Posted inଖେଳ

ଧୋନୀଙ୍କ ହେଲିକପ୍ଟର ଶଟ୍‌ ଖେଳିଲେ ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର ୟୁଜବେନ୍ଦ୍ର ଚହଲଙ୍କ ସ୍ତ୍ରୀ ଧନଶ୍ରୀ ବର୍ମା ସୋସିଆଲ ମିଡିଆରେ ବହୁତ ସକ୍ରିୟ ଅଛନ୍ତି। ଧନଶ୍ରୀ ଜଣେ କୋରିଓଗ୍ରାଫର। ସେ ଇନଷ୍ଟାଗ୍ରାମରେ ନିଜର ଡ୍ୟାନ୍ସ ଭିଡିଓ ଶେୟାର୍‌ କରନ୍ତି ଏବଂ ପ୍ରଶଂସକମାନେ ତାଙ୍କୁ ବହୁତ ପସନ୍ଦ କରନ୍ତି, କିନ୍ତୁ ଏଥର ଧନଶ୍ରୀ ସୋସିଆଲ ମିଡିଆରେ ସମ୍ପୂର୍ଣ୍ଣ ଭିନ୍ନ ଢଙ୍ଗରେ ଦେଖାଦେଇଛନ୍ତି। ଏଥର ଧନଶ୍ରୀଙ୍କୁ ତାଙ୍କର କୌଣସି ନୃତ୍ୟରେ ନୁହେଁ, ବରଂ ବ୍ୟାଟ ସହିତ କ୍ରିକେଟ ସଟ୍‌ରେ ଦେଖିବାକୁ ମିଳିଛି। ଧନଶ୍ରୀଙ୍କ ଏହି ନୂତନ ଶୈଳୀକୁ ପ୍ରଶଂସକମାନେ ମଧ୍ୟ ପସନ୍ଦ କରୁଛନ୍ତି ।
ଧନଶ୍ରୀ ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ଆକାଉଣ୍ଟରୁ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଧନଶ୍ରୀଙ୍କ ହାତରେ ଏକ ବ୍ୟାଟ ଏବଂ ସେ କିଛି ସଟ ଖେଳୁଥିବା ଦେଖାଉଛନ୍ତି। ସେ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଟ୍ରେଡ ମାର୍କ ‘ହେଲିକପ୍ଟର ସଟ’ ଖେଳୁଥିବା ମଧ୍ୟ ଦେଖିବାକୁ ମିଳିଛି।
ଏହି ଭିଡିଓ ଶେୟାର କରିବାବେଳେ ଧନଶ୍ରୀ ଲିଙ୍ଗଗତ ସମାନତା ବିଷୟରେ ଏକ ବାର୍ତ୍ତା ଦେଇଛନ୍ତି। ସେ ଭିଡିଓର କ୍ୟାପସନରେ ଲେଖିଛନ୍ତି, ଖେଳରେ ଝିଅ କିମ୍ବା ପୁଅମାନଙ୍କ ବିଷୟରେ ନୁହେଁ। ଧନଶ୍ରୀ ସୋସିଆଲ ମିଡିଆରେ ଏକ ଲୋକପ୍ରିୟ ଚେହେରା ଏବଂ ଅନେକ ବିଜ୍ଞାପନରେ ଏହା ପ୍ରାୟତଃ ଦେଖାଯାଏ। ସେ ଏହାପୂର୍ବରୁ ତାଙ୍କର ନୂତନ ଭିଡିଓ ଗୀତ ‘ପ୍ୟାର ଚାହିୟେ’ ପାଇଁ ଗତ ସପ୍ତାହରେ ଚର୍ଚ୍ଚାରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’

ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?