Posted inଖେଳ

ଜନ୍ମଦିନରେ ଏହି କ୍ରିକେଟର୍‌ଙ୍କୁ ମିଳିଲା ବଡ଼ ଉପହାର

କଲମ୍ବୋ,୧୮।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଦିନିକିଆ କଲମ୍ବୋରେ ଆରମ୍ଭ ହୋଇଯାଇଛି। ଏହି ମ୍ୟାଚ୍‌ରେ ଇଶାନ କିଶନ ଏବଂ ସୂର୍ଯ୍ୟ କୁମାର ଯାଦବ ଦିନିକିଆ ଡେବ୍ୟୁ କରିବେ। ଏହା କିଷାନଙ୍କ ପାଇଁ ଏହା ସ୍ବତନ୍ତ୍ର ମ୍ୟାଚ୍‌। କାରଣ ଆଜି ତାଙ୍କର ଜନ୍ମଦିନ। ଜନ୍ମଦିନରେ ତାଙ୍କୁ ଏକ ବଡ଼ ଉପହାର ମିଳିଥିବା ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି। ଏହି ଦୁଇ ଖେଳାଳି ଚଳିତ ବର୍ଷ ମାର୍ଚ୍ଚରେ ଅହମ୍ମଦାବାଦରେ ଇଂଲଣ୍ଡ ବିପକ୍ଷରେ ଟି -୨୦ ଡେବ୍ୟୁ କରିଥିଲେ। ତାଙ୍କର ପ୍ରଥମ ଟି -୨୦ ରେ କିଶନ ଅର୍ଦ୍ଧଶତକ ହାସଲ କରିଥିଲେ। ତେବେ ସୁର୍ଯ୍ୟକୁମାର ସେହି ମ୍ୟାଚରେ ବ୍ୟାଟିଂ କରିବାର ସୁଯୋଗ ପାଇ ନ ଥିଲେ।
ଏହି ମ୍ୟାଚରେ ଶ୍ରୀଲଙ୍କା ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ବତ୍ତି ନେଇଥିଲା। ଶିଖର ଧାୱନ ପ୍ରଥମ ଥର ପାଇଁ ଟିମ ଇଣ୍ଡିଆ ଅଧିନାୟକ ହୋଇଯାଇଛନ୍ତି। ସେ ଦିନିକିଆ ଅଧିନାୟକ ପଦାର୍ପଣ କରିବାରେ ସବୁଠାରୁ ବୟସ୍କ ଭାରତୀୟ। ଧାୱନଙ୍କ ବୟସ ୩୫ ବର୍ଷ ୨୨୫ ଦିନ। ଟସ ପରେ ସେ କହିଛନ୍ତି ଯେ, ଯଦି ଆମେ ଟସ ଜିତିଥାନ୍ତୁ ତେବେ ଆମେ ପ୍ରଥମେ ବ୍ୟାଟିଂ କରିଥା’ନ୍ତୁ। କାରଣ ପରେ କାକର ଏହାର ପ୍ରଭାବ ଦେଖାଇପାରେ। ପୃଥ୍ବୀ ଶ’ ମୋ ସହ ଇନିଂସ ଓପନ କରିବେ ବୋଲି ଧାଓ୍ବନ କହିଛନ୍ତି। ଇଶାନ କିଶନ ଏବଂ ସୂର୍ଯ୍ୟକୁମାର ନିଜର ଦିନିକିଆ ଡେବ୍ୟୁ କରିବେ। କୁଳଦୀପ ଏବଂ ଚହଲ ମଧ୍ୟ ଖେଳିବେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri