ସ୍ବର୍ଗଦ୍ୱାରରୁ ଶବଦାହ କଟକଣା ହଟିଲା

ପୁରୀ ଅଫିସ,୨୮।୧: ପୁରୀ ସ୍ବର୍ଗଦ୍ୱାରରେ ଶବଦାହ ଓ ମହୋଦଧିରେ ଅସ୍ଥି ବିସର୍ଜନ ଉପରେ ଥିବା କଟକଣାକୁ ହଟାଇ ଦିଆଯାଇଛି। ପୁରୀ ଜିଲା ବାହାର ଲୋକଙ୍କୁ ସ୍ବର୍ଗଦ୍ୱାରରେ ଶବଦାହ ଓ ମହୋଦଧିରେ ଅସ୍ଥି ବିସର୍ଜନ ପାଇଁ ପୁରୀ ପ୍ରଶାସନ ପୁଣି ଅନୁମତି ଦେଇଛି। ଏଣିକି ଯେ କେହି ବ୍ୟକ୍ତି ସ୍ବର୍ଗଦ୍ୱାରରେ ଆତ୍ମୀୟସ୍ବଜନଙ୍କ ଶବଦାହ କରାଇପାରିବେ। କୋଭିଡ୍‌ କଟକଣା ଓ ଜିଲା ପ୍ରଶାସନର ନିର୍ଦ୍ଦେଶନାମା ଅନୁଯାୟୀ ଶବଦାହ କରାଯାଇପାରିବ ଉପଜିଲାପାଳ ଭବତାରଣ ସାହୁ ସୂଚନା ଦେଇଛନ୍ତି। ଅଣକୋଭିଡ୍‌ ବ୍ୟକ୍ତିଙ୍କ ମୃତ୍ୟ ପରେ ତାଙ୍କ ସମ୍ପର୍କୀୟ ଆବଶ୍ୟକ ପ୍ରମାଣପତ୍ର ଓ କାଗଜପତ୍ର ଦେଖାଇ ଶବଦାହ କରିପାରିବେ। ଜଣେ ମୃତକଙ୍କ ସହ ସର୍ବାଧିକ ୧୦ଜଣ ବ୍ୟକ୍ତିଙ୍କୁ ସ୍ବର୍ଗଦ୍ୱାର ପ୍ରବେଶ ଲାଗି ଅନୁମତି ରହିବ। ମାସ୍କ, ସାନିଟାଇଜର ବ୍ୟବହାର ସହ ୨ମିଟରର ସାମାଜିକ ଦୂରତା ଭଳି କଟକଣାକୁ ଲୋକେ ପାଳନ କରିବାକୁ ବାଧ୍ୟ ବୋଲି ଗୁରୁବାର ଜିଲା ପ୍ରଶାସନ ନିର୍ଦ୍ଦେଶନାମା ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା

ନୂଆଦିଲ୍ଲୀ,୧୪ା୯(ପି.ଟି.): ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି)ଗୁଡ଼ିକ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟା ବୋଲି ବ୍ରିକ୍ସ ନେତାମାନେ ସ୍ବୀକାର କରିଛନ୍ତି ଏବଂ ଏକ ସୁସ୍ଥ ଜୀବନଶୈଳୀ…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?