Posted inଖେଳ

ଛିଣ୍ଡା ଜୋତା ଫଟୋ ଛାଡି ଚର୍ଚ୍ଚାରେ ଏହି କ୍ରିକେଟର୍‌

ଅନେକ ଥର ଖେଳାଳିମାନେ ଆର୍ଥିକ ସଙ୍କଟର ସମ୍ମୁଖୀନ ହୁଅନ୍ତି, ଏପରି ଜଣେ କ୍ରିକେଟର ହେଉଛନ୍ତି ଜିମ୍ବାୱେର ରିଆନ ବର୍ଲ। ସେ ଏବେସୋସିଆଲ ମିଡିଆରେ ଚର୍ଚ୍ଚାରେ ଅଛନ୍ତି। ନିକଟରେ ସେ ନିଜ ସୋସିଆଲ ମିଡିଆରେ ଛିଣ୍ଡା ଜୋତାର ଫଟୋ ଶେୟାର କରିଥିଲେ। ଏଥିରେ ପ୍ରାୟୋଜକ ନାହାଁନ୍ତି ବୋଲି ମଧ୍ୟ କହିଛନ୍ତି। ପୋଷ୍ଟ କରିବାର କିଛି ଘଣ୍ଟା ମଧ୍ୟରେ ତାଙ୍କୁ ସହାୟତା ମିଳିଥିଲା ଏବଂ ପୁମା କ୍ରିକେଟ ତାଙ୍କୁ ପ୍ରାୟୋଜକ କରିବାକୁ ପ୍ରତିଶୃତି ଦେଇଛି। ବୁର୍ଲ କମ୍ପାନୀକୁ ଧନ୍ୟବାଦ ଦେଇଛନ୍ତି। କରୋନା ବୃଦ୍ଧି ହେତୁ କ୍ରିକେଟ ସିରିଜ ଆୟୋଜିତ ହେଉନାହିଁ। ଏଭଳି ପରିସ୍ଥିତିରେ ଜିମ୍ବାୱେ ପରି ଏକ ଛୋଟ ଦେଶର ଖେଳାଳିମାନେ ଆର୍ଥିକ ସଙ୍କଟ ଦେଇ ଗତି କରୁଛନ୍ତି।
୨୭ ବର୍ଷୀୟ ରିଆନ ବର୍ଲ ତାଙ୍କ କ୍ୟାରିୟରରେ ଏପର୍ଯ୍ୟନ୍ତ ତିନୋଟି ଟେଷ୍ଟ, ୧୮ଟି ଏକଦିବସୀୟ ଏବଂ ୨୫ ଟି -୨୦ ଅନ୍ତର୍ଜାତୀୟ ଖେଳିଛନ୍ତି ।

puma cricket ryan burl


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?