Posted inଖେଳ

ଖୁବ୍‌ଶୀଘ୍ର ସୁସ୍ଥ ହୋଇ ପଡ଼ିଆକୁ ଫେରିବେ ଏହି କ୍ରିକେଟର

ନୂଆଦିଲ୍ଲୀ,୩ା୫: ଆର୍‌ସିବି ଫ୍ୟାନ୍‌ଙ୍କ ପାଇଁ ଖୁସି ଖବର। କାରଣ ଭାରତୀୟ କ୍ରିକେଟର ରଜତ ପଟିଦାର ସଫଳତାର ସହ ତାଙ୍କର ଅସ୍ତ୍ରୋପଚାର କରାଇଛନ୍ତି। ଆଇପିଏଲରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପକ୍ଷରୁ ଖେଳୁଥିବା ହିଟର ରଜତ ସୋସିଆଲ ମିଡିଆ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ଅସ୍ତ୍ରୋପଚାର ପରେ ରଜତ ତାଙ୍କ ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରେ ଏକ ଫଟୋ ପୋଷ୍ଟ କରିଛନ୍ତି।

ଏଥିରେ ସେ କ୍ୟାପ୍‌ଶନ ଲେଖିଛନ୍ତି, ମୋର ନିକଟରେ ଆଘାତ ଲାଗି ଅସ୍ତ୍ରୋପଚାର କରାଯାଇଥିଲା। ଯାହା ମୋତେ କିଛି ସମୟ ପାଇଁ ହଇରାଣ କରୁଥିଲା, କିନ୍ତୁ ମୁଁ ଖୁସି ଯେ, ମୁଁ ଧିରେ ଧିରେ ସୁସ୍ଥ ହେଉଛି। ଆପଣମାନଙ୍କର ପ୍ରାର୍ଥନା ପାଇଁ ସମସ୍ତଙ୍କୁ ଧନ୍ୟବାଦ। ମୁଁ ପଡ଼ିଆକୁ ଫେରିବାକୁ ଅପେକ୍ଷା କରିଛି। ଶୀଘ୍ର ଫେରିବି॥

ଏହି ପୋଷ୍ଟରେ ପ୍ରଶଂସକମାନେ ତାଙ୍କୁ ଶୀଘ୍ର ପଡ଼ିଆକୁ ଫେରିବା ପାଇଁ କାମନା କରିଛନ୍ତି। ଜଣେ ୟୁଜର ଲେଖିଛନ୍ତି, ଶୀଘ୍ର ଭଲ ହୁଅ। ଏଥିସହିତ, ଅନ୍ୟ ଜଣେ ୟୁଜର ଲେଖିଛନ୍ତି, ତୁମେ ଶୀଘ୍ର ଭଲ ହୋଇ ପଡ଼ିଆକୁ ଆସିବ। ତୁମେ ଭାରତର ଚତୁର୍ଥ ସ୍ଥାନରେ ଭଲ ପ୍ରଦର୍ଶନ କରିପାରିବ।

କହିରଖୁଛୁ,ଆଇପିଏଲର ଶେଷ ସିଜିନର ୮ ଇନିଂସରେ ପଟିଦାର ବାଙ୍ଗାଲୋର ପାଇଁ ହାରାହାରି ୫୫.୫୦ ପ୍ରତିଶତରେ ୩୩୩ ରନ୍‌ ସ୍କୋର କରିଥିଲେ। ଏହି ସିଜନରେ ବିଜୟ ବୈଶାଖଙ୍କୁ ତାଙ୍କ ସ୍ଥାନରେ ଆରସିବି ଦଳରେ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri