ତେଲୁଗୁ ଅଭିନେତ୍ରୀଙ୍କ ସହ ଭାଇରାଲ ହେଉଛି ଏହି କ୍ରିକେଟରଙ୍କ କ୍ୟୁଟ୍‌ ଚାଟ୍‌

ଇଣ୍ଡିଆନ ପ୍ରିମିୟର ଲିଗ୍‌ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟରେ କେକେଆର ପାଇଁ ଭେଙ୍କଟେଶ ଆୟର୍‌ ଖେଳିବା ଆରମ୍ଭ କରିଥିଲେ । ଆଉ ଖେଳିବାର ଖୁବ କମ ସମୟରେ ସେ ବେଶ ପ୍ରସିଦ୍ଧ ମଧ୍ୟ ହୋଇଗଲେଣି । ଭେଙ୍କଟେଶ ସୋସିଆଲ ମିଡିଆରେ ସେତେଟା ସକ୍ରିୟ ନ ଥିଲେ ମଧ୍ୟ ସାଉଥ୍‌ ଅଭିନେତ୍ରୀ ପ୍ରିୟଙ୍କା ଜୱାଲକରଙ୍କ ଏକ ପୋଷ୍ଟରେ କମେଣ୍ଟ ଦେବା ପରଠୁ ସେ ବେଶ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଚାର୍ଟ ଏବେ ଭାଇରାଲ ହେବାରେ ଲାଗିଛି। ପ୍ରିୟଙ୍କା ୨୦୧୭ରେ ତାଙ୍କର ଅଭିନୟ ଜୀବନ ଆରମ୍ଭ କରିଥିଲେ । ଏପର୍ଯ୍ୟନ୍ତ ସେ ୪ଟି ସାଉଥ୍‌ ଫିଲ୍ମରେ ଅଭିନୟ କରିଛନ୍ତି । ସୋସିଆଲ ମିଡିଆରେ ପ୍ରିୟଙ୍କା ବହୁତ ସକ୍ରିୟ । ପ୍ରିୟଙ୍କା ଏକ ଫଟୋ ଇନଷ୍ଟାଗ୍ରାମରେ ଶେୟାର କରିଥିବା ବେଳେ ଭେଙ୍କଟେଶ କମେଣ୍ଟରେ କ୍ୟୁଟ୍‌ ବୋଲି ଲେଖିଛନ୍ତି। ପ୍ରିୟଙ୍କା ଏହି କମେଣ୍ଟରେ ଲେଖିଥିଲେ, ‘କିଏ ତୁମେ?’ ସୋସିଆଲ ମିଡିଆ ୟୁଜର୍ସ ମଧ୍ୟ ଏହି ଚାଟ୍‌କୁ ବହୁତ ପସନ୍ଦ କରିଥିଲେ । କିଛି ୟୁଜର୍ସ ଏପରିି ଲେଖିଛନ୍ତି ଯେ, ଲାଗୁଛି ଯେ, ଦୁହିଁଙ୍କ ମଧ୍ୟରେ କିଛିଟା ଚାଲିଛି । ଭେଙ୍କଟେଶଙ୍କ ମନ୍ତବ୍ୟକୁ ୧୦ହଜାରରୁ ଅଧିକ ୟୁଜର୍ସ ଲାଇକ୍‌ କରିଥିବା ବେଳେ ଏବଂ ପ୍ରାୟ ୨୦୦୦ଲୋକ ଏହା ଉପରେ ମନ୍ତବ୍ୟ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri