Posted inଖେଳ

ଫଟୋ ଛାଡି ଟ୍ରୋଲ୍‌ ହେଲେ ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ଭାରତୀୟ ପେସର ମହମ୍ମଦ ଶାମିଙ୍କ ସହ ବିବାଦ ପରେ ଅଲଗା ରହୁଥିବା ତାଙ୍କ ସ୍ତ୍ରୀ ହସିନ ଜାହାଁ ଏବେ ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ସୋସିଆଲ ମିଡିଆରେ ବହୁତ ସକ୍ରିୟ ଅଛନ୍ତି ଏବଂ କ୍ରମାଗତ ଭାବରେ ତାଙ୍କ ଫଟୋ ଶେୟାର କରୁଛନ୍ତି। ନିକଟରେ ଏକ କଳା ପୋଷାକ ପିନ୍ଧି ସୋସିଆଲ ମିଡିଆରେ ସେ ଏକ ଫଟୋ ଶେୟାର କରିଥିଲେ। ପରେ କିଛି ଲୋକ ତାଙ୍କୁ ଧର୍ମ ନାମରେ ଟାର୍ଗେଟ କରିଥିଲେ। ଜଣେ ମଡେଲ ଥିବା ହସିନ ପୂର୍ବରୁ ରାମ ମନ୍ଦିର ସମ୍ବନ୍ଧୀୟ ଏକ ପୋଷ୍ଟରେ ବଳାତ୍କାର ଧମକ ପାଇଥିଲେ, ଯାହା ସେ ପୋଲିସ ନିକଟରେ ଅଭିଯୋଗ କରିଥିଲେ। ହସିନ ଜାହାଁ ଇନଷ୍ଟାଗ୍ରାମରେ ନିଜର ଏକ ଫଟୋ ଶେୟାର କରିଥିଲେ, କିଛି ଲୋକ ଏହାକୁ ପସନ୍ଦ କରି ନ ଥିଲେ। ହସିନ ମୁସଲମାନ ସମ୍ପଦାୟର ହୋଇଥିବାରୁ ଏଭଳି ପୋଷାକ ପିନ୍ଧିବା ଉଚିତ୍‌ ନୁହେଁ ବୋଲି ୟୁଜର୍ସ ମତ ଦେଇଥିଲେ।
ହସିନ ଜାହାନ ମଡେଲିଂ କରନ୍ତି। ସେ ଭାରତୀୟ ଷ୍ଟାର୍‌ ବୋଲର୍‌ ମହମ୍ମଦ ଶାମିଙ୍କୁ ବିବାହ କରିଥିଲେ। ଉଭୟଙ୍କର ଏକ ଝିଅ ମଧ୍ୟ ଅଛି। ଶାମି ଏବଂ ତାଙ୍କ ପରିବାର ବିରୋଧରେ ହସିନ ନିର୍ଯାତନା ଅଭିଯୋଗ ଆଣିଥିଲେ। ଏବେ କୋର୍ଟରେ ମାମଲା ଚାଲିଛି।

 हसीन जहां ने इंस्टाग्राम पर अपनी एक तस्वीर शेयर की तो कुछ लोगों को यह पसंद नहीं आया. उनकी इस तस्वरीर पर धर्म को लेकर कुछ ने कमेंट किए. हालांकि बहुत से यूजर्स को उनका अंदाज काफी पसंद आया. (Instagram)

 


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri