Posted inଖେଳ

ପରିବାର ପୋଷିବା ପାଇଁ ଚୋରି କରିଥିଲେ ଏହି ବିସ୍ଫୋରକ କ୍ରିକେଟର୍‌

ଓ୍ବେଷ୍ଟଇଣ୍ଡିଜର ଦୁର୍ଦ୍ଧଷ ବ୍ୟାଟ୍ସମ୍ୟାନ୍‌ କ୍ରିସ୍‌ ଗେଲ କ୍ରିକେଟ ପଡିଆରେ ଅନେକ ରେକର୍ଡ ହାସଲ କରିଛନ୍ତି। ସେ ଓ୍ବେଷ୍ଟଇଣ୍ଡିଜର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଏକଦିବସୀୟ କ୍ରିକେଟରେ ୨୩ଟି ଶତକ ଲଗାଇଛନ୍ତି। ସେହିପରି ଏକଦିବସୀୟ ମ୍ୟାଚରେ ୩୨୬ଟି ଛକା ମାରିବାର ରେଡର୍କ ବି ତାଙ୍କ ନାଁରେ ରହିଛି। ଆହୁରି ମଧ୍ୟ ଓ୍ବେଷ୍ଟଇଣ୍ଡିଜର ଏକମାତ୍ର ବ୍ୟାଟ୍ସମ୍ୟାନ୍‌ ଭାବେ ସେ ଏକଦିବସୀୟ କ୍ରିକେଟରେ ଦ୍ୱିଶତକ ଅର୍ଜନ କରିଛନ୍ତି। ଖୁବ୍‌ କମ୍‌ ଲୋକ ଜାଣିଥିବେ ଏତେ ସବୁ ରେକର୍ଡର ଅଧିକାରୀ କ୍ରିସ୍‌ ଗେଲ୍‌ଙ୍କୁ ଜୀବନରେ ବହୁ ସଂଘର୍ଷ କରିବାକୁ ପଡିଥିଲା। ପିଲାବେଳେ ମାତାପିତାଙ୍କ ସହ ଏକ ଝୁମ୍ପୁଡି ଘରେ ରହୁଥିଲେ ଗେଲ୍‌। ପରିବାର ପୋଷିବା ପାଇଁ ସେ ରାସ୍ତା କଡକୁ ଅଳିଆ ଉଠାଉଥିଲେ। ଏପରିକି ପେଟ ପୋଷିବା ପାଇଁ ତାଙ୍କୁ ଚୋରି କରିବାକୁ ପଡିଥିଲା ବୋଲି ଗେଲ୍‌ ଏକ ସାକ୍ଷାତକାରରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଏହି ବିଦେଶୀ କ୍ରିକେଟର୍‌

ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର କେଭିନ ପିଟରସେନ ଦକ୍ଷିଣ ଆଫ୍ରିକାକୁ କରୋନା ଭ୍ୟାକ୍ସିନ ପଠାଇବାରେ ଭାରତର ପଦକ୍ଷେପକୁ ‘ଉଦାରତା ଏବଂ ଦୟା’ ବୋଲି କହିଛନ୍ତି। ସେ ଏନେଇ...

ସ୍ବାମୀଙ୍କୁ ଶୀଘ୍ର ଘରକୁ ଆସିବା ପାଇଁ ଆକୁଳ ନିବେଦନ କଲେ ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟେଷ୍ଟ ସିରିଜ ଶେଷ ହୋଇଛି। ୪ଟି ମ୍ୟାଚରେ ୩୨ ଉଇକେଟ ଏବଂ ଗୋଟିଏ ଶତକ ମାରିଥିବା ରବିଚନ୍ଦ୍ରନ ଅଶ୍ୱିନଙ୍କୁ ମ୍ୟାନ...

ସଚିନଙ୍କୁ ରାଜନୀତିଠାରୁ ଦୂରେଇ ରହିବାକୁ ପରାମର୍ଶ ଦେଇଥିଲେ ଏହି ରାଜନେତା

ଶିବସେନାର ସଂସ୍ଥାପକ ବାଲ୍‌ ଠାକରେ ଆଜିର ଦିନରେ ହିଁ ଦୁନିଆରୁ ବିଦାୟ ନେଇଥିଲେ। ଜୀବନରେ କେବେ ନିର୍ବାଚନ ଲଢି ନ ଥିଲେ ମଧ୍ୟ ସେ ରାଜନୀତିରେ...

୧୩୨ ବର୍ଷ ରେକର୍ଡ ପୁନରାବୃତ୍ତି କଲେ କୋହଲି

ମୁମ୍ବାଇ,୩।୧୨: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ୨ ମ୍ୟାଚ୍‌ ଟେଷ୍ଟ ସିରିଜ ଦ୍ୱିତୀୟ ମ୍ୟାଚ୍‌ରେ ଅନେକ ନୂତନ ରେକର୍ଡ ସୃଷ୍ଟି ହୋଇଛି। ମୁମ୍ବାଇ ଟେଷ୍ଟରେ...

ଜାତୀୟ ଜୁନିୟର ରୋଲ୍‌ବଲରେ ଭାଗନେବ ଓଡ଼ିଶା

ଭୁବନେଶ୍ୱର, ୨୪।୧୨ (ସ୍ପୋଟର୍‌ସ ବ୍ୟୁରୋ)- ଆସାମର ଗୁଆହାଟୀଠାରେ ଚଳିତ ମାସ ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ଜାତୀୟ ଜୁନିୟର ରୋଲ୍‌ବଲ ଚାମ୍ପିୟନଶିପ୍‌ର ତ୍ରୟୋଦଶ ସଂସ୍କରଣ ଅନୁଷ୍ଠିତ...

ଏଫଆଇଏଚ୍‌ ସିରିଜ ଫାଇନାଲ୍ସ:ଆମେରିକା-ଜାପାନ ମ୍ୟାଚ ଡ୍ର

ଭୁବନେଶ୍ୱର, ୧୧।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟର ସୋମବାର ଅନୁଷ୍ଠିତ ପୁଲ ‘ବି’ ମ୍ୟାଚରେ ଆମେରିକା ଓ ଜାପାନ...

ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲେ ମହାନ ଖେଳାଳି

ଦୁବାଇ,୩୧।୧୦: ଚଳିତ ଟି୨୦ ବିଶ୍ୱକପ୍‌ର ଅବଶିଷ୍ଟାଂଶରୁ ବାଦ୍‌ ପଡ଼ିଛନ୍ତି ଆଗଧାଡ଼ିର ଅଲରାଉଣ୍ଡର ଶାକିବ ଅଲ ହାସନ। ମାଂସପେଶୀ ଜନିତ ସମସ୍ୟା କାରଣରୁ ତାଙ୍କୁ ଏଭଳି ପରିସ୍ଥିତିର...

ପ୍ୟାରିସ ମାଷ୍ଟର୍ସ: ପ୍ରି-କ୍ୱାର୍ଟରରେ ଜୋକୋଭିଚ୍‌, ନାଡାଲ

ପ୍ୟାରିସ, ୩୧।୧୦ (ଏଏଫ୍‌ପି)- ଦୁଇ କିମ୍ବଦନ୍ତୀ ଟେନିସ ଖେଳାଳି ନୋଭାକ ଜୋକୋଭିଚ୍‌ ଓ ରାଫାଲ ନାଡାଲ ଏଠାରେ ଚାଲିଥିବା ପ୍ୟାରିସ ମାଷ୍ଟର୍ସର ପ୍ରି-କ୍ୱାର୍ଟର ଫାଇନାଲରେ ପ୍ରବେଶ...

Advertisement
Archives

Model This Week