Posted inଖେଳ

ବିଦ୍ୟା ବାଲାନ୍‌ଙ୍କ ସହ ଡିନର୍‌ ଡେଟ୍‌ରେ ଯିବାକୁ ଚାହୁଁଛନ୍ତି ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୬।୧:ହିମାଚଳ ପ୍ରଦେଶ ତାମିଲନାଡୁକୁ ପରାସ୍ତ କରି ପ୍ରଥମ ଥର ପାଇଁ ବିଜୟ ହଜାରେ ଟ୍ରଫି ଜିତିଛି। ହିମାଚଳର ଏହି ବିଜୟର ମୁଖ୍ୟ ଷ୍ଟାର୍‌ ହେଉଛନ୍ତି ପ୍ରଶାନ୍ତ ଚୋପ୍ରା। ସେ ତାମିଲନାଡୁ, ସର୍ଭିସେସ୍‌, ଉତ୍ତରପ୍ରଦେଶ, ଓଡ଼ିଶା, ଆନ୍ଧ୍ରପ୍ରଦେଶର ବୋଲରମାନଙ୍କୁ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ଚକିତ କରିଥିଲେ। ପ୍ରଶାନ୍ତ ସେମିଫାଇନାଲରେ ୭୮ ରନର ଇନିଂସ ଖେଳିଥିଲେ। ଏହି ଟୁର୍ନାମେଣ୍ଟରେ ୭ଟି ମ୍ୟାଚରେ ଏହା ତାଙ୍କର ପଞ୍ଚମ ଅର୍ଦ୍ଧଶତକ ଥିଲା। ବିଜୟ ହଜାରେ ଟ୍ରଫିର ଏହି ସିଜନରେ ଓପନର୍‌ ପ୍ରଶାନ୍ତ ହାରାହାରି ୫୭ଟି ମ୍ୟାଚରେ ୪୫୬ ରନ ସଂଗ୍ରହ କରିଥିଲେ। ସେ ସୟଦ ମୁସ୍ତାକ ଅଲି ଟ୍ରଫିରେ ୫ ଟି ମ୍ୟାଚରେ ୧୪୮ ରନ ସ୍କୋର କରିଥିଲେ।
ଏକ ସାକ୍ଷାତକାରରେ ପ୍ରଶାନ୍ତ ତାଙ୍କ କ୍ୟାରିୟର, ବ୍ୟକ୍ତିଗତ ଜୀବନ ବିଷୟରେ କହିଥିଲେ। ସେ ଟେଷ୍ଟ କ୍ରିକେଟକୁ ଭଲ ପାଆନ୍ତି ଏବଂ ତାଙ୍କର ପ୍ରିୟ କ୍ରିକେଟର ହେଉଛନ୍ତି ସଚିନ ତେନ୍ଦୁଲକର ଏବଂ ମାଷ୍ଟର ବ୍ଲାଷ୍ଟର ହେତୁ ସେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖେଳିବାକୁ ଚାହାଁନ୍ତି। ସେ ଏମଏସ ଧୋନୀଙ୍କୁ ସବୁ ସମୟର ଶ୍ରେଷ୍ଠ ଅଧିନାୟକ ବୋଲି କହିଥିଲେ। ପ୍ରଶାନ୍ତ ଅଭିନେତ୍ରୀ ବିଦ୍ୟା ବାଲାନଙ୍କ ସହ ଡିନର୍‌ ଡେଟ୍‌ରେ ଯିବାକୁ ଚାହୁଁଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁନେସ୍କୋର ସାଂସ୍କୃତିକ ଐତିହ୍ୟ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ, ୧ା୧୨: ୟୁନେସ୍କୋର ଅସ୍ପର୍ଶନୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ଦୀପାବଳି ସ୍ଥାନ ପାଇଛି। ୟୁନେସ୍କୋ ରିପ୍ରେଜେଣ୍ଟିଭ ଲିଷ୍ଟ୍‌ ଅଫ୍‌ ଦ ଇନ୍‌ଟାଞ୍ଜିବଲ କଲ୍‌ଚ୍ୟୁରାଲ ହେରିଟେଜ୍‌ ଅଫ୍‌...

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri