Posted inଖେଳ

ଏମିତି ବ୍ୟାଟିଂ କଲେ ଯେ, ଗୋଟିଏ ଦିନରେ ୨ଟି ବ୍ୟାଟ୍‌ ଭାଙ୍ଗିଦେଲେ ଏହି କ୍ରିକେଟର୍‌

ଭାରତୀୟ କ୍ରିକେଟର ଶ୍ରେୟାସ ଆୟାର ତାଙ୍କ ଆଘାତରୁ ସୁସ୍ଥ ହେବା ପରେ ଜୋରଦାର ଅଭ୍ୟାସ ଆରମ୍ଭ କରିଛନ୍ତି। ଫିଟନେସ ଫେରି ପାଇବା ପରେ ଶ୍ରେୟସ ବର୍ତ୍ତମାନ ବ୍ୟାଟିଂ ଅଭ୍ୟାସରେ ନିୟୋଜିତ କରୁଛନ୍ତି ଏବଂ ନେଟ୍ସରେ ମଧ୍ୟ ବହୁତ ପରିଶ୍ରମ କରୁଛନ୍ତି। ଦିଲ୍ଲୀ କ୍ୟାପିଟାଲର ଅଧିନାୟକ ଆୟାର ମଧ୍ୟ ସୋସିଆଲ ମିଡିଆରେ ନିଜର ଫିଟନେସ ଏବଂ ଅଭ୍ୟାସକୁ ଅପଡେଟ କରିଥା’ନ୍ତି। ଶ୍ରେୟସ ଇନଷ୍ଟା ଷ୍ଟୋରୀରେ ତାଙ୍କ ବ୍ୟାଟିଂ ଅଭ୍ୟାସ ଅଧିବେଶନର ଦୁଇଟି ଫଟୋ ଶେୟାର କରିଛନ୍ତ। ତାଙ୍କର ପ୍ରଥମ ଫଟୋ ହେଉଛି ଦୁଇଟି ଭଙ୍ଗା ବ୍ୟାଟ୍ସ । ଏହି ଫଟୋ ଶେୟାର୍‌ କରି, ଆୟାର ଲେଖିଛନ୍ତି – ଦିନରେ ଦୁଇଟି। ଏହାର ଅର୍ଥ ହେଉଛି ଗୋଟିଏ ଦିନରେ ୨ଟି ବ୍ୟାଟ୍‌ ଭାଙ୍ଗିଦେଇଛନ୍ତି। ଅନ୍ୟ ଏକ ଫଟୋରେ ଶ୍ରେୟାସ କୋଚ ପ୍ରବୀର ଆମରେଙ୍କ ସହ ନଜର ଆସିଥିଲେ। ଶ୍ରେୟାସ ଚଳିତବର୍ଷ ଆଇପିଏଲ୍‌ ପୂର୍ବରୁ ଆହତ ହୋଇଥିଲେ। ଏବେ ସେ କୋଚ ପ୍ରବୀର ଆମରେଙ୍କ ସହ ଅଭ୍ୟାସ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ବଡ଼ ପ୍ଲାନ, ଆଗାମୀ କିଛି ଘଣ୍ଟା ମଧ୍ୟରେ ଇରାନ ଉପରେ ଆକ୍ରମଣ କରିପାରେ ଆମେରିକା

ଆମେରିକା,୧୯ା୨: ଗତ କିଛି ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ପରମାଣୁ ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଜାରି ରହିଛି । ଏହି ଆଲୋଚନାରେ ଉଭୟ ଦେଶର…

ଶନିଙ୍କ ପଡ଼ିବ ଶୁଭ-ଅଶୁଭ ପ୍ରଭାବ; ଅଚାନକ ଧନୀ ହେବେ ୩ ରାଶି!

ଜ୍ୟୋତିଷ ଶାସ୍ତ୍ରରେ, ଶନି ସବୁଠାରୁ ଧୀର ଗତିଶୀଳ ଗ୍ରହ । ପ୍ରାୟ ୨.୫ ବର୍ଷ ପର୍ଯ୍ୟନ୍ତ ଏକ ରାଶିରେ ରହିଥାଏ। ଏହା ପ୍ରାୟ ଗୋଟିଏ ବର୍ଷ ପାଇଁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ…

ଏଆଇ ସମିଟ୍‌: ଚାଇନା ରୋବୋକୁ ନେଇ ବିବାଦ

ନୂଆଦିଲ୍ଲୀ,୧୯ା୨(ରଏଟର୍ସ/ପିଟି):ଭାରତ ସରକାରଙ୍କ ପକ୍ଷରୁ ଆୟୋଜିତ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଚାଇନା ନିର୍ମିତ ଏକ ରୋବୋଟିକ୍‌ ଡଗ୍‌କୁ ବୁଧବାର ଘରୋଇ ବିଶ୍ୱବିଦ୍ୟାଳୟ ଗାଲ୍‌ଗୋଟିଆସ୍‌ ନିଜର ବୋଲି ଦର୍ଶାଇବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri