୍ଷାନଗର, ୨ ।୪ (ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଦଶିପୁର ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଯୋଜନାରେ ତାଲିକାଭୁକ୍ତ...

ତାମିଲନାଡୁରେ ଅଟକିଥିବା ଶ୍ରମିକଙ୍କୁ ଫେରାଇବାକୁ ଉଦ୍ୟମ

ଭୁବନେଶ୍ୱର,୧।୫(ବ୍ୟୁରୋ): କରୋନା ସଂକ୍ରମଣ ପାଇଁ ଲକ୍‌ଡାଉନ ଜାରି ରହିଥିବାବେଳେ ଅନ୍ୟ ରାଜ୍ୟଗୁଡ଼ିକରେ ଫସିଥିବା ପ୍ରବାସୀ ଓଡ଼ିଆଙ୍କୁ ନେଇ ରାଜ୍ୟ ସରକାର ବିଶେଷ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି।...

Advertisement
Archives

Model This Week