Posted inଖେଳ

ପଣ୍ଡିତଙ୍କ ନିଯୁକ୍ତି ନେଇ ପ୍ରଶ୍ନ ଉଠାଇଲା କ୍ରିକେଟ କମିଟି

ଇନ୍ଦୋର,୩୦।୭(ପି.ଟି.): ପୂର୍ବତନ ଭାରତୀୟ ଉଇକେଟ କିପର ଚନ୍ଦ୍ରକାନ୍ତ ପଣ୍ଡିତଙ୍କୁ ମଧ୍ୟ ପ୍ରଦେଶ ଦଳର କୋଚ୍‌ ନିଯୁକ୍ତି କରାଯିବା ଉପରେ ମଧ୍ୟ ପ୍ରଦେଶ କ୍ରିକେଟ ଆସୋସିଏଶନ (ଏମ୍‌ପିସିଏ) କ୍ରିକେଟ କମିଟି ପ୍ରଶ୍ନ ଉଠାଇଛି। ପଣ୍ଡିତଙ୍କୁ ଗତ ମାର୍ଚ୍ଚରେ ମଧ୍ୟପ୍ରଦେଶ ରଣଜୀ ଦଳର କୋଚ୍‌ ନିଯୁକ୍ତ କରାଯାଇଥିଲା। ତେବେ ୪ ମାସ ପରେ ଏମ୍‌ପିସିଏ କ୍ରିକେଟ କମିଟି ଏ ନେଇ ପ୍ରଶ୍ନ ଉଠାଇଛି। କ୍ରିକେଟ କମିଟି କୋଚ୍‌ ନିଯୁକ୍ତିକୁ ଅନ୍ତିମ ରୂପ ଦେଇଥାଏ। କିନ୍ତୁ ଏହି ନିଯୁକ୍ତିରେ ସମ୍ପୂର୍ଣ୍ଣ ରୂପେ ଅନ୍ଧାରରେ ରଖାଯାଇଛି ବୋଲି କମିଟି ତରଫରୁ କୁହାଯାଇଛି। କ୍ରିକେଟ କମିଟିର ଏପରି ଆଚରଣ ଦୁର୍ଭାଗ୍ୟଜନକ ବୋଲି ଏମ୍‌ପିସିଏ ସମ୍ପାଦକ ସଞ୍ଜୀବ ରାଓ କହିଛନ୍ତି। ପଣ୍ଡିତ ଏମ୍‌ପିସିଏ ସହିତ ୨ ବର୍ଷିଆ ଚୁକ୍ତି କରିଛନ୍ତି। ଘରୋଇ କ୍ରିକେଟରେ ପଣ୍ଡିତ କୋଚ୍‌ ହିସାବରେ ବେଶ୍‌ ସଫଳତା ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଥମ ଟି୨୦; ବାୟୁ ପ୍ରଦୂଷଣ ନେଇ ସମସ୍ୟା ନାହିଁ: ରୋହିତ

ନୂଆଦିଲ୍ଲୀ, ୧।୧୧ (ପି.ଟି.)- ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ଉତ୍କଟ ରୂପ ଧାରଣ କରିଛି ଓ ଏନେଇ ଗଣମାଧ୍ୟମଗୁଡିକରେ ବେଶ୍‌ ଚର୍ଚ୍ଚା ଚାଲିଛି। ଆସନ୍ତା ୩...

ଏହି କ୍ରିକେଟରଙ୍କୁ ରୋମାଣ୍ଟିକ୍‌ ପୋଷ୍ଟ ଲେଖିଲେ ସ୍ତ୍ରୀ

କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଆଜି ନିଜର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ଜନ୍ମଦିନରେ ସେ ପରିବାରଠାରୁ ଦୂରରେ ଅଛନ୍ତି। ଏଭଳି ପରିସ୍ଥିତିରେ ହାର୍ଦ୍ଦିକଙ୍କ ସ୍ତ୍ରୀ ନତାଶା...

ଆଜି କ୍ରିକେଟ୍‌ ଇତିହାସରେ ଏକ ସ୍ମରଣୀୟ ଦିନ: ୧୪୫ ବର୍ଷ ପୂର୍ବେ…

ଆଜି ଅର୍ଥାତ୍‌ ମାର୍ଚ୍ଚ ୧୫ କ୍ରିକେଟ ଇତିହାସରେ ଏକ ବିଶେଷ ଦିନ। ୧୪୫ ବର୍ଷ ପୂର୍ବେ ମାର୍ଚ୍ଚ ୧୫ ୧୮୭୭ରେ ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ...

୭ଟାରେ ପଡ଼ିବ ଟସ୍‌: ଜାଣନ୍ତୁ କେବେ, କେଉଁଠି ଦେଖିବେ ହାଇଦ୍ରାବାଦ- କୋଲକାତା ଲଢ଼େଇ

ମୁମ୍ବାଇ,୧୫।୪: ଆଇପିଏଲ୍‌ ୨୦୨୨ର ୨୫ତମ ମୁକାବିଲା ଶୁକ୍ରବାର ସନରାଇଜର୍ସ ହାଇଦ୍ରାବାଦ ଏବଂ କୋଲକାତା ନାଇଟ୍‌ ରାଇଡର୍ସ ମଧ୍ୟରେ ଖେଳାଯିବ। ପ୍ରାରମ୍ଭିକ ମ୍ୟାଚ୍‌ରେ ପରାଜୟ ସତ୍ତ୍ୱେ କେନ୍‌...

ବିଶ୍ୱର ନମ୍ବର-୧ ବ୍ୟାଟ୍ସମ୍ୟାନ୍‌ ହେଲେ ରୁଟ୍‌

ଦୁବାଇ,୧୫।୬: ଆଇସିସି ଦ୍ୱାରା ପ୍ରକାଶିତ ର଼୍ୟାଙ୍କିଙ୍ଗରେ ଇଂଲଣ୍ଡର ଜୋ ରୁଟ ଟେଷ୍ଟରେ ନମ୍ବର ୧ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ସେ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ୧୭୬ର...

କୋହଲିଙ୍କ ୪୩ତମ ଶତକ: ସିରିଜ୍‌ ଜିତିଲା ଭାରତ

ପୋର୍ଟ ଅଫ ସ୍ପେନ, ୧୫।୮: ସ୍ବାଧୀନତା ଦିବସ ପୂର୍ବରୁ ଭାରତୀୟ କ୍ରିକେଟ ଦଳ ଦେଶବାସୀଙ୍କୁ ବଡ ଉପହାର ଦେଇଛି। ୱେଷ୍ଟଇଣ୍ଡିଜକୁ ତୃତୀୟ ଦିନିକିଆରେ ୬ ଉଇକେଟରେ...

ଭାରତ ଚାମ୍ପିୟନ୍‌ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ କି, ଖେଳ ମନ୍ତ୍ରୀ କହିଲେ..

ନୂଆଦିଲ୍ଲୀ,୧୭।୧୧:ଆସନ୍ତା ୧୦ ବର୍ଷ ପାଇଁ ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଏକ ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ଘୋଷଣା କରିଛି। ୨୦୨୫ ଚାମ୍ପିଅନ୍ସ ଟ୍ରଫି ପାକିସ୍ତାନରେ ଆୟୋଜିତ ହେବ।...

କାହିଁକି ଅଷ୍ଟ୍ରେଲିଆ ଗସ୍ତରେ ଗଲେ ନାହିଁ ରୋହିତ ଶର୍ମା

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଏକଦିବସୀୟ ସିରିଜ ଶୁକ୍ରବାର ଠାରୁ ଆରମ୍ଭ ହୋଇଛି। ତେବେ ଏହି ସିରିଜରେ ଟିମ ଇଣ୍ଡିଆ ଏହାର ସବୁଠାରୁ ବଡ...

Advertisement
Archives

Model This Week