Posted inଖେଳ

ପ୍ରଥମ ଓଭରରେ ଚମତ୍କାର ହ୍ୟାଟ୍ରିକ୍‌ ନେଇଥିଲେ ଏହି କ୍ରିକେଟର୍‌

କପିଳ ଦେବଙ୍କ ପରେ ଭାରତୀୟ ଦଳର ସର୍ବଶ୍ରେଷ୍ଠ ଅଲରାଉଣ୍ଡର ଥିଲେ ଇରଫାନ ପଠାନ। ଟି -୨୦ ବିଶ୍ୱକପର ଫାଇନାଲରେ ମ୍ୟାନ୍‌ ଅଫ ଦି ମ୍ୟାଚ ପୁରସ୍କାର ଜିତିବା ହେଉ କିମ୍ବା ଟେଷ୍ଟ ମ୍ୟାଚର ପ୍ରଥମ ଓଭରରେ ହ୍ୟାଟ୍ରିକ ନେଇଥିଲେ ସେ। ଭାରତୀୟ କ୍ରିକେଟରେ ଏପରି ଅନେକ ରେକର୍ଡ ଅଛି, ଯାହା କେବଳ ଅଳ୍ପ କିଛି ଖେଳାଳି ହାସଲ କରିବାରେ ସେ ସକ୍ଷମ ହୋଇଥିଲେ। ବରୋଦାରେ ଜନ୍ମଗ୍ରହଣ କରିଥିବା ଇରଫାନ ଆଜି ତାଙ୍କର ୩୮ ତମ ଜନ୍ମଦିନ ପାଳନ କରୁଛନ୍ତି ।
ଇରଫାନ ପଠାନ ଅଣ୍ଡର -୧୯ କ୍ରିକେଟ ଖେଳୁଥିବାବେଳେ ତାଙ୍କ ଖେଳ ଉପରେ ସୌରଭ ଗାଙ୍ଗୁଲିଙ୍କ ଆଖି ପଡିଯାଇଥିଲା। ସେହି ସମୟରେ ଗାଙ୍ଗୁଲି ଟିମ ଇଣ୍ଡିଆର ଅଧିନାୟକ ଥିଲେ। ସେ ଦଳର ଚୟନକର୍ତ୍ତାଙ୍କ ସହ କଥା ହୋଇଥିଲେ ଏବଂ କିଛି ଦିନ ମଧ୍ୟରେ ଇରଫାନ ଅଣ୍ଡର -୧୯ ଦଳରୁ ଟିମ ଇଣ୍ଡିଆର ସଦସ୍ୟ ହୋଇଥିଲେ। ଭାରତୀୟ ଦଳରେ ଇରଫାନ ପଠାନଙ୍କ ପ୍ରବେଶ ପରେ କପିଲ ଦେବଙ୍କ ଅଭାବ ପୂରଣ ହୋଇଥିଲା। ସେ କେବଳ ଜଣେ ସ୍ବିଙ୍ଗ୍‌ ବୋଲର୍‌ ନ ଥିଲେ ଜଣେ ଭଲ ବ୍ୟାଟ୍ସମ୍ୟାନ୍‌ ମଧ୍ୟ ଥିଲେ।
୨୦୦୫ ରେ ପାକିସ୍ତାନ ବିପକ୍ଷ ଟେଷ୍ଟ ମ୍ୟାଚରେ ସେ ନିଜ ମାଟିରେ ପ୍ରଥମ ଓଭରରେ ହ୍ୟାଟ୍ରିକ ନେଇଥିଲେ। ଦୁଇ ବର୍ଷ ପରେ, ଟି -୨୦ ମ୍ୟାଚରେ ସେ ନିଜର ଶ୍ରେଷ୍ଠ ପ୍ରଦର୍ଶନ ଦେଇଥିଲେ। ଦକ୍ଷିଣ ଆଫ୍ରିକାରେ ଖେଳାଯାଇଥିବା ପ୍ରଥମ ଟି -୨୦ ବିଶ୍ୱକପର ଫାଇନାଲ ଥିଲା। ଏହି ମ୍ୟାଚରେ ମାତ୍ର ୧୬ ରନ ଦେଇ ଇରଫାନ ୩ ଉଇକେଟ ନେଇଥିଲେ ଏବଂ ତାଙ୍କୁ ମ୍ୟାନ୍‌ ଅଫ୍‌ ଦ ମ୍ୟାଚ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?